ସଫେଇକର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ:ବିଭିନ୍ନ ସ୍ଥାନରେ ପଡିରହିଛି ଅଳିଆ
ଭୁବନେଶ୍ୱର, ୧୨।୩ (ବନ୍ଦନା ସେଠୀ):ଦାବି ଓ ଆଲୋଚନା ପରେ ଏବେ କାମ ବନ୍ଦ କରି ରାସ୍ତାକୁ ଓହ୍ଲାଇଛନ୍ତି ସଫେଇ କର୍ମଚାରୀ। ଓଦା, ଶୁଖିଲା ଆବର୍ଜନା ପୃଥକ୍ କରି ନ ଦେବା ଏବଂ ଦରମା ୯ ହଜାରରୁ ୧୫ହଜାରକୁ ବୃଦ୍ଧି କରିବା ଦାବିରେ…
ମେଣ୍ଟକୁ ନେଇ ଆଶା ଆଶଙ୍କାରେ ପ୍ରାର୍ଥୀ
ଯାଜପୁର,୧୨ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟରେ କ୍ଷମତାସୀନ ବିଜେଡି ଓ କେନ୍ଦ୍ର ନେତୃତ୍ୱାଧୀନ ଭାଜପା ଏଥର ବୁଝାମଣା ଭିତ୍ତିରେ ନିର୍ବାଚନ ଲଢିବାକୁ ଯାଉଛନ୍ତି ବୋଲି ରାଜ୍ୟସାରା ହୁଲ୍ସ୍ଥୂଲ ପଡିଛି। ହେଲେ ଯାଜପୁର ଜିଲାରେ ନିର୍ବାଚନ ଲଢିବାକୁ ଆଶାୟୀ ପ୍ରାର୍ଥୀମାନେ ଆଶା ଆଶଙ୍କାରେ ଦିନ କାଟୁଛନ୍ତି।…
୬ କୋଟିର ବକ୍ସ କଲଭର୍ଟ କାମରେ ମନମାନି
ଜଗତ୍ସିଂହପୁର,୧୨ା୩(ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ସହର ଏଲ୍ଆଇସି କାର୍ଯ୍ୟାଳୟଠାରୁ ବଡ଼ବଜାର ରଶ୍ମି ହଲ ଛକ ପର୍ଯ୍ୟନ୍ତ ଜଳସମ୍ପଦ ବିଭାଗ ୧୦ନଂ. ଡିଷ୍ଟ୍ରିବ୍ୟୁଟାରିରେ ୬ କୋଟି ୪୦ ଲକ୍ଷ ଟଙ୍କା ବ୍ୟୟ ବରାଦରେ ତୃତୀୟ ପର୍ଯ୍ୟାୟ ବକ୍ସ କଲଭର୍ଟ ନିର୍ମାଣ ଚାଲିଛି। ଏଥିରେ ଦୁର୍ନୀତିର…
ବରଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍, ୬ ମୃତ
ଭୋପାଳ,୧୨।୩: ବରଯାତ୍ରୀଙ୍କ ଉପରେ ମାଡିଗଲା କ୍ଷୀପ୍ର ବେଗରେ ଆସୁଥିବା ଏକ ଟ୍ରକ୍। ଆଉ ଚକା ତଳେ ଚାପି ହୋଇ ଘଟଣାସ୍ଥଳରେ ଆଖି ବୁଜିଲେ ୬ ବରଯାତ୍ରୀ। ଏଭଳି ଏକ ଦୁର୍ଘଟଣା ମଧ୍ୟପ୍ରଦେଶର ରାଇସେନ ସୁଲତାନପୁରରେ ଘଟିଛି । ଏହି ଦୁର୍ଘଟଣାରେ ୧୦…
ମୋଦିଙ୍କୁ ୩ୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଆସନରେ ବସାଇବା ଲକ୍ଷ୍ୟ: ସଂକଳ୍ପପତ୍ର ପାଇଁ ଅଭିମତ ସଂଗ୍ରହ ଅଭିଯାନ ଶୁଭାରମ୍ଭ
ଭୁବନେଶ୍ୱର, ୧୨।୩(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୩ୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଆସନରେ ବସାଇବା ଲକ୍ଷ୍ୟରେ ଭାଜପା ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡ଼ିବାକୁ ପ୍ରୟାସ ଆରମ୍ଭ କରିଛି। ୩ୟ ଥର ଭାଜପା କ୍ଷମତାକୁ ଆସିଲେ କ’ଣ ସବୁ…
୧୦ ଦୁର୍ନୀତି ପ୍ରସଙ୍ଗରେ ଲୋକଙ୍କ ପାଖକୁ ଯିବ କଂଗ୍ରେସ
ଭୁବନେଶ୍ୱର, ୧୨।୩(ସୁନିତ୍ ମିଶ୍ର):ଓଡ଼ିଶାର ୧୦ଟି ଦୁର୍ନୀତି ପ୍ରସଙ୍ଗକୁ ନେଇ କଂଗ୍ରେସ ଲୋକଙ୍କ ପାଖକୁ ଯିବ। ଚିଟ୍ଫଣ୍ଡ୍ ଦୁର୍ନୀତି, ଖଣି ଦୁର୍ନୀତି, ଗୁଣ୍ଡାରାଜ, ମାସ୍କ ସ୍କାମ୍, ତାମିଲ ଶାସନ, ଜମି ହଡ଼ପ, ଜବ୍ ଜୁମ୍ଲା, ସରକାରୀ ଚାକିରି ବିକ୍ରି, ବିଦ୍ୟୁତ୍ ଯନ୍ତ୍ରଣା ଓ…
ମେଣ୍ଟ ଦ୍ୱନ୍ଦ ଭିତରେ ରାଜଦୀପ ସରଦେସାଇଙ୍କ ଟୁଇଟକୁ ନେଇ ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୧୨।୩: ଭାଜପା-ବିଜେଡି ମେଣ୍ଟ ଦ୍ୱନ୍ଦ୍ୱ ଖୁବ୍ଶୀଘ୍ର ଦୂର ହେବାକୁ ଯାଉଛି। ଏବେ ମେଣ୍ଟକୁ ନେଇ ଭାଜପା ପକ୍ଷରୁ ଦିଲ୍ଲୀରେ ମନ୍ଥନ ଚାଲିଛି। ଏପଟେ ବିଜେଡି ମଧ୍ୟ ନୀରବରେ ମେଣ୍ଟ ଗଣିତକୁ ନେଇ କସରତ ଚଳାଇଛି। ଉଭୟ ଦଳ ମଧ୍ୟରେ ମେଣ୍ଟ ଅଙ୍କ…
ଭାଜପା ଟିକେଟ ଆଶାରେ ୬
ବାସୁଦେବପୁର,୧୨।୩(ନାରାୟଣ ପ୍ରସାଦ ବାରିକ୍):ଭଦ୍ରକ ଜିଲାର ବାସୁଦେବପୁର ବିଧାନସଭା ନିର୍ବାଚନମଣ୍ଡଳୀ ବାସୁଦେବପୁର ବ୍ଲକର ୩୬ ପଞ୍ଚାୟତ, ପୌରପାଳିକାର ୨୩ ୱାର୍ଡ ଓ ତିହିଡ଼ି ବ୍ଲକର ୯ ପଞ୍ଚାୟତକୁ ନେଇ ଗଠିତ। ୨୦୦୦ ମସିହାରୁ ଏହି ଆସନକୁ ବିଜୁ ଜନତା ଦଳ (ବିଜେଡି) ଅକ୍ତିଆର…
କଂଗ୍ରେସରୁ ବାପ ନା ପୁଅ
ହାଟଡିହୀ,୧୨l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ଠାରୁ ବିଜୁ ଜନତା ଦଳ(ବିଜେଡି) ପ୍ରାର୍ଥୀ ବିଜୟୀ ହୋଇ ଆସିଛନ୍ତି। ୨୦୦୪ରେ କଂଗ୍ରେସର ଜୟଦେବ ଯେନା ବିଧାୟକ ହୋଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ୨୦୨୪ ନିର୍ବାଚନ ଥିବାରୁ…
ପର୍ଯ୍ୟବେକ୍ଷକଙ୍କ ଭୂମିକା ସମ୍ପର୍କରେ ସୂଚିତ କଲେ ମୁଖ୍ୟ ନିର୍ବାଚନ କମିଶନର
ଭୁବନେଶ୍ୱର, ୧୨।୩(ସୁନିତ୍ ମିଶ୍ର):ସାଧାରଣ ନିର୍ବାଚନ ୨୦୨୪ ପ୍ରକ୍ରିୟାକୁ ମୁକ୍ତ, ଅବାଧ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ…
ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ: ମୋହନଙ୍କ ଘରେ ବିଧାୟକଙ୍କ ମେଳିକୁ ନେଇ ଚର୍ଚ୍ଚା
ଭୁବନେଶ୍ୱର, ୧୨।୩ (ସୁନିତ୍ ମିଶ୍ର):ରାଜ୍ୟରେ ବିଜେଡି ଓ ଭାଜପା ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିବାବେଳେ ସୋମବାର ଭାଜପା ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କ ଘରେ ଦଳୀୟ ବିଧାୟକମାନଙ୍କ ବୈଠକ ବସିଛି, ଯାହାକୁ…
ଭାଜପା ରାଜ୍ୟ ନେତାଙ୍କ ଆଲୋଚନା ସରୁନି:ଆଜି ଆସିପାରେ ସ୍ପଷ୍ଟ ଚିତ୍ର
ଭୁବନେଶ୍ୱର, ୧୨।୩(ସୁନିତ୍ ମିଶ୍ର):୨୦୨୪ ସାଧାରଣ ନିର୍ବାଚନକୁ ନେଇ ବିଜେଡି-ଭାଜପା ଭିତରେ ଆରମ୍ଭ ହୋଇଥିବା ମେଣ୍ଟ ଚର୍ଚ୍ଚା ଥମିବାର ନାଁ ଧରୁନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୫ ତାରିଖରେ ଓଡ଼ିଶା ଗସ୍ତ ସାରି ଫେରିବା ପରଠାରୁ ହିଁ ଏହି ଚର୍ଚ୍ଚା ଆଲୋଚନାର…
Archives


