ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍ ଟାଓ୍ବାରରେ ଆସିବ ନେଟଓ୍ବର୍କ
ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ, ସଠିକ ପ୍ରଯୁକ୍ତିବିଦ୍ୟା ଏବଂ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସହିତ ISRO ବୁଧବାର ସକାଳେ ଏହାର ସବୁଠାରୁ…
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି। ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ହାଟରେ ବ୍ୟବସାୟ ଚାଲୁଛି। ତେବେ ଜନଜାତି ହାଟ ପଦା ସମେତ…
ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ବସିଥିଲା। ଜିଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ବୈଠକରେ…
ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…
ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ରୁଗୁଡ଼ିପାଲି ଗ୍ରାମର ଶଶାଙ୍କ ମିଶ୍ର(୪୫) ବୋଲି ଜଣାପଡିଛି। ସେ ପରିସ୍ରା…
ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା
ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ କେଉଁ ଦିନ ଆସିବେ ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ୨ ଜଣ…
ଆସାମର ହାତୀ-ଟ୍ରେନ୍ ଧକ୍କା
ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ ରେକର୍ଡ ହୋଇଥିବା ସବୁଠାରୁ ଘାତକ ଟ୍ରେନ୍-ହାତୀ ଧକ୍କା। ସଂସଦରେ ଶେୟାର କରାଯାଇଥିବା ସରକାରୀ ତଥ୍ୟ…
ଦିଲ୍ଲୀରୁ ଯିବ ରାଜଧାନୀ
ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ ଗେଟ୍, ଏମ୍ସ, ବଡ଼ ବିଶ୍ୱବିଦ୍ୟାଳୟ ଭଳି ଅନେକ କିଛି ରହିଛି, ଯାହା ସମସ୍ତଙ୍କ ଦୃଷ୍ଟି…
ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…
ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ମଙ୍ଗଳବାର ୭ଟାରେ କିଛି ଲୋକ ମୃତଦେହକୁ…
ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍
ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ ଓ ପାର୍ଟପ୍ଲଟ ବିକ୍ରି ଭଳି ୧୩ଟି ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଗଲାଣି। ହେଲେ ତୃଣମୂଳସ୍ତରରେ…
ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ ବିକ୍ରି ପାଇଁ ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିପାରି ନାହିଁ। ଅନ୍ୟପକ୍ଷରେ ଯେଉଁ ଚାଷୀମାନଙ୍କୁ…
୬ ବଲ୍ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍; ପ୍ରଥମ ଥର…
ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍ରେ ଏହି କାରନାମା କରିବା ବହୁତ କଷ୍ଟକର ବୋଲି ମନାଯାଏ। କିନ୍ତୁ ଇଣ୍ଡୋନେସିଆର ୨୮ ବର୍ଷୀୟ ଡାହାଣ ହାତର ଫାଷ୍ଟ ବୋଲର…
ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ
ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍ ପୂର୍ବରୁ ଟିମ୍ ଅଷ୍ଟ୍ରେଲିଆର ଦିଗ୍ଗଜ ଖେଳାଳି ମେଗ ଲାନିଙ୍ଗଙ୍କୁ ରିଲିଜ୍ କରିଥିଲା, ଯିଏକି ଟିମର…
Archives


