Home

ଅବତରଣ ବେଳକୁ ଇଣ୍ଡିଗୋ ବିମାନରେ ୨ ମିନିଟ୍‌ର ତେଲ ଥିଲା

ନୂଆଦିଲ୍ଲୀ,୧୬ା୪:ଅଯୋଧ୍ୟାରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନକୁ ଶନିବାର ଖରାପ ପାଗ କାରଣରୁ ଚଣ୍ଡିଗଡ଼ରେ ଅବତରଣ କରିବାକୁ ପଡ଼ିଥିଲା। ଅବତରଣ ବେଳକୁ ବିମାନରେ ମାତ୍ର ୧ରୁ ୨ ମିନିଟ୍‌ର ଇନ୍ଧନ ଥିଲା ବୋଲି ଦିଲ୍ଲୀର ଜଣେ ପୋଲିସ ଅଧିକାରୀ କହିଛନ୍ତି।…

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ ଝିଅର ଶରୀରରେ ମାତ୍ରାଧିକ ହରମୋନ ନିର୍ଗତ ହେଉଥିଲା। ତାହା ରୋକିବା ପାଇଁ ଉଭୟପଟ କିଡନୀ…

ଭାଜପା କ୍ଷମତାକୁ ଆସିଲେ ସତରେ କ’ଣ ବଦଳିଯିବ ସମ୍ବିଧାନ: ଜାଣନ୍ତୁ ଏନେଇ କ’ଣ କହିଲେ ମୋଦି

ନୂଆଦିଲ୍ଲୀ, ୧୬।୪:୨୦୪୭ ସୁଦ୍ଧା ଭାରତକୁ ବିଶ୍ୱର ତୃତୀୟ ସର୍ବବୃହତ ଅର୍ଥନୀତିରେ ପରିଣତ କରିବା ଦିଗରେ କେନ୍ଦ୍ରର ଭାଜପା ସରକାର କାର୍ଯ୍ୟ କରିଚାଲିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ସାକ୍ଷାତ୍‌କାରରେ କହିଛନ୍ତି। ଆଗାମୀ ୫ ବର୍ଷରେ ଭାରତର ଅର୍ଥନୀତି ୫ ଟ୍ରିଲିୟନ…

ପ୍ରାର୍ଥୀଙ୍କୁ ଅଡୁଆ ପ୍ରଚଣ୍ଡ ଖରା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାସେରୁ କମ୍‌ ସମୟ ରହିଲା। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାୟ ଅଧିକାଂଶ ସ୍ଥାନରେ ପ୍ରାର୍ଥୀ ଘୋଷଣା କରିସାରିଲେଣି। ଯେଉଁସବୁ ସ୍ଥାନରେ ଦଳଗୁଡ଼ିକ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଭୁବନେଶ୍ୱର,୧୬ା୪(ଅନିଲ ଦାସ):କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି। ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲାରେ ସେ ଗୋଟିଏ ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିନାହାନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ମତ ରଖି ବିଜେଡି…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ରାତିରେ ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ବିଧି ମୁତାବକ ସମ୍ପନ୍ନ…

ସଙ୍ଗୀତା ଏଏସ୍‌ଆଇସିର ନୂଆ ଅଧ୍ୟକ୍ଷା

ଭୁବନେଶ୍ୱର,୧୬।୪: ଏସିଆ ସୋସାଇଟି ଇଣ୍ଡିଆ ସେଣ୍ଟର (ଏଏସ୍‌ଆଇସି)ର ନୂତନ ଅଧ୍ୟକ୍ଷା ଭାବେ ଶିଳ୍ପପତି ସଙ୍ଗୀତା ଜିନ୍ଦଲ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଏସ୍‌ଆଇସି ବୋର୍ଡ ପକ୍ଷରୁ ସଙ୍ଗୀତା ଜିନ୍ଦଲଙ୍କୁ ବୋର୍ଡର ନୂତନ ଅଧ୍ୟକ୍ଷା ଭାବେ ନିର୍ବାଚିତ କରାଯାଇଛି। ଏପରିକି ତାଙ୍କ କାର୍ଯ୍ୟକାଳ…

ଏଚ୍‌ସିଆଇଏଲର ନୂତନ ଓ୍ବେୟାରହାଉସ କାର୍ଯ୍ୟର ଶୁଭାରମ୍ଭ

ଭୁବନେଶ୍ୱର,୧୬।୪: ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସିଆଇଏଲ୍‌)ର ନୂତନ ପ୍ରକଳ୍ପ ‘ନ୍ୟୁ ସ୍ପେୟାର ପାର୍ଟସ ଓ୍ବେୟାରହାଉସ ଫାସିଲିଟି (ନୂତନ ଓ୍ବେୟାରହାଉସ) କାର୍ଯ୍ୟର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଏହି ନୂତନ ପ୍ରକଳ୍ପ ଜରିଆରେ କମ୍ପାନୀ ତା’ର ସମସ୍ତ ବାଣିଜି୍ୟକ ୟୁନିଟ୍‌ ଯଥା…

ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା

ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ କରିଥିବା ପୂର୍ବତନ ବିଧାୟକ ହୃଷୀକେଶ ନାଏକଙ୍କ ପ୍ରାର୍ଥୀତ୍ୱରେ ମୋହର ମାରିଛି। ନବ ନିର୍ମାଣ କୃଷକ…

ମଉଳୁଛି ଶସ୍ତା ଇଏମ୍‌ଆଇ ଆଶା

ଭୁବନେଶ୍ୱର,୧୬।୪(ଅନୁରାଧା ମହାରଣା): ମହଙ୍ଗା ଇଏମ୍‌ଆଇରୁ ରକ୍ଷା ପାଇବାକୁ ଆଶା ବାନ୍ଧିଥିବା ଲୋକମାନେ ଚଳିତବର୍ଷର ଦ୍ୱିତୀୟାର୍ଦ୍ଧରେ ଏଥିରୁ ମୁକ୍ତି ପାଇବାକୁ ଆଶା କରୁଥିଲେ। ମାତ୍ର ମାର୍ଚ୍ଚ ମାସରେ ଆମେରିକାରେ ମୁଦ୍ରାସ୍ଫୀତି ହାର ବୃଦ୍ଧି ଏବଂ ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଶସ୍ତା…

ସୁନା ଦର ୭୩ ହଜାର ପାର

ଭୁବନେଶ୍ୱର,୧୬।୪: କ୍ରମାଗତ ଭାବେ ଘରୋଇ ବଜାରରେ ସୁନା ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଗତ ଦୁଇ ସପ୍ତାହ ମଧ୍ୟରେ ଭୁବନେଶ୍ୱରରେ ସୁନା ଦର ୨୨କ୍ୟାରେଟ ଉପରେ ପ୍ରାୟ ୩୦୦୦ ଟଙ୍କା ଏବଂ ୨୪ କ୍ୟାରେଟ ଉପରେ ପ୍ରାୟ ୪୦୦୦ ଟଙ୍କା…

ଇଶା-ଦୀପିକାଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା

ଭୁବନେଶ୍ୱର,୧୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପର ପ୍ରମୁଖ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆର୍‌ଆର୍‌ଭିଏଲ୍‌)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଇଶା ଏମ୍‌ ଅମ୍ବାନୀ ଏବଂ ୮୨ଂଇର ସହ ପ୍ରତିଷ୍ଠାତା ଦୀପିକା ପାଦୁକୋନଙ୍କ ମଧ୍ୟରେ ବ୍ୟବସାୟିକ ସହଭାଗିତା ସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?