Home

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ ଭିନ୍ନ ବିବାଦ ଦେଖାଦେଇଛି। ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଓ ତେନ୍ତୁଳି ଗ୍ରାମର କିଛି…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାସିଙ୍ଗବାଡି ପଞ୍ଚାୟତର ତାଡ଼ିମାହା ଗ୍ରାମରେ ସୋମବାର ଚଳିତବର୍ଷର ଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି, ସେଇଠି ବର୍ଷାଜଳ ନିଷ୍କାସନ ପାଇଁ ନାଳରେ ବାଟ ନାହିଁ। ମଇଳା, ଆବର୍ଜନା ତାହା…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର ବ୍ଲକ ମାଣ୍ଡିବିଶି ପଞ୍ଚାୟତ ରାସ୍ତୁଗୁଡ଼ା ଗ୍ରାମର ଜଗନ୍ନାଥ ମାଝୀ । ସେ କଲ୍ୟାଣସିଂହପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ। ପୋଲିସ ପଦବୀ ଥିବାରୁ ସେମାନେ ଆଇନର ଗଳାବାଟ ଦେଇ ଖସିଯିବାକୁ ଉଦ୍ୟମ କରୁଛନ୍ତି।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ ଦାୟୀ କରିଥିଲେ। ତାହାକୁ ଭାରତ ଖଣ୍ଡନ କରିଥିଲା। ଦୁଇ ଦେଶ ମଧ୍ୟରେ ଆରୋପ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ଇରାନର ଷ୍ଟେଟ୍ ଟେଲିଭିଜନରେ ପ୍ରସାରିତ ଏକ ଭିଡିଓରେ ଟ୍ରମ୍ପଙ୍କ ୨୦ ବର୍ଷୀୟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି। ଥାନାରେ ଏନେଇ ଅଭିଯୋଗ ପରେ ପୋଲିସ ଏକ ମାମଲା (ନଂ. ୩୫୧/୨୦୨୬) ରୁଜୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ ନିଶାଦ୍ରବ୍ୟ ଭାବେ ବ୍ୟବହାର କରାଯିବା ସମ୍ଭାବନା ନେଇ ବିଶେଷଜ୍ଞ କମିଟି ଚିନ୍ତାବ୍ୟକ୍ତ କରିବା…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ପର୍ଯ୍ୟନ୍ତ ବ୍ୟାପିଛି। ଲଘୁଚାପ ମଙ୍ଗଳବାର ଉତ୍ତର ପଶ୍ଚିମ ଆଡ଼କୁ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି ଅନେକ ଦାବିକୁ ନେଇ ଆସନ୍ତା ସେପ୍ଟେମ୍ବର ୧୧ରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ୟୁନାଇଟେଡ୍‌…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ ଓ ତାଙ୍କ ଦୁଇ ପୁଅ ଅମୂଲ୍ୟ ସାହୁ, ମୁନା ସାହୁଙ୍କୁ ଗିରଫ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?