ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ
ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ ସୋମବାର ଘୋଷଣା କରିଛି। ଏହାଦ୍ୱାରା ଜାତୀୟ ସ୍ତରରେ ଇଣ୍ଡିଗୋ ବିମାନ ଭଡ଼ା ବୃଦ୍ଧି…
‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି
ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଚୟନ କରିଥିଲେ। ନିଜ ଦାବିର ସମର୍ଥନରେ ବଦ୍ରିନାଥ, ସଞ୍ଜୁ ସାମସନଙ୍କୁ ଦଳରୁ ବାଦ…
ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..
ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ କରିଛି। ସୂଚନା ଅନୁସାରେ, ଘଷିପୁରା ଥାନା କାଠପାଳ ଗାଁର ଜଣେ ଯୁବତୀ ଏନେଇ…
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ଭାରତୀୟ ଦଳ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ସହିତ ପଡ଼ିଆକୁ ଓହ୍ଲାଇବ। ଏସିଆନ ଗେମ୍ସରେ ଭିଭିଏସ୍…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ
ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍ଏଚ୍-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ଶୋଚନୀୟ ଭାବେ ମୃତ୍ୟୁ ଘଟିଛି। ସୂଚନା…
ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…
ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ (ବିଜେଡି)। ନିର୍ବାଚନ କମିଶନଙ୍କ କାର୍ଯ୍ୟପ୍ରଣାଳୀ ଏବଂ ଭୋଟର ତାଲିକାର ସ୍ପେଶାଲ ଇଣ୍ଟେନସିଭ ରିଭିଜନ…
ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….
ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି, ଏହି ଆନ୍ଦୋଳନର ଡାକ ଦଳ ଦେଇଥିଲେ ମଧ୍ୟ ଏହା ଦେଶର ଯୁବପିଢ଼ି ଓ…
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ ବୋଲେରୋ ପିକଅପ୍(ନଂ-ଓଡ଼ି୧୭ଏଚ୍ ୯୭୯୧)କୁ ଜବତ କରାଯାଇଛି। ସେଥିରୁ ୩୧୫୬ ବୋତଲ କଫ୍ ସିରପ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ, ପୋଲିସ ଓ…
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ
ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ ଅନୁମୋଦନ କରି ନ ଥିଲେ ବୋଲି ସୋମବାର ସ୍ପଷ୍ଟ କରିଛନ୍ତି। ଭୋଟର ତାଲିକାରେ…
ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ
ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି ଏକ ରେକର୍ଡ କରିପାରନ୍ତି, ଯାହା ଅଧିନାୟକ ଭାବେ ବିରାଟ କୋହଲି ଓ ସୂର୍ଯ୍ୟକୁମାର…
ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!
ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ ଉପରେ ଅକ୍ଟୋବର ୩ ତାରିଖରେ ଜନ୍ତର ମନ୍ତରରେ ଆନ୍ଦୋଳନ ସମୟରେ ଜଣେ ମହିଳା…

