Home

ସଲମାନଙ୍କ ଘର ବାହାରେ ଫୁଟିଲା ଗୁଳି, ଅଭିଯୁକ୍ତ ଫେରାର

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନଙ୍କ ଘର ବାହାରେ ଫୁଟିଲା ଗୁଳି। ରବିବାର ଭୋର ପ୍ରାୟ ୫ଟା ବେଳେ ମୁମ୍ବାଇର ବାନ୍ଦ୍ରା ସ୍ଥିତ ତାଙ୍କ ଘର ବାହାରେ ଗୁଳି ଫୁଟିଛି। ପ୍ରାୟ ୩ ରାଉଣ୍ଡ ଗୁଳି ଫୁଟିଥିବା ସୂଚନା ମିଳିଛି। ୨…

ରକ୍ତ ଭଣ୍ଡାର ସମ୍ମୁଖରେ ପଡ଼ିଛି ରକ୍ତ ପ୍ୟାକେଟ୍‌

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର ସମ୍ମୁଖ ରକ୍ତ ଭଣ୍ଡାର ପାଖରେ ରକ୍ତ ପ୍ୟାକେଟ ଫୋପଡା ଯାଇଥିବା ଦେଖିବାକୁ ମିଳିଥିଲା। ଶୁକ୍ରବାର ବିଳମ୍ବିତ ରାତିରୁ ଶନିବାର ଭୋର ସମୟ ପର୍ଯ୍ୟନ୍ତ ରକ୍ତ ପ୍ୟାକେଟ ପଡିଥିଲା । ରକ୍ତ ଭଣ୍ଡାରରେ ରକ୍ତର…

ବିଏସ୍‌କେୱାଇ ଆମ୍ବୁଲାନ୍ସ ଖତ ଖାଉଛି

ନୟାଗଡ଼,୧୪।୪(ଲୋକନାଥ ମିଶ୍ର)ରେଫର ଗରିବ ରୋଗୀଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଉଦ୍ଦେଶ୍ୟରେ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ)ରେ ନୟାଗଡ଼ ଜିଲାକୁ ଅତ୍ୟାଧୁନିକ ଆମ୍ବୁଲାନ୍ସ ଯୋଗାଇ ଦେଇଛନ୍ତି। ହେଲେ ନୟାଗଡ଼ ଜିଲାକୁ ଆସିଥିବା ବିଏସ୍‌କେୱାଇ ଆମ୍ବୁଲାନ୍ସ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌୍‌୍‌)…

ଶ୍ରୀକ୍ଷେତ୍ରରେ ପୂର୍ବରୁ ହେଉଥିଲା ଅଷ୍ଟ ମହାବୀରଙ୍କ ଉପାସନା

ପୁରୀ,୧୪ା୪(ଅଜିତ୍‌ ମହାନ୍ତି):ଶ୍ରୀକ୍ଷେତ୍ରରେ ହନୁମାନ ଉପାସନା ବହୁ ପ୍ରାଚୀନ ପରମ୍ପରା। ଐତିହ୍ୟ ବିଶାରଦ ଡ. ସୁରେନ୍ଦ୍ର କୁମାର ମିଶ୍ରଙ୍କ ସୂଚନା ଅନୁଯାୟୀ, ଶ୍ରୀକ୍ଷେତ୍ରର ମହାବୀର ଉପାସନା ସହିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ସମ୍ପୃକ୍ତ। ମହାବିଷୁବ ସଂକ୍ରାନ୍ତି ଦିନ ଏହି ମଠ ପକ୍ଷରୁ ଶ୍ରୀମନ୍ଦିର…

ତତଲା ବାଲି, କଣ୍ଟାରେ ଗଡ଼ିଲେ ମାନସିକଧାରୀ

ଖୋର୍ଦ୍ଧା,୧୪ା୪(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲାର ପୁରପଲ୍ଲୀରେ ମେରୁଯାତ୍ରା ପାଳିତ ହୋଇଯାଇଛି। ମାନସିକସାରୀ ୨୧ ଦିନ ଧରି ନିଷ୍ଠାର ସହ ଉପବାସ ରହି ପର୍ବକୁ ପାଳନ କରିଥିଲେ। ମାନସିକଧାରୀ ତତଲା ବାଲିରେ ଚାଲିବା ସହ କୋଇଲିଖା କଣ୍ଟାରେ ଗଡ଼ିଥିଲେ। ପାଟଭୁକ୍ତା ନିଆଁରେ ଝୁଲିଥିଲେ। ବିଶ୍ୱାସ…

ଭାରତର ପ୍ରଥମ ଟ୍ରାନ୍ସଜେଣ୍ଡର ଷ୍ଟାଣ୍ଡ୍‌ଅପ୍‌ କମେଡିଆନ ରିତୁଶ୍ରୀ

ଭୁବନେଶ୍ୱର,୧୪।୪(ଶର୍ମିଷ୍ଠା ପାଣିଗ୍ରାହୀ)ଟ୍ରାନ୍ସଜେଣ୍ଡରଙ୍କ ଜୀବନ ସଂଘର୍ଷପୂର୍ଣ୍ଣ। ହେଲେ ଏହି ସଂଘର୍ଷ ଭିତରେ ଏକାକୀ ସମସ୍ତ ପରିସ୍ଥିତିକୁ ସାମ୍ନା କରି ନିଜ ଭବିଷ୍ୟତ ଗଢ଼ିବା ସହ ନିଜ ମାଟି ତଥା ଓଡ଼ିଶା ପାଇଁ ଗୌରବ ଆଣିଥିବା ଜଣେ ପ୍ରେରଣାଦାୟୀ ଟ୍ରାନ୍ସଜେଣ୍ଡର ହେଉଛନ୍ତି ରିତୁଶ୍ରୀ ପାଣିଗ୍ରାହୀ।…

ବିନା ଶୋଭାଯାତ୍ରାରେ ହେବ ହନୁମାନ ଜୟନ୍ତୀ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରରେ ରବିବାର ହନୁମାନ ଜୟନ୍ତୀ ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ପ୍ରଶାସନିକ କଟକଣା ହେତୁ ବିନା ଶୋଭାଯାତ୍ରାରେ ଉତ୍ସବ ପାଳନ କରାଯିବ। ଏହାକୁ ନେଇ ଶ୍ରଦ୍ଧାଳୁ ଓ ଆୟୋଜକଙ୍କ ମଧ୍ୟରେ ନୈରାଶ୍ୟ ଭାବ ଦେଖାଦେଇଥିଲେ…

୨ବର୍ଷ ହେଲା ଅଲିଭ୍‌ ରିଡ୍‌ଲେଙ୍କ ସଂଖ୍ୟା କମୁଛି

କେନ୍ଦ୍ରାପଡ଼ା,୧୪ା୪(ଜଗନ୍ନାଥ ଧଳ)୨୦୨୩ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଭିତରକନିକା ଜାତୀୟ ଉଦ୍ୟାନସ୍ଥିତ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ଅଣ୍ଡାଦାନ କରିଥିଲେ। ସେହିପରି ୨୦୨୨ରେ ଏମାନଙ୍କ ସଂଖ୍ୟା ୫.୧ ଲକ୍ଷରୁ ଊର୍ଦ୍ଧ୍ୱ ଥିଲା। ମାତ୍ର ଚଳିତ ବର୍ଷ…

ଚିଙ୍ଗୁଡ଼ି ଘେରିରେ ଏସିଡ୍‌ ଢାଳି ଯୁବକଙ୍କୁ ହତ୍ୟା

ରୂପସା,୧୪।୪(ବାଞ୍ଛାନିଧି ଦେ)ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗନ୍ଧିଆ ଗାଁ ନିକଟରେ ଥିବା ଏକ ଚିଙ୍ଗୁଡ଼ି ଘେରିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ସଦର ଥାନା ପତାଗାଁ ଗ୍ରାମର ଜଗବନ୍ଧୁ ସ୍ବାଇଁ (୨୦)। ପୂର୍ବଶତ୍ରୁତାରୁ ଜଗବନ୍ଧୁଙ୍କୁ…

ଆଜିଠୁ ସମଲେଇ ମନ୍ଦିରରେ ମାଦକଦ୍ରବ୍ୟ ନିଷେଧ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ମାଦକ ଦ୍ରବ୍ୟ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ମନ୍ଦିର ଟ୍ରଷ୍ଟବୋର୍ଡର ନିଷ୍ପତ୍ତି ଅନୁସାରେ ପୀଠ ପରିସରରେ ପାନ, ଗୁଟ୍‌ଖା, ଭାଙ୍ଗ, ବିଡ଼ି, ସିଗାରେଟ୍‌ ଭଳି ମାଦକ ଦ୍ରବ୍ୟ ବ୍ୟବହାରକୁ ସମ୍ପୂର୍ଣ୍ଣ…

ଯୁବବର୍ଗଙ୍କ ପାଇଁ ପ୍ରେରଣାର ଉତ୍ସ ଆମ୍ବେଡକର

ଆଜି ଅର୍ଥାତ୍‌ ଏପ୍ରିଲ ୧୪ରେ ସାମାଜିକ ନବୀକରଣର ଅଗ୍ରଦୂତ ଡକ୍ଟର ଭୀମରାଓ ଆମ୍ବେଡକରଙ୍କ ଜୟନ୍ତୀ। ଆମ୍ବେଡକର ଭାରତୀୟ ସମ୍ବିଧାନ ପ୍ରଣେତା ଅଟନ୍ତି। ଲୋକେ ଭୀମରାଓ ଆମ୍ବେଡକର ବା ବାବା ସାହେବଙ୍କ ଜନ୍ମ ବାର୍ଷିକୀକୁ ଉତ୍ସାହର ସହିତ ସାରା ଦେଶରେ ପାଳନ କରିଥାନ୍ତି।…

ଖୋର୍ଦ୍ଧା ଜିଲାରେ ୧୬ ଅତିରିକ୍ତ ମତଦାନ କେନ୍ଦ୍ର

ଭୁବନେଶ୍ୱର,୧୩ା୪: ଖୋର୍ଦ୍ଧା ଜିଲାରେ ୧୬ଟି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ମଧ୍ୟରେ ଗୋଟିଏ, ଭୁବନେଶ୍ୱର ଉତ୍ତରରେ ୫ଟି, ଏକାମ୍ର ଭୁବନେଶ୍ୱରରେ ୯ଟି ଏବଂ ଖୋର୍ଦ୍ଧା ବିଧାନସଭା ଅଧୀନରେ ଗୋଟିଏ ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି। ଏହି ଚାରୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?