Home

ରାସ୍ତା ନଷ୍ଟ କରୁଛି ଓଭର ଲୋଡିଂ ହାଇଓ୍ବା

ପ୍ରୀତିପୁର,୧୫ା୪(ସୁଶାନ୍ତ ବେହୁରିଆ): ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଏକ ଜନକଲ୍ୟାଣକାରୀ ସରକାରଙ୍କ ମୂଳ ଲକ୍ଷ୍ୟ ଓ ଏକ ସୁସ୍ଥ ସମାଜ ଗଠନର ମୂଳମନ୍ତ୍ର। ମାତ୍ର କେତେକ କ୍ଷେତ୍ରରେ ବିଭିନ୍ନ ସରକାରୀ ବିଭାଗ ମଧ୍ୟରେ ତାଳମେଳର ଅଭାବ ଓ କେତେଜଣ ସରକାରୀ କର୍ମଚାରୀଙ୍କ…

୩ ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୧୫ା୪: କଂଗ୍ରେସ ରବିବାର ତା’ର ଆଉ ୭୫ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ୩ଟି ସ୍ଥାନରେ କଂଗ୍ରେସ ତା’ର ପୂର୍ବ ପ୍ରାର୍ଥୀଙ୍କୁ ବଦଳାଇଛି। ତଳସରାରେ ପ୍ରବୋଧ ତିର୍କୀଙ୍କ ବଦଳରେ କଂଗ୍ରେସ ଦେବେନ୍ଦ୍ର ଭିତିରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ ବାଲିଗୁଡ଼ାରେ ସୁରଦା…

୨୧ ଗ୍ରାମର ଲୋକେ ୨ ରାଜ୍ୟର ଭୋଟର

ପଟ୍ଟାଙ୍ଗି,୧୫ା୪(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଲୋକମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଆନ୍ଧ୍ର ନେଉଛି ଭୋଟ। ଫଳରେ କୋଟିଆ ଅନ୍ତର୍ଗତ ୨୧ଟି ଗ୍ରାମର ଲୋକମାନେ ଉଭୟ ଓଡ଼ିଶା ଏବଂ ଆନ୍ଧ୍ରକୁ ଭୋଟ ଦେଉଛନ୍ତି। ୨୦୨୧ରେ…

ବରୀରେ କଂଗ୍ରେସରୁ ଲଢ଼ିବେ ଆରତି ଦେଓ

ବରୀ,୧୪ା୪(ମହେନ୍ଦ୍ର ସ୍ବାଇଁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ରବିବାର କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀ ପାଇଁ ଆରତି ଦେଓଙ୍କୁ ପ୍ରାର୍ଥୀ କରାଯାଇଛି। ଫଳରେ ଟିକେଟ ଦୌଡ଼ରେ ଥିବା ଇଂ. ଅମରେଶ…

ଭାଜପାର ପ୍ରଚାର ଜୋର, ପ୍ରାର୍ଥୀ ଖୋଜୁଛି ବିଜେଡି

ଯାଜପୁର,୧୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ଭାଜପାର ନିର୍ବାଚନୀ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ଆକାଶ ଦାସନାୟକ ବିଭିନ୍ନ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି। କଂଗ୍ରେସ ରବିବାର ରାତିରେ ବ୍ୟାସନଗରର…

ପ୍ରଥମ ପ୍ରେମରେ ଧୋକା ଖାଇଥିଲେ ବିଦ୍ୟା

ମୁମ୍ବାଇ:ବଲିଉଡ୍‌ ଅଭିନେତ୍ରୀ ବିଦ୍ୟା ବଲାନ୍‌ ନିଜର ଚମତ୍କାର ଅଭିନୟ ବଳରେ ଦୀର୍ଘ ବର୍ଷ ଧରି ପ୍ରଶଂସକଙ୍କ ହୃଦୟରେ ରାଜୁତି କରିଆସୁଛନ୍ତି। ନିଜର ବିନ୍ଦାଶ ଶୈଳୀ ପାଇଁ ବେଶ୍‌ ପରିଚିତି ଲାଭ କରିଥିବା ଏହି ଅଭିନେତ୍ରୀ ଜଣକ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଦୋ…

ଲିଭ୍‌-ଇନ୍‌ ପାର୍ଟନର, ପୁଅଙ୍କୁ ହତ୍ୟା କରି ନିଜେ ଝୁଲିପଡିଲେ ଡ୍ରାଇଭର

ନାଗପୁର, ୧୪।୪: ମହାରାଷ୍ଟ୍ରର ନାଗପୁର ସହରର ଏକ ହୋଟେଲରେ ଜଣେ ୩୦ ବର୍ଷୀୟ ବ୍ୟକ୍ତି ନିଜ ଲିଭ୍‌-ଇନ୍‌ ପାର୍ଟନର ଓ ୩ ବର୍ଷର ପୁଅଙ୍କୁ ହତ୍ୟା କରିବା ପରେ ଦଉଡ଼ିରେ ଝୁଲି ଆତ୍ମହତ୍ୟା କରିଛନ୍ତି। ବୃତ୍ତିରେ ଡ୍ରାଇଭର ଥିବା ସଚିନ ବିନୋଦ…

ଘନେଇଲା ଯୁଦ୍ଧ ସଙ୍କଟ:ବଢ଼ିବ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍‌

ତେଲ୍‌ ଆଭିଭ୍‌/ତେହରାନ୍‌/ଓ୍ବାଶିଂଟନ୍‌,୧୪ା୪:୨୦୨୨ ଫେବୃଆରୀ ୨୪ରୁ ରୁଷିଆ-ୟୁକ୍ରେନ୍‌ ଏବଂ ୨୦୨୩ ଅକ୍ଟୋବର ୭ରୁ ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଲାଗି ରହିଥିବାବେଳେ ସାରା ବିଶ୍ୱର ମୁଣ୍ଡବ୍ୟଥା ବଢ଼ାଇବା ଭଳି ଆଉ ଏକ ବଡ଼ ସଂଘର୍ଷର ସୂତ୍ରପାତ ହୋଇଛି। ଡାମସ୍କସ୍‌ରେ ଥିବା ନିଜ ଦୂତାବାସ ଉପରେ ଇସ୍ରାଏଲୀ…

ମାଳଦ୍ୱୀପ ଛାଡ଼ିଲେ ଦ୍ୱିତୀୟ ବ୍ୟାଚ୍‌ ଭାରତୀୟ ସୈନ୍ୟ

ମାଲେ,୧୪ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ଦାବି କ୍ରମେ ସେଠାରେ ଥିବା ଭାରତୀୟ ସୈନ୍ୟଙ୍କର ଦ୍ୱିତୀୟ ବ୍ୟାଚ୍‌ ରବିବାର ଉକ୍ତ ଦ୍ୱୀପଦେଶ ଛାଡ଼ିଛନ୍ତି। ମାଳଦ୍ୱୀପ ଜନସାଧାରଣଙ୍କ ସେବାରେ ନିୟୋଜନ ପାଇଁ ଭାରତ ଦେଇଥିବା ହେଲିକପ୍ଟରକୁ ଏହି ସୈନ୍ୟମାନେ ପରିଚାଳନା କରୁଥିଲେ। ମାଲେରେ ଥିବା…

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା କରିଛି। ଏ ନେଇ ଅଞ୍ଚଳବାସୀଙ୍କ ମଧ୍ୟର ଖୁସିର ଲହରି ଖେଳିଯାଇଛି। ତେବେ କୌଣସି ଦଳ…

ସବୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

କେନ୍ଦୁଝର,୧୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ସମସ୍ତ ବିଧାନସଭା ମଣ୍ଡଳୀର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଅସଂରକ୍ଷିତ ଘସିପୁରା ନିର୍ବାଚନ ମଣ୍ଡଳୀରେ ସୁବ୍ରତ ଚକ୍ରଙ୍କୁ ପ୍ରାର୍ଥୀ କରିଛି, ଫଳରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଟିକଟ କରିଛି। ସେ ନିଜେ କିଛି…

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ କଲ୍ୟାଣ ମଣ୍ଡପରେ ଭାଜପା ପକ୍ଷରୁ ଖୋଲାଯାଇଥିବା ଅସ୍ଥାୟୀ ନିର୍ବାଚନୀ କାର୍ଯ୍ୟାଳୟରେ ପହଞ୍ଚତ୍ କର୍ମୀମାନେ ହୋହଲ୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?