Home

ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ୪.୮୫%କୁ ହ୍ରାସ

ନୂଆଦିଲ୍ଲୀ,୧୩।୪: କ୍ରମାଗତ ଭାବେ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ(ସିପିଆଇ) ଆଧାରିତ ଖୁଚୁରା ମୁଦ୍ରାସ୍ଫୀତିରେ ହ୍ରାସ ଘଟୁଛି। ଏପରିକି ଶୁକ୍ରବାର ପ୍ରକାଶିତ ସରକାରୀ ତଥ୍ୟ ଅନୁଯାୟୀ ଖୁଚୁରା ମୁଦ୍ରାସ୍ଫୀତି ୨୦୨୪ ମାର୍ଚ୍ଚରେ ୪.୮୫%କୁ ହ୍ରାସ ପାଇଛି। ଫଳରେ ଖୁଚୁରା ମୁଦ୍ରାସ୍ଫୀତି ଗତ ୫ ମାସର…

ଓଡିଏମ୍‌ ବିଜ୍‌ନେସ୍‌ ସ୍କୁଲର ୧୪ତମ ଦୀକ୍ଷାନ୍ତ ସମାରୋହ

ଭୁବନେଶ୍ୱର,୧୩।୪: ଓଡିଏମ୍‌ ବିଜ୍‌ନେସ୍‌ ସ୍କୁଲର ୧୪ତମ ଦୀକ୍ଷାନ୍ତ ସମାରୋହ ଶୁକ୍ରବାର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ଡ.ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉତ୍ସବରେ ଭୁବନେଶ୍ୱର ଓୟୁଏଟିର କୁଳପତି ପ୍ରଫେସର…

ବଜାରରେ ଟିରାର ନୂତନ ଉତ୍ପାଦ

ଭୁବନେଶ୍ୱର,୧୩।୪: ରିଲାଏନ୍ସ ରିଟେଲର ପ୍ରମୁଖ ବ୍ରାଣ୍ଡ୍‌ ତଥା ‘ଟିରା’ର ନୂତନ ଉତ୍ପାଦ ‘ଟିରା ଟୁଲ୍‌ସ’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ବିଶେଷକରି ବ୍ରାଣ୍ଡ୍‌ ଉଚ୍ଚମାନର ଉତ୍ପାଦଗୁଡ଼ିକର ଏକ କ୍ୟୁରେଟେଡ୍‌ ଚୟନ ସହ ବିନା ସୌନ୍ଦର୍ଯ୍ୟର ରୁଟିନ୍‌କୁ ବଢ଼ାଇଥାଏ।…

ଓପ୍ପୋର ଏକ୍ସକ୍ଲୁସିଭ ଡିଲର ଷ୍ଟୋର

ଭୁବନେଶ୍ୱର,୧୩।୪, (ଅନୁରାଧା ମହାରଣା): ବାପୁଜୀନଗରରେ ୟୁନିକର୍ନର ୬ଷ୍ଠ ଓପ୍ପୋ ଏକ୍ସକ୍ଲୁସିଭ ଷ୍ଟୋର ଖୋଲାଯାଇଛି। ଶୁକ୍ରବାର ଏହାର ଉଦ୍‌ଘାଟନୀ ଉସତ୍ବରେ ଓ଼ପ୍ପୋ କମ୍ପାନୀର ସିଇଓ ମି. ୟାଫେଟ୍ସଙ୍କ ସହ ଷ୍ଟୋରର ମାଲିକ ଜ୍ଞାନରଞ୍ଜନ ପାତ୍ର, ସେଲ୍‌ସ ନିର୍ଦ୍ଦେଶକ କାଜଲ କୁମାର ଦାସ, କମ୍ପାନୀର…

ଭୁବନେଶ୍ୱରରେ ଡାଇକିନ୍‌ ସେଣ୍ଟର ଅଫ୍‌ ଏକ୍ସଲେନ୍ସ

ଭୁବନେଶ୍ୱର,୧୩।୪, (ଅନୁରାଧା ମହାରଣା): ଜାପାନର ପୂର୍ଣ୍ଣ ମାଲିକାନାଧୀନ ସହଯୋଗୀ କମ୍ପାନୀ ତଥା ଭାରତରେ ଏୟାର କଣ୍ଡିସନିଂ ବଜାରରେ ଅଗ୍ରଣୀ ସ୍ଥାନରେ ରହିଥିବା ଡାଇକିନ୍‌ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ଓଡ଼ିଶା ବଜାର ପାଇଁ ଏକାଧିକ ନୂତନ ଏୟାର କଣ୍ଡିସନିଂ ଉପତ୍ାଦର ବଜାର ପ୍ରବେଶ କରାଇଛି।…

ଅନୁଗୋଳରେ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍‌

ଭୁବନେଶ୍ୱର,୧୩।୪ (ଅଭୟ ଦାଶ): କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍‌ ଅନୁଗୋଳର ଶଙ୍କର ସିନେମା ରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଆନୁଷ୍ଠାନିକ…

ଗୁଣାତ୍ମକ ଉତ୍ପାଦକୁ ବୈଦ୍ୟନାଥର ଗୁରୁତ୍ୱ

ଭୁବନେଶ୍ୱର,୧୩।୪: ବର୍ତ୍ତମାନର ଚଳଚଞ୍ଚଳ ସମୟ ମଧ୍ୟରେ ଆମେ ଉଭୟ ଆମର ସ୍ବାସ୍ଥ୍ୟ ଓ ସମୟସୀମାକୁ ଠିକ୍‌ ଭାବେ ପରିଚାଳନା କରିପାରୁ ନ ଥିବାବେଳେ କମ୍‌ ବୟସରେ ଭିନ୍ନ ଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ଏପରିକି ରୋଗୀ ରୋଗରୁ ନିରାକରଣ ପାଇଁ…

୨ ବାନ୍ଧବୀଙ୍କୁ ଡେଟ୍‌

ମୁମ୍ବାଇ: ଦିନ ଥିଲା ନବାଗତ ଯୋଗୁ ଫିଲ୍ମରେ ନେବା ପାଇଁ ନିର୍ମାତାମାନେ ନାକ ଟେକୁଥିଲେ। ହେଲେ ଏବେ ତାଙ୍କ ସହ କାମ କରିବାକୁ ଡେଟ୍‌ ମିଳିବା କଷ୍ଟକର। ଆମେ କହୁଛୁ ବଲିଉଡ୍‌ର ଚକ୍‌ଲେଟ୍‌ ହିରୋ କାର୍ତ୍ତିକ ଆର୍ଯ୍ୟନ୍‌ଙ୍କ ବିଷୟରେ। ଏଯାବତ ସେ…

ଭାରତ ଇତିହାସର ଏକ କଳାଦିନ

ପ୍ରତ୍ୟେକ ଦିନ କିଛି ନା କିଛି ଇତିହାସ ସହିତ ଜଡିତ, ଯାହା ଅନ୍ୟକୁ ଶିକ୍ଷା ଦିଏ। ସେହିଭଳି ଆଜିର ଦିନ ଅର୍ଥାତ୍‌ ୧୩ ଏପ୍ରିଲ ଭାରତ ଇତିହାସରେ ଏକ କଳା ଦିନ। ଏହି ଦିନ ଅମୃତସରର ସ୍ବର୍ଣ୍ଣମନ୍ଦିର ନିକଟ ଜାଲିଆନୱାଲାବାଗରେ ରକ୍ତର…

ଜେଲ ତାଲା ଖୋଲିବ, ସୋରେନ୍‌ ମୁକୁଳିବେ

ରାଞ୍ଚତ୍,୧୩ା୪: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ଙ୍କୁ ଜେଲରେ ରଖାଯିବା ପ୍ରତିବାଦରେ ଶୁକ୍ରବାର ରାଞ୍ଚତ୍ରେ ସରହୁଲ ଶୋଭାଯାତ୍ରା କରାଯାଇଛି। ଏକ ଗାଡ଼ିରେ ଶୋଭାଯାତ୍ରା ବେଳେ ସୋରେନ୍‌ଙ୍କୁ ଜେଲ ଭିତରେ ରଖାଯାଇଥିବା ଫଟୋ ରଖାଯାଇଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମର୍ଥକମାନେ ଇଡି…

ରାଷ୍ଟ୍ରପତି ଶାସନ ଲାଗି କେଜ୍‌ରିଓ୍ବାଲ ଗିରଫ

ନୂଆଦିଲ୍ଲୀ, ୧୩।୪: ଜାତୀୟ ରାଜଧାନୀରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ରାଷ୍ଟ୍ରପତି ଶାସନ ଜାରି କରିବା ପାଇଁ ବଡ଼ ଧରଣର ରାଜନୈତିକ ଷଡ଼ଯନ୍ତ୍ର ଚରୁଥିବା ଦିଲ୍ଲୀର କ୍ୟାବିନେଟ୍‌ ମନ୍ତ୍ରୀ ଆତିଶୀ ଶୁକ୍ରବାର ଅଭିଯୋଗ ଆଣିଛନ୍ତି। ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ…

୪୦୦ ଟାର୍ଗେଟ ପାଇଁ ଜେଲ

ପିଲିଭିଟ୍‌,୧୩ା୪: ଲୋକ ସଭା ନିର୍ବାଚନରେ ୪୦୦ ଆସନ ଦଖଲ ନେଇ ଦାବି କରୁଥିବା ଲୋକେ ଏତେ ଆତଙ୍କିତ ହୋଇଯାଇଛନ୍ତି, ଯେ ସେମାନେ ମୁଖ୍ୟମନ୍ତ୍ରୀମାନଙ୍କୁ ଜେଲରେ ପୂରାଇ ରଖିଛନ୍ତି ବୋଲି ଶୁକ୍ରବାର ସମାଜବାଦୀ ପାର୍ଟି (ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ସମାଲୋଚନା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?