ଆଜି ଓଡ଼ିଶାରେ ଗଡିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍:ଜାଣନ୍ତୁ କେଉଁଠୁ ଚାଲିବ
ଭୁବନେଶ୍ୱର,୧୨।୩:(ଅନୁରାଧା ମହାରଣା):ରେଲଓ୍ବେ ଭିତ୍ତିଭୂମିର ଅଭିବୃଦ୍ଧି ଏବଂ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି ହେତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୮୫ହଜାର କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ। ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ…
ଏକାମ୍ର ଆୟକର ଆବାସ ପ୍ରକଳ୍ପ ଉଦ୍ଘାଟିତ
ଭୁବନେଶ୍ୱର,୧୨।୩ (ଅଭୟ ଦାଶ): ଆୟକର ବିଭାଗ ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ସୁବିଧା ସୁଯୋଗ ବିଶିଷ୍ଟ ବହୁତଳ ପ୍ରାସାଦ ‘ଏକାମ୍ର ଆୟକର ଆବାସ’ ପ୍ରକଳ୍ପ ସୋମବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରୀୟ ପ୍ରତ୍ୟକ୍ଷ…
ଖସିଲା ଶେୟାର ବଜାର କାରବାର
ନୂଆଦିଲ୍ଲୀ,୧୨।୩: ଗତ କିଛି ସପ୍ତାହ ହେବ କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷ କରି…
ଶୂନ୍ୟ ନିର୍ଗମନ ଲକ୍ଷ୍ୟ ହାସଲକୁ ଗୁରୁତ୍ୱ
ନୂଆଦିଲ୍ଲୀ,୧୨।୩: ଦେଶର ପ୍ରମୁଖ ଟେଲିକମ୍ ସେବା ପ୍ରଦାନକାରୀ ସଂସ୍ଥା ଭାରତୀ ଏୟାରଟେଲ ବା ଏୟାରଟେଲ୍ ଏବଂ ଆଇଡିଇଏମ୍ଆଇଏ ଗ୍ରୁପର ସହଯୋଗୀ ସଂସ୍ଥା ଆଇଡିଇଏମ୍ଆଇଏ ସିକ୍ୟୁର ଟ୍ରାଞ୍ଜାକ୍ସନ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଉକ୍ତ ବୁଝାମଣା ଅନୁଯାୟୀ ଉଭୟ କମ୍ପାନୀ…
୧୮ରୁ କୁଆପଥର ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨ା୩(ଅନିଲ ଦାସ):ରାଜ୍ୟରେ ଆସନ୍ତା ୨୧ ତାରିଖ ଯାଏ ତାତି ବଢ଼ିବ ନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ରୁ ୩୬ ଡିଗ୍ରୀ ସେଲ୍ୟସ ରହିବ। ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୭ରୁ ୩୮ ଡିଗ୍ରୀ ସେଲ୍ସିୟସ ରହିବା ସମ୍ଭାବନା ରହିଛି।…
ବିବାଦୀୟ ଇଲେକ୍ଟୋରାଲ ବଣ୍ଡ୍
ନୂଆଦିଲ୍ଲୀ,୧୨ା୩: ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ଲାଗି ପ୍ରଚଳିତ ଇଲେକ୍ଟୋରାଲ ବଣ୍ଡ୍ ଯୋଜନାକୁ କାର୍ଯ୍ୟକାରୀ ହେବା ଦିନଠାରୁ ଏହାକୁ ବିରୋଧ କରାଯାଇଥିଲା। ଏହି ଯୋଜନାରେ ଚାନ୍ଦା ପ୍ରଦାନ କରୁଥିବା ବ୍ୟକ୍ତିବିଶେଷ ବା ଅନୁଷ୍ଠାନଙ୍କ ନାଁକୁ ଗୋପନ ରଖାଯାଉଥିବାରୁ କିଏ ରାଜନୈତିକ ଦଳଗୁଡ଼ିକୁ…
ବିରୋଧ ସତ୍ତ୍ୱେ ଲାଗୁହେଲା ସିଏଏ
ନୂଆଦିଲ୍ଲୀ,୧୨ା୩: ୨୦୨୪ ସାଧାରଣ ନିର୍ବାଚନର ଠିକ୍ ପୂର୍ବରୁ କେନ୍ଦ୍ର ସରକାର ନାଗରିକତ୍ୱ ସଂଶୋଧନ ଆଇନ୍(ସିଏଏ) ନେଇ ସୋମବାର ବିଜ୍ଞପ୍ତି ଜାରି କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସିଏଏରେ ବ୍ୟବସ୍ଥିତ ହୋଇଥିବା ଆଇନକୁ ସାର୍ବଜନୀନ କରାଯିବା ସହ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି…
ଟ୍ରୋଲର୍ସଙ୍କୁ ଜବାବ ଦେଲେ ଶିଳ୍ପା
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ଦମ୍ପତିମାନଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଏବଂ ତାଙ୍କ ସ୍ବାମୀ ତଥା ପ୍ରତିଷ୍ଠିତ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ସମସ୍ତେ ବେଶ୍ ପସନ୍ଦ କରିଥାନ୍ତି। ଉଭୟଙ୍କ ବିବାହକୁ ପ୍ରାୟ ୧୫ ବର୍ଷ ବିତିସାରିଥିବା ବେଳେ ଏବେ ଏହି ଦମ୍ପତିଙ୍କର…
ପରୀକ୍ଷାଖାତାରେ ଅଜବ ଉତ୍ତର
ଜମୁଇ (ବିହାର): ଦେଶର ବିଭିନ୍ନ ରାଜ୍ୟରେ ଏବେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଚାଲିଥିବାବେଳେ ବିଭିନ୍ନ ରାଜ୍ୟସ୍ତରୀୟ ବୋର୍ଡ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାଗୁଡ଼ିକୁ ପରିଚାଳନା କରାଯାଉଛି। ପରୀକ୍ଷା ପୂର୍ବରୁ, କିଛି ଛାତ୍ର ଦିନରାତି କଠିନ ପରିଶ୍ରମ କରୁଥିବା ବେଳେ ଅନ୍ୟ…
ଭାରତର ସାନ ଭାଇ
ମରିସସକୁ ଭାରତର ସାନ ଭାଇ ଦେଶ କୁହାଯାଏ। ସମୁଦ୍ର ଦ୍ୱୀପରେ ଅବସ୍ଥିତ ଏହି ଦେଶରେ ଏକ ମିନି ଇଣ୍ଡିଆ ଦେଖିବାକୁ ମିଳେ। ମରିସସରେ ବାସ କରୁଥିବା ଅଧିକାଂଶ ଲୋକଙ୍କ ପୂର୍ବଜ ଭାରତୀୟ ଥିଲେ। ବ୍ରିଟିଶମାନେ ସୁନା ଖଣିରେ କାମ କରିବାର ମିଥ୍ୟା…
ଆନ୍ଧ୍ରରେ ଭାଜପା-ଟିଡିପି-ଜେଏସ୍ପି ମେଣ୍ଟ
ନୂଆଦିଲ୍ଲୀ,୧୨।୩: ଲୋକ ସଭା ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ସହ ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁଦେଶମ୍ ପାର୍ଟି (ଟିଡିପି) ଏବଂ ଜନସେନା ପାର୍ଟି (ଜେଏସ୍ପି)ର ମେଣ୍ଟ ହୋଇଛି। ଦଳଗୁଡ଼ିକ ମଧ୍ୟରେ ଆସଗ ଭାଗବଣ୍ଟା ଚୂଡ଼ାନ୍ତ ହୋଇଥିବା ସୋମବାର ଆନ୍ଧ୍ରର ପୂର୍ବତନ…
ସାଇବାବା ଦୋଷମୁକ୍ତ ରାୟ ଉପରେ ସ୍ଥଗିତାଦେଶ ଆବେଦନ ଖାରଜ
ନୂଆଦିଲ୍ଲୀ,୧୨।୩(ପି.ଟି.): ମାଓବାଦୀଙ୍କ ସହ ସମ୍ପୃକ୍ତି ମାମଲାରେ ଦିଲ୍ଲୀ ୟୁନିଭର୍ସିଟିର ପୂର୍ବତନ ପ୍ରଫେସର ଜି.ଏନ୍. ସାଇବାବାଙ୍କୁ ବମ୍ବେ ହାଇକୋର୍ଟ ଦୋଷମୁକ୍ତ କରିଥିବାବେଳେ ଏହା ଉପରେ ସ୍ଥଗିତାଦେଶ ପାଇଁ ମହାରାଷ୍ଟ୍ର ସରକାର କରିଥିବା ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ତେବେ ହାଇକୋର୍ଟଙ୍କ ମାର୍ଚ୍ଚ…
Archives


