Home

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର ଅସୀଥା ଫର୍ନାଣ୍ଡୋ ମଧ୍ୟ ଜୟସ୍ବାଲଙ୍କ ସହିତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଛନ୍ତି। ICC କହିଛି…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର ଏକ ମାଈ ବାଛୁରୀ ଜନ୍ମ ହୋଇଛି। ଏହାକୁ ଏହି ପ୍ରଜାତିର ବିଶ୍ୱର ପ୍ରଥମ…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି । ଭଦ୍ରକ ବ୍ଲକ ଅନ୍ତର୍ଗତ ତଳାଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା ପଛରେ ଇଥାନଲ ଉତ୍ପାଦନ ପାଇଁ ଆଖୁ ବ୍ୟବହାରକୁ ଦାୟୀ କରାଯାଉଥିବା ବେଳେ, କେନ୍ଦ୍ର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ ବୟାନକୁ ସମର୍ଥନ କରିଛନ୍ତି ଉତ୍ତରପ୍ରଦେଶ କ୍ୟାବିନେଟ୍ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭର। ତେବେ…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି ଗୋଡ଼ ଥିବା ଶିଶୁକୁ ଜନ୍ମ ଦେଇଛନ୍ତି । ନବଜାତ ଶିଶୁକୁ ଦେଖି ଡାକ୍ତର…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି ସମସ୍ୟା ସୃଷ୍ଟି କରିଥାଏ। ତେବେ ନିୟମିତ ବ୍ରେକଫାଷ୍ଟ ନ ଖାଇଲେ ତାହା ଆଉ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ ଏହି ଘଟଣାରେ ମହିଳାଙ୍କୁ ସାମାନ୍ୟ ଆହାତ ଲାଗିଥିବା ଜଣାପଡ଼ିଛି। ଖବରରୁ ଜଣାଯାଏ ରବିବାର…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ସ୍ମରଣ ଶକ୍ତିଜନିତ ସମସ୍ୟାର କେତେକାଂଶରେ ସମାଧାନ କରିବାରେ କାକୁଡ଼ି ସାହାଯ୍ୟ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି ନୋଟ୍‌ଭର୍ତ୍ତି ୩୦ରୁ ଅଧିକ ବସ୍ତା। ବସ୍ତାଗୁଡ଼ିକରେ ୧୦, ୨୦ ଓ ୫୦ ଟଙ୍କିଆ…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ ବିଶେଷ ଭୂମିକା ବହନ କରେ। ଏଥିସହିତ ଏହି ଋତୁରେ ଜଳ ଉତ୍ସର ପ୍ରଦୂଷଣ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର ୨,୨୪୮କୋଟି ଟଙ୍କା ତୁରନ୍ତ ଫେରାଇବା ଲାଗି ଅର୍ଥ ବିଭାଗ ପକ୍ଷରୁ ସମ୍ପୃକ୍ତ ବିଭାଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?