Home

ଗମ୍ଭୀରଙ୍କ ସହ ଆଲିଙ୍ଗନକୁ ନେଇ ଏମିତି କହିଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ ଇତିହାସର କେବଳ ସର୍ବଶ୍ରେଷ୍ଠ ଖେଳାଳି ନୁହଁନ୍ତି, ଅନେକ ଥର ବିବାଦ ମଧ୍ୟ ତାଙ୍କୁ ଘେରି ରହିଛି। ଗୌତମ ଗମ୍ଭୀର ଏବଂ ନବୀନ-ଉଲ-ହକଙ୍କ ସହ ତାଙ୍କର ପଡ଼ିଆ ବିତର୍କ କ୍ରିକେଟ ଜଗତରେ କାହାକୁ ଅଛପା ନାହିଁ। ପୁମା…

ଇନ୍ଦିରା ଗାନ୍ଧୀଙ୍କ ପରେ ଆମେରିକା ମାଗାଜିନ୍‌ କଭର ପେଜ୍‌ରେ ମୋଦି

ନୂଆଦିଲ୍ଲୀ,୧୧।୪: ଭାରତର ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ଥର ପାଇଁ ଆମେରିକାର ପ୍ରସିଦ୍ଧ ସାପ୍ତାହିକ ମାଗାଜିନ କଭର ପେଜ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ରହିଛି। ଦୀର୍ଘ ୯୦ ମିନିଟ ଧରି ନ୍ୟୁଜ୍‌ୱିକ୍‌କୁ ପ୍ରଧାନମନ୍ତ୍ରୀ ମୋଦି ସାକ୍ଷାତକାର ଦେଇଛନ୍ତି।…

ଅଭିଯୋଗ କଲେ ବିଚାର କରାଯିବ: ବାଚସ୍ପତି

ଭୁବନେଶ୍ୱର,୧୧।୪: ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଧ ନେଇ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ସେ କହିଛନ୍ତି ଯେ ଦଳ ବଦଳ କାରଣରୁ ୨ ବିଧାୟକଙ୍କ ସଭ୍ୟ…

ବଢିଲା କବିତାଙ୍କ ଅଡୁଆ, ଗିରଫ କଲା ସିବିଆଇ

ନୂଆଦିଲ୍ଲୀ,୧୧।୪: ପୂର୍ବତନ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ କବିତାଙ୍କୁ ଗୁରୁବାର ଦିଲ୍ଲୀ ଲିକର ପଲିସି ମାମଲାରେ ସିବିଆଇ ଗିରଫ କରିଛି। ସୂଚନାଯୋଗ୍ୟ, ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେ କବିତା ବର୍ତ୍ତମାନ ନ୍ୟାୟିକ ହେପାଜତରେ ଅଛନ୍ତି। ଗତ ମଙ୍ଗଳବାର ଅର୍ଥାତ୍‌…

୧୮ ନାତୁଣି-ନାତିଙ୍କ ସହ ରାଷ୍ଟ୍ରପତି ଉଠାଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ

ଆବୁଧାବି,୧୧।୪: ଏପ୍ରିଲ ୧୧ରେ ସମଗ୍ର ବିଶ୍ୱରେ ଇଦ ପାଳନ କରାଯାଇଛି। ଆରବ ଦେଶରୁ ସମଗ୍ର ବିଶ୍ୱ ପର୍ଯ୍ୟନ୍ତ ଇଦ ପାଳନ କରାଯାଇଛି। ଏହି ଅବସରରେ ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜିଆଦ ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କ ପରିବାର ସହ…

ଭାଜପାରେ ସାମିଲ ହେଲେ ଶତାଧିକ ଲୋକ

ଗୋପାଳପୁର,୧୧ା୪(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ନିର୍ବାଚନୀ ତାତି ସେତେ ବଢ଼ୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ଖଜୁରିଆ ବାଇପାସଠାରେ ବୁଥ୍‌ସ୍ତରୀୟ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ବ୍ରହ୍ମପୁର ଏମ୍‌ପି…

କଂଗ୍ରେସକୁ ଝଟ୍‌କା, ପିତାଙ୍କ ଅସୁସ୍ଥତା ଦର୍ଶାଇ ଟିକେଟ ଫେରାଇ ଥିବା ନେତା ଏବେ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୧।୪: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ବଡ଼ ଝଟକା ଲାଗିଛି। ଗୁଜରାଟର କଂଗ୍ରେସ ନେତା ରୋହନ ଗୁପ୍ତା ଭାଜପାରେ ଯୋଗ ଦେଇଛନ୍ତି। ଗତ ମାସରେ, ମାର୍ଚ୍ଚ ୨୨ ରେ, ରୋହନ ଗୁପ୍ତା ଦଳର ଯୋଗାଯୋଗ ବିଭାଗ ସହ…

ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ମୁବାରକ ଜଣାଇଲେ ମୁସଲମାନ ଭଉଣୀଭାଇ

ଛତ୍ରପୁର,୧୧ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ବୁଧବାର ମୁସଲମାନ ଭାଇମାନଙ୍କ ପବିତ୍ର ରମଜାନ ମାସ ଶେଷରେ ବଡ଼ ଧୂମ୍‌ଧାମରେ ଗଞ୍ଜାମ ଜିଲା ଛତ୍ରପୁର ପୁତିଗୋପାଳପୁର ମସ୍‌ଜିଦ୍‌ରେ ଧର୍ମଗୁରୁ ହାଫିସ ମହମ୍ମଦ ଜମିରଉଦ୍ଦିନଙ୍କ ତତ୍ତ୍ୱାବଧାନରେ ସମୂହ ନମାଜପାଠ କରି ଇଦ୍‌ ପାଳନ ହୋଇଯାଇଛି। ଏହି ଅବସରରେ…

ମୋଦି କହିଲେ, କେଶକୁ କଲର୍‌ କରି ଧଳା କରିବାର କାରଣ…

ନୂଆଦିଲ୍ଲୀ,୧୧।୪: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ବର୍ତ୍ତମାନ ମୋଦି ଗେମିଂ ସମ୍ପ୍ରଦାୟର କିଛି ଲୋକଙ୍କୁ ଭେଟିଛନ୍ତି। ଏହି ସମୟରେ ପିଏମ ମୋଦି ସେମାନଙ୍କୁ ଏକ କୌତୁହଳପୂର୍ଣ୍ଣ କଥା କହିଛନ୍ତି। ସେ କହିଛନ୍ତି, ନିଜ କେଶକୁ…

ଅଯୋଧ୍ୟା ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଭିକ୍ଷା କରି ୮ ଦିନ ପରେ ଭୋକ ଉପାସରେ ପହଞ୍ଚିଲେ ଘରେ, ବଖାଣିଲେ ପୂରା କାହାଣୀ…

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରୁ ୪୨୦ ଜଣ ଗତ ୨ ତାରିଖରେ ଅଯୋଧ୍ୟା ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନିଖୋଜ ହୋଇଯାଇଥିଲେ ଓ ଜଣଙ୍କର ଫେରିବା ବାଟରେ ମୃତ୍ୟୁ ହୋଇଯାଇଥିଲା। ତେବେ ଗୁରୁବାର ନିଖୋଜ ବ୍ୟକ୍ତି ଜଣକ…

ଓଡ଼ିଶାରେ ନିର୍ବାଚନ ଲଢିବ ସିପିଆଇ, ଏହିସବୁ ଆସନରେ ପ୍ରାର୍ଥୀ ଦେବ ଦଳ

ଭୁବନେଶ୍ୱର,୧୧।୪: ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ସବୁ ଦଳ ଜୋରଦାର ପ୍ରସ୍ତୁତିରେ ଲାଗି ପଡିଛନ୍ତି। ଭାଜପା, ବିଜେଡି, କଂଗ୍ରେସ ପରେ ଆମ ଆଦମୀ ପାର୍ଟି ଓଡ଼ିଶାରେ ନିର୍ବାଚନ ଲଢିବା ନେଇ ଘୋଷଣା କରିଛି। ଏହି କ୍ରମରେ ସିପିଆଇ ମଧ୍ୟ ରାଜ୍ୟରେ ନିର୍ବାଚନ…

କଂଗ୍ରେସ ନେତାଙ୍କ ପାଇଁ କର ବା ମର ପରିସ୍ଥିତି, ପୁଅଙ୍କୁ ଟିକେଟ୍‌ ମିଳିବାରୁ ଅଡୁଆରେ ନେତା

ବେଙ୍ଗାଲୁରୁ,୧୧।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ନିଜ ନେତାଙ୍କ ବଦଳରେ ସେମାନଙ୍କ ପୁଅଙ୍କୁ ଟିକେଟ୍‌ ଦେଇଛି। ଏପରି ଘଟଣା ଦେଖିବାକୁ ମିଳିଛି କଂଗ୍ରେସ କ୍ଷମତାସୀନ ରାଜ୍ୟ କର୍ନାଟକରେ। ତେବେ ନେତାଙ୍କ ବଦଳରେ ସେମାନଙ୍କ ପୁଅଙ୍କୁ ଟିକେଟ୍‌ ଦେଇଥିବାରୁ ଏବେ ନିର୍ବାଚନୀ ମାହୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?