Home

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ ମିଟର ଦୂରରେ । ଶ୍ରୀ ଶନିଶ୍ଚର ମନ୍ଦିରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ ଅଟକ ରଖିଛି। ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ଶିଶୁଟି ଘର ବାହାରେ ଖେଳୁଥିଲା। ଏହି…

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ ଆହୁରି ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଅଷ୍ଟ୍ରେଲିଆର…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର ବହଳପଦର ପଞ୍ଚାୟତ ସମେତ ଅନ୍ୟ କେତେଗୋଟି ପଞ୍ଚାୟତରେ ନୂତନ ରାଶନ କାର୍ଡ…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଆଉ ଏକ ବଡ଼ ଭୁଲ୍‌ କରିଛି। ଗୋଟେପଟେ ଇସ୍କନ ଜଗନ୍ନାଥଙ୍କୁ ପ୍ରଭୁ ବୋଲି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ ପରେ ସମ୍ପ୍ରତି ଓଲଟା ଚିତ୍ର ଦେଖିବାକୁ ମିଳୁଛି। ଭାଜପା ରାଜ୍ୟରେ ପୁଣି ମଦ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍ ରେ ଟିମ୍ ଇଣ୍ଡିଆ ନଅ ୱିକେଟରେ ଏକ ଲଜ୍ଜାଜନକ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ ପ୍ରାର୍ଥନା କରିଥିଲେ, ଯଦିଓ ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସେଠାରେ ଉପସ୍ଥିତ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷୁଛି। ଜୁଲାଇ ୧୪ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା ଅନ୍ୟକେଉଁ କାରଣ ଏହା ପଛରେ ରହିଛି ତାକୁ ନେଇ ଚାଲିଛି ବିଭିନ୍ନ ଆଲୋଚନା।…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି। ଓଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଜ୍ୟୋତିର୍ମୟୀ ଏବେ ଜାତୀୟ ମଞ୍ଚରେ…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି ନଷ୍ଟ ହେବା ଏବଂ ଜନଜୀବନ ବାଧାପ୍ରାପ୍ତ ହୋଇଛି। ପ୍ରଶାସନ ପରିସ୍ଥିତିକୁ ସ୍ବାଭାବିକ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?