Home

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଭଡ଼ାଘରର ରୋଷେଇ ଘର ସ୍ଲାବ ତଳେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ ପ୍ରତିଦିନ ଯାତାୟାତରେ ହନ୍ତସନ୍ତ ହେଉଛନ୍ତି ପ୍ରାୟ ୨୩୦ ଜଣ ଆଦିବାସୀ ଛାତ୍ରୀ। ଏଭଳି…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା ନ ଗଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ କରାଯିବ ବୋଲି ଚାଷୀ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ କରାଯାଇଛି। ଏହି ସମୟରେ ମୋଟ ୨୧ଟି ଖାଦ୍ୟ ସାମଗ୍ରୀ ଦୋକାନଗୁଡିକୁ ଯାଞ୍ଚ କରାଯାଇଥିଲା।…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା ସୂର୍ଯ୍ୟକାନ୍ତି ଛୁରାଙ୍କ ମୃତ୍ୟୁ ପରେ ପରିବାର ଲୋକେ ବାଇକରେ ମୃତଦେହ ନେବାର ଏକ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ବିଶ୍ୱ ବିକାଶ ଉପରେ ଆଲୋଚନା କରିଥିଲେ। ବୈଠକ ପରେ ବୈଦେଶିକ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଜଣେ ଛାତ୍ରୀ ସେଲ୍‌ଫି ନେବା ପରେ ହଠାତ୍ ରାହୁଲ ଗାନ୍ଧୀଙ୍କ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ ସମସ୍ୟା ପୌରପରିଷଦ କର୍ତ୍ତୃପକ୍ଷ ସମାଧାନ କରିବା ନିମନ୍ତେ ବନ୍ଦ ଡକରା ଦେଲେ ପୂର୍ବତନ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ ଅଭିମୁଖେ ଯାତ୍ରା କରିଛନ୍ତି। ମୁନିରଙ୍କ ଗସ୍ତକୁ ଭୂରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର ନାଏବ ସରପଞ୍ଚ ଦୀପକ ପ୍ରଧାନ ସରପଞ୍ଚ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ନିଜ…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର କାଟୋଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଡକରୀ କହିଛନ୍ତି ଯେ, ଏବେ ତାଙ୍କୁ ଅଧିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ ୬୩ ରନର ଇନିଂସ ଖେଳି ଏମଏସ ଧୋନୀଙ୍କ ଏକ ଐତିହାସିକ ରେକର୍ଡ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?