ନୋବେଲ୍ ପୁରସ୍କାରପ୍ରାପ୍ତ ବୈଜ୍ଞାନିକଙ୍କ ପରଲୋକ
ମୁମ୍ବାଇ,୧୦।୪:ନୋବେଲ ପୁରସ୍କାର ପ୍ରାପ୍ତ ବୈଜ୍ଞାନିକ ପିଟର ହିଗ୍ସଙ୍କ ୯୪ ବର୍ଷ ବୟସରେ ଦେହାନ୍ତ ହୋଇଛି। ଗର୍ଡ ପାର୍ଟିକଲର ଆବିଷ୍କାର ପାଇଁ ସେ ବେଶ ଜଣାଶୁଣା, ଯାହା ବିଗ ବିଙ୍ଗ ପରେ ବ୍ରହ୍ମାଣ୍ଡ କିପରି ସୃଷ୍ଟି ହେଲା ତାହା ବ୍ୟାଖ୍ୟା କରିବାରେ ସାହାଯ୍ୟ…
୧୧ରେ ପାଳନ ହେବ ଇଦ୍
କଟକ,୧୦ା୪ (କାର୍ତ୍ତିକ ସାହୁ):ଆସନ୍ତା ୧୧ ତାରିଖରେ ଇଦ୍ ପର୍ବ ପାଳନ ହେବ। ଏନେଇ କଟକ ଦିଓ୍ବାନବଜାରସ୍ଥିତ ଅଞ୍ଜୁମାନ ଇସ୍ଲାମିଆ ଅହେଲ ସୁନତ ଓ ଜମାତ୍ ଚାନ୍ଦ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସମ୍ପାଦକ ଲିଆକତ୍ଉଦ୍ଦିନ୍ ଅହେମ୍ମଦ ମଙ୍ଗଳବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି।…
ପୋଲିସକୁ କାମୁଡ଼ିି ଖସିଗଲେ ଅଭିଯୁକ୍ତ
ରାମଚନ୍ଦ୍ରପୁର, ୧୦ା୪ (ଗଣେଶ୍ୱର ସା):ହତ୍ୟା ଉଦ୍ୟମ କରି ଦୀର୍ଘଦିନ ହେଲା ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁୁ ଗିରଫ କରିବା ସମୟରେ ସେ ପୋଲିସ କର୍ମଚାରୀଙ୍କୁ କାମୁଡ଼ି ରକ୍ତାକ୍ତ କରି ଖସି ପଳାଇବା ଘଟଣା ଆନନ୍ଦପୁର ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଅଭିଯୁକ୍ତ…
ତୁଟୁନି ବିଜେଡିର ଟିକେଟ ଝମେଲା
ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ଯେତିକି ବିଳମ୍ବ ହେଉଛି ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ…
‘ସାଲୁଜା ଯୁଆଡେ, ଆମେ ସିଆଡେ’
କଣ୍ଟାବାଞ୍ଜି, ୧୦/୪ (ଗୁରୁଦୟାଲ ହଂସ):ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହରିଭବନରେ ମଙ୍ଗଳବାର କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ତୁରେକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ବ୍ଲକ ସମେତ କଣ୍ଟାବାଞ୍ଜି ଏନଏସିର ସହସ୍ରାଧିକ କର୍ମୀ ଓ…
ବିଜେଡି-ଭାଜପା ଅସନ୍ତୁଷ୍ଟଙ୍କୁ ଅନେଇଛି କଂଗ୍ରେସ
ବାଲେଶ୍ୱର, ୧୦।୪(ମାନସ ବିଶ୍ୱାଳ):କଂଗ୍ରେସ ଏପର୍ଯ୍ୟନ୍ତ ବାଲେଶ୍ୱର ଲୋକସଭା ଏବଂ ଜିଲାର କୌଣସି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହଁି। ଭାଜପା ଇତିମଧ୍ୟରେ ଜଳେଶ୍ୱର, ରେମୁଣା, ବାଲେଶ୍ୱର, ସୋର ଓ ସିମୁଳିଆ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଏବଂ ଲୋକସଭା ପାଇଁ…
ପ୍ରାର୍ଥୀ ଘୋଷଣା ସରୁନି, ଚିନ୍ତାରେ ଆଶାୟୀ
ଭୁବନେଶ୍ୱର,୧୦।୪(ସୁନିତ୍ ମିଶ୍ର):ଆସନ୍ତା ମେ ୧୩, ୨୦, ୨୫ ଏବଂ ଜୁନ୍ ୧ରେ ଓଡ଼ିଶାର ୨୧ ଲୋକ ସଭା ଏବଂ ୧୪୭ ବିଧାନସଭା ଆସନରେ ଭୋଟ ହେବ। ସେହି କ୍ରମରେ ଦେଖିଲେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଲାଗି ନାମାଙ୍କନ ଦାଖଲ ପାଇଁ…
ଘରୋଇ ଓଡ଼ିଆ ମିଡିୟମ ସ୍କୁଲ ପିଲାଙ୍କୁ ମିଳିବ ମାଗଣା ପୁସ୍ତକ
ଭୁବନେଶ୍ୱର, ୧୦।୪(ଅସମାପିକା ସାହୁ):ରାଜ୍ୟର ସମସ୍ତ ଘରୋଇ ଏବଂ ଅନୁଦାନପ୍ରାପ୍ତ ଓଡ଼ିଆ ମିଡିୟମ ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ମାଗଣା ପୁସ୍ତକ ପ୍ରଦାନ କରିବେ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏଥିପାଇଁ…
୧୯୫୧ ପରେ ଏଥର ଲମ୍ବା ନିର୍ବାଚନ
ନୂଆଦିଲ୍ଲୀ,୧୦ା୪:୧୯୫୧ରେ ହୋଇଥିବା ସାଧାରଣ ନିର୍ବାଚନ ୪ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିଲା। ୨୦୨୪ର ଲୋକ ସଭା ନିର୍ବାଚନ ପ୍ରକ୍ରିୟାର ଅବଧି ହେଉଛି ୮୨ ଦିନ। ଗତ ମାର୍ଚ୍ଚ ୧୬ରେ ନିର୍ବାଚନ ତାରିଖ ଘୋଷଣା ଦିନଠାରୁ ଫଳାଫଳ ଆସିବା ପର୍ଯ୍ୟନ୍ତ ୮୨…
ଅନେକ ରୋଗରୁ ମୁକ୍ତିଦିଏ ହୋମିଓପ୍ୟାଥି
ହୋମିଓପ୍ୟାଥିର ପ୍ରତିଷ୍ଠାତା ଡ.ସାମୁଏଲ ହାନିମାନଙ୍କ ଜନ୍ମ ବାର୍ଷିକୀ ପାଳନ ପାଇଁ ପ୍ରତିବର୍ଷ ୧୦ ଏପ୍ରିଲରେ ବିଶ୍ୱ ହୋମିଓପ୍ୟାଥି ଦିବସ ପାଳନ କରାଯାଏ। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ହୋମିଓପ୍ୟାଥି ଔଷଧ ବିଷୟରେ ଲୋକଙ୍କୁ ସଚେତନ କରାଇବା ଏବଂ ଏହି…
ପୁଅ ହାରିବା ପାଇଁ ପ୍ରାର୍ଥନା କଲେ ଏହି ବରିଷ୍ଠ ନେତା
ଥିରୁଭାନନ୍ତପୁରମ୍,୧୦ା୪:ବରିଷ୍ଠ କଂଗ୍ରେସ ନେତା ଏ.କେ. ଆଣ୍ଟୋନିଙ୍କ ପୁଅ ଅନିଲ ଆଣ୍ଟୋନି କେରଳର ପଥନମ୍ଥିଟ୍ଟାରେ ଭାଜପା ଟିକେଟରେ ନିର୍ବାଚନ ଲଢ଼ୁଛନ୍ତି। ଅନିଲ ଜିତିବା ପାଇଁ ପ୍ରାଣପଣେ ଉଦ୍ୟମ ଜାରି ରଖିଥିବାବେଳେ ଆଣ୍ଟୋନି ପୁଅଙ୍କ ପରାଜୟ କାମନା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ପୂର୍ବତନ…
ଆଙ୍ଗୁଠିରେ ଭୋଟ୍ କାଳି ଲାଗିଥିଲେ ପରୀକ୍ଷା ହଲ୍କୁ ବାରଣ ନାହିଁ: ଏନ୍ଟିଏ
ଭୁବନେଶ୍ୱର, ୧୦।୪(ଅସମାପିକା ସାହୁ): ଆଙ୍ଗୁଠିରେ ଭୋଟ୍ କାଳି ଲାଗିଥିଲେ ପରୀକ୍ଷା ହଲ୍କୁ ଯିବା ପାଇଁ ବାରଣ ନାହିଁ। ଆଙ୍ଗୁଠିରେ ଭୋଟ୍ କାଳି ଲାଗିଥିଲେ ମଧ୍ୟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ)ର ସବୁ ପରୀକ୍ଷା ଦେଇହେବ। ଏ ନେଇ ଏନ୍ଟିଏ ମଙ୍ଗଳବାର ନୋଟିସ…

