Home

କେବୁଲ ବିଛାଇବାକୁ କାଟିଦେଲେ ରାସ୍ତା, ପାଣି ପାଇପ୍‌

ଡେରାବିଶ, ୧୧ା୪(ବେବର୍ତ୍ତା ଅଜୟ ଦାସ)ଗ୍ରୀଷ୍ମର ପ୍ରକୋପ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଏଥିପାଇଁ ସରକାରଙ୍କ ପକ୍ଷରୁ ବସୁଧା ଯୋଜନାରେ ପ୍ରତି ଘରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ କରାଯାଉଛି। ହେଲେ ବେସରକାରୀ ମୋବାଇଲ ସଂସ୍ଥାର ଦାୟିତ୍ୱହୀନତା ଓ ବେପରୁଆ ମନୋଭାବ…

ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଲା ନାହିଁ

ନୟାଗଡ଼,୧୧।୪(ଲୋକନାଥ ମିଶ୍ର)ସାରା ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଛେନାପୋଡ଼ର ନଁା ଶୁଣିଲେ ମନକୁ ଆସେ ନୟାଗଡ଼ର କଥା । ଜଗନ୍ନାଥଙ୍କ ପାଖରେ ଲାଗି ହୋଇଥାଏ ନୟାଗଡ଼ର ଏହି ସ୍ବାଦିଷ୍ଟ ମିଠା । ତେବେ ଏହି ମିଠାକୁ ଜିଓଗ୍ରାଫିକାଲ୍‌ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍‌ ମାନ୍ୟତା ପାଇଁ…

କଟକରେ ଡରାଇଲାଣି ଜଣ୍ଡିସ୍‌

କଟକ,୧୧ା୪(ଶିଳ୍ପା ପ୍ରିୟଦର୍ଶିନୀ)କଟକ ସଦର ଥାନା ଅଧୀନ ରାଜେନ୍ଦ୍ର ନଗରରେ ଲୋକମାନେ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ୫୦ରୁ ଊର୍ଦ୍ଧ୍ୱ ଲୋକ ଜଣ୍ଡିସ୍‌ରେ ଆକ୍ରାନ୍ତ ହୋଇଥିବାବେଳେ ସିଏମ୍‌ସି ପକ୍ଷରୁ ଏହାକୁ ଲୁଚାଇବାକୁ ଚେଷ୍ଟା କରାଯାଇ ଭୁଲ୍‌ ତଥ୍ୟ ଦିଆଯାଉଛି। ସଂକ୍ରମିତଙ୍କ ପାଇଁ କୌଣସି ବ୍ୟବସ୍ଥା…

୫୫ ନମ୍ବର ଜାତୀୟ ରାଜପଥ ଶୋଚନୀୟ, ଓଏଚ୍‌ଆର୍‌ସିରେ ଦାୟର ହେଲା ପିଟିଶନ

କଟକ,୧୦ା୪(କାର୍ତ୍ତିକ ସାହୁ): କଟକରୁ ସମ୍ବଲପୁରକୁ ସଂଯୋଗ କରୁଥିବା ୫୫ ନମ୍ବର ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଓଡ଼ିଶା ମାନବିକ ଅଧିକାର ଆୟୋଗ (ଓଏଚ୍‌ଆର୍‌ସି)ରେ ବୁଧବାର ପିଟିଶନ ଦାୟର ହୋଇଛି। ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ଦାୟର ପିଟିସନ୍‌ରେ ରାଜ୍ୟ ସରକାରଙ୍କ ମୁଖ୍ୟ…

କାର୍‌ରୁ ୪ ଲକ୍ଷ ୫୦ ହଜାର ଟଙ୍କା ଜବତ

କୋରାପୁଟ/ନାରାୟଣପାଟଣା,୧୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ଲକ୍ଷ୍ମୀପୁରରୁ ବୁଧବାର ରାତିରେ ଦାମନଯୋଡ଼ି ଯାଉଥିବା ଏକ କାର୍‌ରୁ ୪ ଲକ୍ଷ ୫୦ ହଜାର ଟଙ୍କା ଜବତ କରାଯାଇଛି। ନିର୍ବାଚନ ପାଇଁ ବିପୁଳ ପରିମାଣର ଟଙ୍କା ଚାଲାଣ କରାଯାଉଥିବା ନେଇ ସୂଚନା ପାଇ ଲକ୍ଷ୍ମୀପୁର…

ବ୍ଲାଷ୍ଟିଂ ବେଳେ ପଥର ଖଣ୍ଡ ଉଡ଼ି ଆସି ବାଜିଲା କାନମୁଣ୍ଡାରେ, ଚାଲିଗଲା ନାବାଳକଙ୍କ ଜୀବନ

ଦାମନଯୋଡ଼ି,୧୦ା୪(ମାନସ ରଞ୍ଜନ କର): କୋରାପୁଟ ଜିଲା ଦାମନଯୋଡ଼ି ଉପକଣ୍ଠସ୍ଥ ମାନିଆଁ ନିକଟରେ ଏକ ପଥର କ୍ୱାରୀରୁ ବ୍ଲାଷ୍ଟିଂ ବେଳେ ପଥରଖଣ୍ଡ ଉଡ଼ି ଆସି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛିି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ମରିଚମାଳ ଗ୍ରାମର ସାଲିନ ଓ ଝରଣା…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଗୁଜରାଟ

ଜୟପୁର,୧୦ା୪: ଇଣ୍ଡିଆନ ସୁପର୍‌ ଲିଗ୍‌(ଆଇପିଏଲ୍‌)ର ୨୪ ତମ ମ୍ୟାଚ୍‌ରେ ବୁଧବାର ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଏବଂ ଗୁଜରାଟ ଟାଇଟନ୍ସ (ଜିଟି) ମଧ୍ୟରେ ମୁକାବିଲା ହେଉଛି। ଜୟପୁରର ସାଓ୍ବଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ଶୁବମନ ଗିଲ…

ଓଡ଼ିଶା ଆସିବେ ସୋନିଆ, ରାହୁଲ

ଭୁବନେଶ୍ୱର,୧୦ା୪: ଓଡ଼ିଶା ଆସିବେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ। କୋରାପୁଟ ଗସ୍ତରେ ପ୍ରଚାର ପାଇଁ ଆସିବେ ସୋନିଆ ଏବଂ ରାହୁଲ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା। ମେ’ ପ୍ରଥମ ସପ୍ତାହରେ ସୋନିଆ ଏବଂ ରାହୁଲ ଓଡ଼ିଶା…

ଜେଏମ୍‌ଏମ୍‌ରେ ସାମିଲ ହେଲେ କୃଷ୍ଣଚନ୍ଦ୍ର

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ବୁଧବାର ବିଧିବଦ୍ଧ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ମିଶିଛନ୍ତି l ଆଜି ରାଇରଙ୍ଗପୁରସ୍ଥିତ ଟାଉନ ହଲ୍‌ ପରିସରରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ମିଶିଥିବାର ସୂଚନା ଦେଇଛନ୍ତ। ଆଗାମୀ…

କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଗିରଫ ହେଲେ ପ୍ରେମିକ

ବାଲିଗୁଡ଼ା,୧୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କାମଧନ୍ଦା ପାଇଁ କେରଳ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମିକାଙ୍କୁ ହତ୍ୟା କରିଥିଲେ ପ୍ରେମିକ। ଏହି ଘଟଣାରେ କେରଳ ପୋଲିସ ଅଭିଯୁକ୍ତ…

ଷ୍ଟ୍ରଙ୍ଗ୍‌ରୁମ୍‌ରେ ପହଞ୍ଚିଲା ଇଭିଏମ୍‌

ଭୁବନେଶ୍ୱର,୧୦ା୪: ନିର୍ବାଚନ ପୂର୍ବରୁ କଡ଼ାସୁରକ୍ଷା ବଳୟ ମଧ୍ୟରେ ଖୋର୍ଦ୍ଧାସ୍ଥିତ ପଣ୍ୟାଗାରରୁ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ଆସି ପହଞ୍ଚିଛି ଇଭିଏମ୍‌। ଭୁବନେଶ୍ୱର ଲୋକ ସଭା କ୍ଷେତ୍ରର ୫ଟି ନିର୍ବାଚନ ମଣ୍ଡଳୀ ଜଟଣୀ, ଉତ୍ତର, ମଧ୍ୟ, ଏକାମ୍ର ଓ ଜୟଦେବ ନିର୍ବାଚନ ଲାଗି ଇଭିଏମ୍‌…

ଶିଖରଙ୍କ ସହ ପ୍ରେମସମ୍ପର୍କକୁ ଖୋଲାଖୋଲି ସ୍ବୀକାର କଲେ ଜାହ୍ନବୀ, ଜାଣନ୍ତୁ ସେ କିଏ?

ବମ୍ବେ: ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଶ୍ରୀଦେବୀ ଲଳନା ତଥା ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର। ଦୀର୍ଘଦିନ ଧରି ଖୋଲାଖୋଲି ଭାବେ ଡେଟିଂକୁ ନେଇ ମୁହଁ ଖୋଲୁ ନ ଥିଲେ। ହେଲେ ଏବେ ସେ ସମ୍ପର୍କ ଉପରେ ମୋହର ମାରିଛନ୍ତି। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?