Home

ମୋଦିଙ୍କ ବିରୋଧରେ ଲଢିବେ ମୁସଲମାନ ପ୍ରାର୍ଥୀ

ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଆଉ ୧୧ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ମାୟାବତୀ ମୈନପୁରୀ ଲୋକ ସଭା ଟିକେଟ ବଦଳାଇ ଶିବ ପ୍ରସାଦ ଯାଦବଙ୍କୁ ଦେଇଛନ୍ତି। ଏହା ସହିତ ବାରଣାସୀରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ…

ପ୍ରଦୀପଙ୍କ ୬ଷ୍ଠ, ଆଶାରେ ନବ, ସରୋଜ ଚ୍ୟାଲେଞ୍ଜ

ବୌଦ୍ଧ,୧୬ା୪(ଅଜିତ କୁମାର ବାରିକ):ବୌଦ୍ଧ ବିଧାନସଭା ଆସନ ପାଇଁ ତିନି ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଏଠାରୁ ୫ ଥର ବିଧାୟକ ହୋଇଥିବା ବିଜେଡିରୁ ପ୍ରଦୀପ ଅମାତ ପୁଣି ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସ ଆଇନଜୀବୀ ନବ କୁମାର ମିଶ୍ର ଓ…

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ଥିବା ଜଣାପଡିଛି। ସୂଚନା ଅନୁଯାୟୀ,…

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌ ସକାଳ ନଅ ଟାରେ ପଶିଯିବାରୁ ଚାଞ୍ଚଲ୍ୟ ଖେଳିଯାଇଛି। ବନ ବିଭାଗ ପକ୍ଷରୁ ବାରହାଟିକୁ ରକ୍ତାକ୍ତ…

ଆଇପିଏଲ୍‌ରେ ଅଲୋଡା ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ସନରାଇଜର୍ସ ହାଇଦ୍ରାବାଦ ୨୫ ରନରେ ପରାସ୍ତ କରିଛି। ଆରସିବିର ଦ୍ରୁତ ବୋଲର ରିସି ଟୋପଲେ ଚାରି…

ଏହି ୪ ଖେଳାଳିଙ୍କ ପାଇଁ ହାରିଲା ଆରସିବି

ନୂଆଦିଲ୍ଲୀ,୧୬।୪: ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୨୫ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩ ଉଇକେଟ ହରାଇ ୨୮୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ଓଡି୦୨-ବିଜେ-୮୫୯୯) ପ୍ରାୟ ୨୦ ଫୁଟ ତଳକୁ ଖସି ପଡିଥିଲା। ଶୀତତାପ ନିୟନ୍ତ୍ରିତ ସ୍ଲିପର ବସ୍‌ଟି…

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ବଡୁ ନିଯୋଗ ପକ୍ଷରୁ କରାଯାଇଥିବା ଏହି ନିଲାମର ପ୍ରଥମ ଗରାପାଣିକୁ…

ଏକ୍ସ ଆକାଉଣ୍ଟ ପାଇଁ ଦେବାକୁ ପଡିବ ଅର୍ଥ!

ଓ୍ବାଶିଂଟନ,୧୬।୪: ଏଲନ ମସ୍କ ଟୁଇଟର ଟେକ ଓଭର କରିବାପରେ ଏହି ପ୍ଲାଟଫର୍ମରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ମସ୍କ ଏହାର ନାମ ବଦଳାଥିଲେ। ବର୍ତ୍ତମାନ ମସ୍କ ପୁନର୍ବାର ଏକ୍ସ ବିଷୟରେ ଏକ ବଡ଼ ଘୋଷଣା କରିଛି। ଏହା ଜାଣିବାକୁ ମିଳିଛି…

ଶତ୍ରୁତା ଯୋଗୁ ସ୍ବାହା ହେଲା ୧ କୋଟି ଟଙ୍କାର ମହଙ୍ଗା ଗାଡ଼ି: ଦେଖନ୍ତୁ ଭିଡିଓ

ହାଇଦ୍ରାବାଦ,୧୬।୪: ଲମ୍ବୋର୍ଗିନି ବିଶ୍ୱର ଦ୍ରୁତତମ ଏବଂ ମହଙ୍ଗା କାର ଭାବରେ ଜଣାଶୁଣା । ଅବଶ୍ୟ, ନିକଟରେ ଲମ୍ବୋର୍ଗିନି ଏହାର ଗତି ବ୍ୟତୀତ ଅନ୍ୟ କୌଣସି କାରଣରୁ ଲାଇମଲାଇଟକୁ ଆସିଥିଲା। ବାସ୍ତବରେ ତେଲଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଏକ ଲମ୍ବୋର୍ଗିନି କାରରେ ନିଆଁ ଲାଗିଯାଇଥିଲା।…

୧୧ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଏସପି

ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ୧୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ଦଳ ମେନପୁରୀରେ ନିଜର ପ୍ରାର୍ଥୀ ପରିବର୍ତ୍ତନ କରିଛି। ବାରାଣସୀରେ ମୁସଲମାନ ପ୍ରାର୍ଥୀଙ୍କୁ ଏକ ସୁଯୋଗ ଦିଆଯାଇଛି। ଏହା ବ୍ୟତୀତ ବିଏସପି…

ଅକ୍ଷୟ ପାତ୍ର ଫାଉଣ୍ଡେଶନର ଦାବି, ୨୦୪୭ ପୂର୍ବରୁ ଭାରତ ହେବ କ୍ଷୁଧା ମୁକ୍ତ

ଓ୍ବାଶିଂଟନ,୧୬।୪: ଅକ୍ଷୟ ପାତ୍ର ଫାଉଣ୍ଡେସନର ସହ-ପ୍ରତିଷ୍ଠାତା ଚଞ୍ଚଲପତି ଦାସ ଦାବି କରିଛନ୍ତି ଯେ ୨୦୪୭ ପୂର୍ବରୁ ଭାରତ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ହୋଇଥିଲେ ମଧ୍ୟ କ୍ଷୁଧାରୁ ମୁକ୍ତ ହେବ। ଫାଉଣ୍ଡେସନ ଏପର୍ଯ୍ୟନ୍ତ ଲୋକଙ୍କୁ ଚାରି ବିଲିୟନ ଥର ମାଗଣା ଭୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?