Home

ଧୂମପାନ କରୁଥିବା ଯୁବତୀଙ୍କୁ ଚାହିଁବାରୁ ହତ୍ୟାକାଣ୍ଡ

ନାଗପୁର,୯ା୪: ମହାରାଷ୍ଟ୍ରର ନାଗପୁର ଅଞ୍ଚଳରେ ଧୂମପାନ କରୁଥିବା ୨ ଯୁବତୀଙ୍କୁ ଚାହିଁବାରୁ ଜଣେ ୨୮ ବର୍ଷୀୟ ଯୁବକଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ଶନିବାର ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଛି। ଖବର ଅନୁଯାୟୀ ଜୟଶ୍ରୀ ପଞ୍ଝାଡ଼େ ଏବଂ ତାଙ୍କ ବାନ୍ଧବୀ ସାବିତ୍ର…

ପୂରଣ ହେବନି ମୋଦିଙ୍କ ସ୍ବପ୍ନ: ସ୍ଲୋଗାନ୍‌ରେ ରହିଯିବ ‘ଅବ୍‌ କି ବାର୍‌ ୪୦୦ ପାର୍‌’

ଭୁବନେଶ୍ୱର,୯ା୪(ଅନିଲ ଦାସ):ଚଳିତ ନିର୍ବାଚନରେ ଏନ୍‌ଡିଏ ୪୦୦ ସିଟ୍‌ ପାଇବା ନେଇ ଯେଉଁ ସ୍ଲୋଗାନ ଦେଉଛି ତାହା ସମ୍ଭବ ହେବ ନାହିଁ। ସେହିପରି ଭାଜପା ୩୭୦ ଆସନ ଛୁଇଁ ନ ପାରେ ବୋଲି ରାଜନୀତି ରଣନୀତିକାର ପ୍ରଶାନ୍ତ କିଶୋର ଆକଳନ କରିଛନ୍ତି। ଭାଜପା…

ଇସି ଅଫିସ ବାହାରେ ଟିଏମ୍‌ସି ନେତାଙ୍କ ଧାରଣା

ନୂଆଦିଲ୍ଲୀ,୯ା୪(ପି.ଟି.): ସିବିଆଇ, ଏନ୍‌ଆଇଏ, ଇଡି ଏବଂ ଆୟକର ବିଭାଗ ମୁଖ୍ୟମାନଙ୍କୁ ବଦଳାଇବା ଦାବିରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତାମାନେ ନିର୍ବାଚନ କମିଶନ (ଇସି)ଙ୍କ କାର୍ଯ୍ୟାଳୟ ବାହାରେ ଧାରଣା ଦେଇଥିବାବେଳେ ପୋଲିସ ସେମାନଙ୍କୁ ଅଟକ ରଖିଛି। ଟିଏମ୍‌ସିର ୧୦ ଜଣିଆ ପ୍ରତିନିଧି ଦଳ…

ରୁଷିଆ ଆଣବିକ କାରଖାନା ଉପରେ ଆକ୍ରମଣ ଅଭିଯୋଗକୁ ୟୁକ୍ରେନର ଖଣ୍ଡନ

କିଭ୍‌,୯।୪: ରୁଷିଆ ଅଧିକୃତ ଜାପୋରିଜିଆ ଆଣବିକ କାରଖାନାକୁ ଡ୍ରୋନ୍‌ ସାହାଯ୍ୟରେ ୟୁକ୍ରେନ୍‌ ଆକ୍ରମଣ କରିଥିବାନେଇ ରୁଷୀୟ ଅଧିକାରୀ ଦେଇଥିବା ବୟାନକୁ ସୋମବାର ୟୁକ୍ରେନ ପକ୍ଷରୁ ଖଣ୍ଡନ କରାଯାଇଛି। ଏହି ଆକ୍ରମଣରେ କୌଣସି ସମ୍ପୃକ୍ତି ନ ଥିବା ନେଇ ୟୁକ୍ରେନ ସ୍ପଷ୍ଟୀକରଣ ରଖିଛି।…

ଭୋଟ ଅଧିକାର ପୂର୍ବରୁ ବଞ୍ଚତ୍ବା ଅଧିକାର ଦିଅ

ଇମ୍ପାଲ,୯ା୪(ପି.ଟି.): ଯେଉଁ ସ୍ଥାନ ମୋର ହୋଇ ରହିନାହିଁ, ସେଠାରୁ କାହିଁକି ଜଣେ ପ୍ରତିନିଧିଙ୍କୁ ନିର୍ବାଚିତ କରିବି ବୋଲି ମଣିପୁର ହିଂସାରେ ଘରଦ୍ୱାର ହରାଇଥିବା ନୋବି ନାମକ ଜଣେ ବିସ୍ଥାପିତ ପ୍ରଶ୍ନ କରିଛନ୍ତି। ମଣିପୁର ହିଂସା ବେଳେ ତାଙ୍କ ଘରକୁ ଜାଳିଦିଆଯାଇଥିଲା। ହିଂସାକାଣ୍ଡକୁ…

ପାକିସ୍ତାନୀ ଠକଙ୍କ ଟାର୍ଗେଟ୍‌ରେ ଓଡ଼ିଶା ଛାତ୍ରୀ

ଭୁବନେଶ୍ୱର,୯ା୪(ସତ୍ୟଜିତ୍‌ ରାଉତ):ଡିଜିଟାଲ ଯୁଗରେ ସାଇବର ଅପରାଧ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏହି ଅପରାଧ ବିରୋଧରେ ଲଢ଼େଇ ପାଇଁ ମିଳିତ ପ୍ରୟାସ କରାଯାଉଥିବା ବେଳେ ସାଇବର ଠକ ନୂଆ ନୂଆ କୌଶଳ ଆପଣାଉଛନ୍ତି। ଏଭଳିସ୍ଥିତିରେ ଓଡ଼ିଶାକୁ ଟାର୍ଗେଟ୍‌ କରୁଛନ୍ତି ପାକିସ୍ତାନୀ ଠକ। ପାକିସ୍ତାନ…

ଅନିୟନ୍ତ୍ରିତ ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର ବିରୋଧରେ ପିଆଇଏଲ୍‌

ନୂଆଦିଲ୍ଲୀ,୯ା୪: ଉଭୟ ପୁରୁଷ ଓ ମହିଳାର ମିଶ୍ରିତ ଜୈବିକ ଲକ୍ଷଣ ନେଇ ଜନ୍ମିତ ପିଲା ଅନିୟନ୍ତ୍ରିତ ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର କରାଉଥିବା ବେଳେ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ସର୍ବୋଚ୍ଚ…

ଭାଜପା ଛାଡ଼ିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବୀରେନ୍ଦ୍ର ସିଂ

ନୂଆଦିଲ୍ଲୀ,୯ା୪: ପୂର୍ବତନ କେନ୍ଦ୍ରମନ୍ତ୍ରୀ ବୀରେନ୍ଦ୍ର ସିଂ ସୋମବାର ଭାଜପା ଛାଡ଼ିଛନ୍ତି। ସେ ଖୁବ୍‌ଶୀଘ୍ର କଂଗ୍ରେସରେ ପୁନର୍ବାର ଯୋଗଦେବେ ବୋଲି ଜଣାପଡ଼ିଛି। ମାସେ ପୂର୍ବରୁ ତାଙ୍କ ପୁଅ ବ୍ରିଜେନ୍ଦ୍ର ସିଂ ଲୋକ ସଭା ଏବଂ ଭାଜପାରୁ ଇସ୍ତଫା ଦେଇ କଂଗ୍ରେସରେ ସାମିଲ ହୋଇଥିଲେ।…

ଇସିଙ୍କ ପାଖରେ ଫେରାଦ ହେଲା କଂଗ୍ରେସ

ନୂଆଦିଲ୍ଲୀ,୯ା୪: କଂଗ୍ରେସର ଇସ୍ତାହାରରେ ମୁସ୍‌ଲିମ ଲିଗ୍‌ର ନୀତି ଆଦର୍ଶ ପ୍ରତିଫଳିତ ହେଉଛି ଏବଂ ଏହାର ପ୍ରତ୍ୟେକ ପୃଷ୍ଠାରେ ଭାରତକୁ ଖଣ୍ଡ ଖଣ୍ଡ କରିବାର ଗନ୍ଧ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ଏହା ବିରୋଧରେ ବରିଷ୍ଠ କଂଗ୍ରେସ ନେତାମାନେ ସୋମବାର…

ଆମେରିକାରେ ପାଳିତ ହେଲା ଉତ୍କଳ ଉତ୍ସବ

ଫ୍ଲୋରିଡା,୮।୪: ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ‘ଫ୍ଲୋରିଆ’ ପକ୍ଷରୁ ଆମେରିକାର ଫ୍ଲୋରିଡା ରାଜ୍ୟରେ ଥିବା ଟାମ୍ପା ସହରରେ ପାଳିତ ହୋଇଛି ଉତ୍କଳ ଉତ୍ସବ। ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ଓ ପ୍ରସାର ତଥା ମା’ ମାଟି ଓ ମାତୃଭାଷା ପ୍ରତି ଶ୍ରଦ୍ଧା…

ରାମ ନବମୀରେ ୪ ମିନିଟ ପର୍ଯ୍ୟନ୍ତ ହେବ ରାମଲାଲାଙ୍କ ସୂର୍ଯ୍ୟ ତିଲକ

ଅଯୋଧ୍ୟା,୮।୪: ଅଯୋଧ୍ୟାରେ ରାମ ନବମୀ ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଏଥର ରାମ ନବମୀ ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ଐତିହାସିକ ହେବ, ଯେଉଁଥିପାଇଁ ବର୍ତ୍ତମାନ ରାମ ମନ୍ଦିର ଟ୍ରଷ୍ଟ ମଧ୍ୟ ପ୍ରସ୍ତୁତିକୁ ଜୋରଦାର କରିଛି। ଚୈତ୍ର ନବରାତ୍ରୀ ମଙ୍ଗଳବାରଠାରୁ ସାରା…

ଭୀମ ଆର୍ମି ଚିଫ ଚନ୍ଦ୍ରଶେଖରଙ୍କ ନାଁରେ ସବୁଠାରୁ ଅଧିକ ମାମଲା ରହିଛି: ଏଡିଆର୍‌ ରିପୋର୍ଟ

ନୂଆଦିଲ୍ଲୀ,୮।୪: ଉତ୍ତରପ୍ରଦେଶର ନାଗିନା ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ଚନ୍ଦ୍ରଶେଖରଙ୍କ ବିରୋଧରେ ସାରା ଦେଶରେ ସର୍ବାଧିକ ମାମଲା ରୁଜୁ ହୋଇଛି। ଆସୋସିଏସନ ଅଫ ଡେମୋକ୍ରାଟିକ ରିଫର୍ମସ (ADR) ର ରିପୋର୍ଟରେ ଏହି ଦାବି କରାଯାଇଛି। ଏଡିଆର ରିପୋର୍ଟ ଅନୁଯାୟୀ, ନାଗିନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?