Home

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର ସ୍ରୋତରେ ପହଁରୁଥିବା ତାଙ୍କ ଭିଡିଓକୁ ନେଇ କିଛି ୟୁଜର୍ସ ତାଙ୍କୁ କଂଗ୍ରେସ ନେତା…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped Natural Gas) ପାଇପଲାଇନ୍ ନେଟୱର୍କ ଉପଲବ୍ଧ ଅଛି, ସେଠାରେ ଘରୋଇ ଉପଭୋକ୍ତାଙ୍କୁ LPG…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ ସ୍କୁଲ ଛୁଟି ହେବା ପରେ ଜଣେ ଛାତ୍ରୀ ସ୍କୁଲ ଭିତରେ ଥିବା ବେଳେ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ ରବିବାର ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ୍‌ ପରିସରରେ ଏକ ସାଇବର…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ ପରିମାଣର ୩୪୫ ମିମି ବର୍ଷା ହୋଇଛି । ଶୁକ୍ରବାର ରାତିରୁ ଅବିଶ୍ରାନ୍ତ ଭାବେ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ ଜଳ ପ୍ରବାହିତ ହେଉଛି। ଏହି ଗ୍ରାମବାସୀ ଦୈନନ୍ଦିନ କାର୍ଯ୍ୟ ନିମନ୍ତେ ଜୀବନକୁ ବାଜି…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ନେଇ ପୂର୍ବାନୁମାନ ଜାରି କରାଯାଇଛି। ଏଥିସହ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ ହଜାର ହଜାର ଲୋକ ମାଟି ଖୋଳୁଥିବା ଚିତ୍ର ସାମ୍ନାକୁ ଆସିଛି । ରିପୋର୍ଟ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା ମଦରେ ଆଲକୋହଲ୍‌ର ପରିମାଣ ନିର୍ଦ୍ଧାରିତ ମାନକ ମଧ୍ୟରେ ରହୁଛି କି ନାହିଁ, ତାହା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ରାୟଗଡ଼ା ଜିଲା କାଶିପୁର ଥାନା ଅଞ୍ଚଳର ପବିତ୍ର ନାଏକ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ ପ୍ରାୟ ୨୦ ଫୁଟ ରାସ୍ତା ଧୋଇ ଯାଇଛି। ସେହିଭଳି ନଦୀ ନିକଟରେ ଥିବା…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ ୬୦ଟଙ୍କା ଅତିକ୍ରମ କରିଛି। ଏହା ମଧ୍ୟରେ, ବର୍ଷ ବର୍ଷ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?