Home

ଗୋଟିଏ ସେଣ୍ଟରରେ ଦୁଇଟି ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବୃଦ୍ଧି ପାଉଛି ଅସନ୍ତୋଷ

କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ ଅନ୍ତର୍ଗତ ମହେଶ୍ୱରପୁର ଅଙ୍ଗନଓ୍ବାଡ଼ିର ଗୋଟିଏ ଶ୍ରେଣୀ ଗୃହରେ ଦୁଇଟି କେନ୍ଦ୍ରର ୬୧ ଜଣ ପିଲା ବସି ପଢୁଥିବା ବେଳେ ଘର ଅଭାବରୁ ପାଠପଢ଼ା ରୁମ୍‌ରେ ରହିଛି ଷ୍ଟୋର ସାମଗ୍ରୀ। ଫଳରେ ପାଠପଢ଼ା ବ୍ୟାହତ ହେବା…

ପ୍ରଚାର ମଇଦାନରେ ତାରା: ବିଜେଡି ଛାଡ଼ି କଂଗ୍ରେସରେ ସାମିଲ ହେଲେ ଶତାଧିକ କର୍ମୀ

କୋରାପୁଟ,୧୩ା୪(ଅମିତାଭ ବେହେରା): କୋରାପୁଟ ଜିଲାର ଲକ୍ଷ୍ମୀପୁର ନିିର୍ବାଚନ ମଣ୍ଡଳୀ ଅଧୀନରେ ଥିବା ଦଶମନ୍ତପୁରଠାରେ ଶନିବାର କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି କଂଗ୍ରେସର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଏହି ନିର୍ବାଚନୀ ସଭାରେ…

ଲୋକ ସଭା ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୩ା୪: ଶନିବାର ଲୋକ ସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଏନେଇ ଦଳ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ କେନ୍ଦୁଝରରୁ ମୋହନ ହେମ୍ବ୍ରମ, ବାଲେଶ୍ୱରରୁ ଶ୍ରୀକାନ୍ତ ଜେନା, ଭଦ୍ରକରୁ ଅନନ୍ତ ପ୍ରସାଦ ସେଠୀ, ଯାଜପୁରରୁ ଅଞ୍ଚଳ ଦାସ,…

ହାତୀ ଉପରେ ନଜର ରଖୁନି ବନ ବିଭାଗ: ଛୁଆହାତୀର ମୃତ୍ୟୁ

ମୋରଡ଼ା,୧୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜରେ ବର୍ଷ ତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବନ ବିଭାଗ ମଧ୍ୟ ହାତୀ ଉପରେ ସଠିକ୍‌ ନଜର ରଖୁ ନ ଥିବାରୁ ହାତୀମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହେଉଛି। ଶନିବାର…

ଇରାନ କବ୍‌ଜାରେ ଇସ୍ରାଏଲ ଜାହାଜ: ଏଥିରେ ଅଛନ୍ତି ୧୭ ଭାରତୀୟ, ବଢୁଛି ଚିନ୍ତା

ଜେରୁଜେଲମ୍‌,୧୩ା୪: ଶନିବାର ଇରାନର ସମୁଦ୍ର ତଟରକ୍ଷୀ ହର୍ମୁଜ୍‌ ଷ୍ଟ୍ରେଟ୍‌ରେ ଇସ୍ରାଏଲ ସହ ଜଡ଼ିତ ଏକ ମାଲ୍‌ ପରିବହନ ଜାହାଜ ଜବତ କରିଛନ୍ତି। ଏହି ଜାହାଜରେ ୧୭ ଜଣ ଭାରତୀୟ ମଧ୍ୟ ଅଛନ୍ତି, ଯାହା ପରେ ନାଗରିକଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ ପାଇଁ ଭାରତ…

ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣା: ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ଥାନା ନିତ୍ୟାନନ୍ଦପୁର ଗ୍ରାମରେ ଗଞ୍ଜେଇ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ ଘଟଣାରେ ଶନିବାର ପୋଲିସ ପୁଣି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ନାନୁ ଓରଫ ଝସକେତନ ସାହୁ(୨୧)ଙ୍କ ସମେତ ଅନ୍ୟ…

ରାଜ୍ୟକୁ ପୁଣି ଫେରିଲା ତାତି, ପାରଳାଖେମୁଣ୍ଡି ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,୧୩ା୪: ରାଜ୍ୟକୁ ପୁଣି ତାତି ଫେରିଛି। ବର୍ଷା ହୋଇଥିବାରୁ କିଛିଦିନ ପାଗ ଟିକେ ଥଣ୍ଡା ଥିଲା। ତେବେ ଶନିବାର ପୁଣି ତାତିରେ ସିଝିଛନ୍ତି ଲୋକେ। ଆଜି ରାଜ୍ୟର ଦୁଇ ସହରର ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ଥିବା ବେଳେ ପାରଳାଖେମୁଣ୍ଡି ସବୁଠୁ…

ଏହି ୩ ରାଜ୍ୟକୁ ଉଡ଼ାଇ ଦେବା ପାଇଁ ଲକ୍ଷ୍ୟ ରଖିଥିଲେ ଦୁଇ ଆତଙ୍କବାଦୀ

ବେଙ୍ଗାଲୁରୁ,୧୩ା୪: ବେଙ୍ଗାଲୁରୁ ରାମେଶ୍ୱରମ କାଫେ ବିସ୍ଫୋରଣ ମାମଲାରେ ଏନ୍‌ଆଇଏ ଦ୍ୱାରା ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ଏକ ବଡ଼ କଥା ଉନ୍ମୋଚନ ହୋଇଛି। ଉଭୟ ଆତଙ୍କବାଦୀ ଆଇଏସ୍‌-ଅଲ୍‌ ହିନ୍ଦ ମଡ୍ୟୁଲ ସହିତ ଜଡ଼ିତ। ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକ ବିଶେଷ…

ନାମାଙ୍କନ ନ ହେଉଣୁ ବଢ଼ିଲାଣି ନିର୍ବାଚନୀ ତାତି, ଗୋଟିଏ ଦଳକୁ ଟାର୍ଗେଟ କରୁଛି ଆଉ ଏକ ଦଳ

ବରଗଡ଼,୧୩ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୈତିକ ଉଷ୍ଣତା ସେତିକି ବଢ଼ିବାରେ ଲାଗିଛି। ବରଗଡ଼ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହିଁ । ବରଗଡ଼ର ଏକ ହୋଟେଲ ସମ୍ମିଳନୀ କକ୍ଷରେ ଭାଜପାର ମିଶ୍ରଣ ପର୍ବରେ ଦଳର ଜିଲା ସଭାପତି…

ଗାନ୍ଧୀନଗରରୁ ଶାହାଙ୍କୁ ଟକ୍କର ଦେବେ…

ନୂଆଦିଲ୍ଲୀ,୧୩ା୪: ଗୁଜରାଟର ଗାନ୍ଧୀନଗର ଲୋକ ସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିପକ୍ଷରେ କଂଗ୍ରେସରୁ ସୋନାଲ ପଟେଲ ଲଢ଼େଇ କରିବେ। ସୋନାଲ କହିଛନ୍ତି, ବରିଷ୍ଠ ଭାଜପା ନେତାଙ୍କ ବିରୋଧରେ ନିର୍ବାଚନ ଲଢ଼ିବାକୁ ସେ ଆଦୌ ଦ୍ୱିଧା କରୁନାହାନ୍ତି…

ରାଜଧାନୀରେ ହଠାତ୍‌ ବଦଳିଗଲା ପାଗ, ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ପବନ

ନୂଆଦିଲ୍ଲୀ,୧୩ା୪: ଶନିବାର ରାଜଧାନୀ ଦିଲ୍ଲୀରେ ହଠାତ୍‌ ପାଗରେ ପରିବର୍ତ୍ତନ ହୋଇଛି। ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ଝଡ଼ପବନ ହୋଇଛି। ଏନ୍‌ସିଆର ପକ୍ଷରୁ ଅନେକ ସ୍ଥାନରେ ବଜ୍ରପାତ ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ…

ବଦଳିଗଲେଣି ଅନୁଭବ

ଭୁବନେଶ୍ୱର,୧୩ା୪: ଅଭିନେତା ଅନୁଭବ ମହାନ୍ତି ଏକ ଭିନ୍ନ ରୂପରେ ନଜର ଆସିଛନ୍ତି। ହନୁମାନ ଜୟନ୍ତୀ ପୂର୍ବରୁ ତାଙ୍କର ଏହି ଲୁକ୍‌ ଏବେ ଭାଇରାଲ ହେଉଛି। ସେ ଏବେ ବହୁତ ବଦଳିଗଲେଣି ବୋଲି ଏହି ଲୁକ୍‌ ଦେଖି ଲୋକେ କହୁଛନ୍ତି। ବାସ୍ତରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?