Home

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା ଜରୁରୀକାଳୀନ ବ୍ୟବହାର ପାଇଁ ଉଦ୍ଦିଷ୍ଟ। ତେବେ ଦୂରସଞ୍ଚାର ବିଭାଗ (DoT) ର ନିୟମ…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ ଭାବରେ ତାଙ୍କର କାର୍ଯ୍ୟକାଳ ଏକ ବିପର୍ଯ୍ୟୟପୂର୍ଣ୍ଣ ଆରମ୍ଭ ହୋଇଥିଲା। ଆୟରଲ୍ୟାଣ୍ଡରେ ଦୁଇ ମ୍ୟାଚ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ ସାମିଲ କରିନଥିଲା, ଏବଂ ଏବେ ତାଙ୍କୁ 156 ଖେଳାଳିଙ୍କ ନିଲାମ ତାଲିକାରୁ ମଧ୍ୟ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ ସିରିଜ ୧-୨ରେ ହାରିଗଲା। ଶ୍ରୀଲଙ୍କା ଏକ ୱିକେଟରେ ନିର୍ଣ୍ଣାୟକ ଦିନିକିଆ ଜିତି ଟିମ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ। ତେବେ ଏହା ଦ୍ୱାରା ଗାଡ଼ିର ମାଇଲେଜ୍‌ରେ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ହଇଚଇ; ସୁସ୍ମିତା ଦେବଙ୍କ ସମେତ ୩ ପୂର୍ବତନ TMC ଏମପି BJPରେ ସାମିଲ

କୋଲକାତା,୯।୭: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ତିନି ଜଣ ପୂର୍ବତନ TMC ଏମପି BJPରେ ଯୋଗ ଦେଇଛନ୍ତି। ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରୟ ଏବଂ ପ୍ରକାଶ ବାରିକ ଦଳରେ ଯୋଗ ଦେଇଛନ୍ତି। ବରିଷ୍ଠ ଭାଜପା ନେତା ଶମୀକ ଭଟ୍ଟାଚାର୍ଯ୍ୟ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା ୨୧ ତାରିଖରେ OSWAN ପ୍ଲାଟଫର୍ମରେ ବୈଠକ ଅନୁଷ୍ଠିତ ହେବାକୁ ଥିବା ବେଳେ ସମସ୍ତ…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ ବଳାତ୍କାର ଅଭିଯୋଗରେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ ଇରାନ ସଂସଦର ବାଚସ୍ପତି (ମଜଲିସ) ଗାଲିବାଫ ପ୍ରତିକ୍ରିୟା ଦେବାକୁ ଆଗକୁ ବଢ଼ନ୍ତି। ଏପରି…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଅନ୍ତର୍ଗତ ବାସୁଦେବନଗର ତୃତୀୟ ଲାଇନରେ । ଜଣେ ମହିଳା ତାଙ୍କ ଶାଶୁଘରେ ନିଜ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ ଏକ ମାଛ ଧାରା ଟ୍ରଲର ରବିବାର ୧୫ ଜଣ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ । ୧୮ ନମ୍ବର୍ ରୁଟରେ ଯାଉଥିବା ବସଟି ନେତାଜୀ ବସ୍ ଟର୍ମିନାଲ ମଧ୍ୟକୁ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?