Home

କେଜରିଓ୍ବାଲଙ୍କୁ ଜେଲରେ ଭେଟିବେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସୋମବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗବତ ମାନ ଭେଟିବେ।…

କେଜ୍‌ରିଓ୍ବାଲ୍‌ଙ୍କୁ ମିଳିପାରେ ଆଶ୍ୱସ୍ତି

ମୁମ୍ବାଇ,୧୫।୪: ଦିଲ୍ଲୀର ଏକ୍ସାଇଜ ପଲିସି ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ ସୋମବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆବେଦନ ଶୁଣାଣି କରିବେ। କେଜ୍‌ରିଓ୍ବାଲ ଇଡି ଗିରଫ କରିବା ଏବଂ ଜେଲରେ ରଖିବା ନିଷ୍ପତ୍ତିକୁ ବୈଧ କରିବା ନେଇ ଦିଲ୍ଲୀ…

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ ଗରମ ହେଲେ କଡ଼େଇରେ ଥିବା ପାଣି ଗରମ ହୁଏ। ଅର୍ଥାତ୍‌ ପାଣିର ତାପମାତ୍ରା ବଢ଼େ।…

୫ରୁ ୨ଟି ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ଲାଞ୍ଜିଗଡ଼,୧୫।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଞ୍ଚାୟତରେ ସମନ୍ବିତ ଶିଶୁ ବିକାଶ ଯୋଜନା ଫେଲ୍‌ ହୋଇଥିବା ଅଭିଯୋଗ ହେଉଛି। ତ୍ରିଲୋଚନପୁର ପଞ୍ଚାୟତରେ ଲଡ଼ାଙ୍ଗ, ଫୁଲଡୁମେର, ଆମ୍ବଗୁଡ଼ା, ଗଉଡ଼ଥୁଆଗୁଡା ଓ ତ୍ରିଲୋଚନପୁର ସମେତ ୫ଟି ଅଙ୍ଗନବାଡ଼ି କେନ୍ଦ୍ର ରହିଛି।…

୨୧ ବର୍ଷ ପରେ ଖୋଲିଲା ରାମ ମନ୍ଦିର

ମାଲକାନଗିରି, ୧୫ା୪(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ଭୟରେ ଦୀର୍ଘ ୨୧ ବର୍ଷ ଧରି ବନ୍ଦଥିବା ଶ୍ରୀରାମ ମନ୍ଦିର ପୁନଃ ଖୋଲିବା ସହ ପୂଜା କରିଛନ୍ତି ସିଆରପିଏଫ ଯବାନ। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମାରେ। ସୀମାନ୍ତ ସୁକୁମା ଜିଲା…

ଡିଏଚ୍‌ଏଚ୍‌ରେ ଜ୍ୱର ପରୀକ୍ଷଣ ପାଇଁ ଥର୍ମୋମିଟର ନାହିଁ

ନୟାଗଡ଼,୧୫।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଜ୍ୱର ମାପିବା ଯନ୍ତ୍ର ଥର୍ମୋମିଟର ନାହିଁ। ଏଥିପାଇଁ କୌଣସି ଜ୍ୱରରେ ପୀଡ଼ିତ ରୋଗୀ ଆସିଲେ ତାଙ୍କୁ ଥର୍ମୋମିଟର କିଣି ଆଣିବାକୁ କୁହାଯାଉଛି। ସେ ଡାକ୍ତରଖାନା ବାହାରେ ଥିବା ଔଷଧ ଦୋକାନରୁ ଥର୍ମୋମିଟର…

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର, ଆଠମଲ୍ଲିକ ଓ ଛେଣ୍ଡିପଦା ପାଇଁ ଦଳ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିଥିବା ବେଳେ ପାଲଲହଡ଼ାକୁ…

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ ସମର୍ଥକ ଓ ବିଜେଡି କର୍ମୀଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଲାଗି ରହିଛି। ଏଥିସହ ଆଶାୟଙ୍କ ସଂଖ୍ୟା…

ଯୁଦ୍ଧାଭିମୁଖୀ

ଦୁଇବର୍ଷ ପୂର୍ବେ ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଏବଂ ଗତବର୍ଷ ୭ ଅକ୍ଟୋବରରେ ଇସ୍ରାଏଲ-ହମାସ ଯୁଦ୍ଧର ପରିଣତି ବିଶ୍ୱ ଦେଖିଚାଲିଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ୧୩ ଏପ୍ରିଲ ୨୦୨୪ରେ ଇସ୍ରାଏଲ ଉପରେ ଇରାନ୍‌ର ଡ୍ରୋନ୍‌ ଆକ୍ରମଣ ପୃଥିବୀବାସୀଙ୍କ ପାଇଁ ଘୋର ଚିନ୍ତା…

ଜଗତ୍‌ସିଂହପୁର, ବାଲିକୁଦା-ଏରସମାରେ ଝଡ଼ ପୂର୍ବର ନୀରବତା

ଜଗତ୍‌ସିଂହପୁର,୧୫ା୪ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାରେ ଜଗତ୍‌ସିଂହପୁର ଓ ବାଲିକୁଦା-ଏରସମା ବିଧାନସଭା ଆସନରେ ଟିକେଟରୁ ବଞ୍ଚତ୍ତ କେତେଜଣ ନେତା ଅନ୍ୟ ଦଳ କିମ୍ବା ସ୍ବାଧୀନ ପ୍ରାର୍ଥୀ ହେବାକୁ ମନସ୍ଥ କରିଥିବା ଆଲୋଚନା ହେଉଛି। ଏଭଳି ହେଲେ ନିର୍ବାଚନୀ ଝଡ଼ ନିର୍ଣ୍ଣାୟକ…

୬୧ ଦିନ ଯାଏ ମାଛ ଧରିବା ମନା

ପାରାଦୀପ,୧୫।୪(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ସମେତ ରାଜ୍ୟର ସମସ୍ତ ଉପକୂଳ ଜିଲାରେ ସୋମବାରଠାରୁ ୬୧ ଦିନ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ଏହି ୨ମାସରେ କୌଣସି ମତ୍ସ୍ୟଜୀବୀ ସମୁଦ୍ରରେ ମାଛ ଧରି ପାରିବେ ନାହିଁ। ମତ୍ସ୍ୟ ନିର୍ଦ୍ଦେଶାଳୟ…

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଇଦାନରେ ୩ ପ୍ରମୁଖ ପ୍ରାର୍ଥୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ରାଜନୈତିକ ସମ୍ବେଦନଶୀଳ କେନ୍ଦ୍ରାପଡ଼ା ଜିଲାରେ ସାମ୍ପ୍ରତିକ ଖରା ତାତିଠାରୁ ଆହୁରି ଅଧିକ ରାଜନୀତି ତାତି ରହିଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ଲୋକ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?