Home

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ ଶିବ ଏବଂ ଦେବୀ ପାର୍ବତୀଙ୍କ ଜ୍ୟେଷ୍ଠ ପୁତ୍ର ଭଗବାନ କାର୍ତ୍ତିକେୟଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ତେବେ…

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୩ଟାରେ ସାଂସ୍କୃତିକ ଶୋଭାଯାତ୍ରା ହୋଇଛି। ତେବେ…

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏହି ମହୋତ୍ସବକୁ ଉଦଘାଟନ କରିଥିଲେ।…

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି । ବରପୁତ୍ରମାନଙ୍କ ଗାଁରେ ତିଆରି ହେବ ପ୍ରତିମୂର୍ତ୍ତି ଓ ସଂଗ୍ରହାଳୟ  ।…

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ ପରିବାର ସହ ଧାରଣାରେ ବସିଛନ୍ତି । ବଦଳି ଆଦେଶକୁ ପ୍ରତ୍ୟାଖ୍ୟାନ କରାଯାଇଥିବାରୁ ସେ ନିରୁପାୟ…

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ ଯଶଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ତାଙ୍କ ବିରୋଧରେ ଜଣେ ନାବାଳିକାଙ୍କୁ ଯୌନ…

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦତ୍ତ  ୧ କୋଟି ୪୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଅନୁମୋଦିତ…

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ । ଅନେକ ଲୋକ ଲକ୍ଷ୍ୟ କରନ୍ତି ଯେ ସେମାନଙ୍କର ପରିସ୍ରାର ରଙ୍ଗ ସାଧାରଣ ଠାରୁ…

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା ମ୍ୟୁନିସିପାଲଟି ଖୋଲା ଡ୍ରେନରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଦୀର୍ଘଦିନ ଧରି…

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ ଅନୁମୋଦନ କରିଛନ୍ତି । ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ତିନୋଟି ପ୍ରସ୍ତାବିତ ବିମାନ ସେବାକୁ…

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ର ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ…

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର କାରଗିଲ ସହିଦ ଭବନରେ ଗ୍ରାହକ ଦିବସ ପାଳନ ହୋଇଯାଇଛି । ଭଞ୍ଜନଗର ଉପଖଣ୍ଡ ଅତିରିକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri