Home

ନକଲି ଡାକ୍ତର ଚିହ୍ନଟ ମାମଲା: ହାଜର ହେଲେ ଓସିଏମ୍‌ଆର୍‌ ଅଧ୍ୟକ୍ଷ

କଟକ,୫ା୩ (କାର୍ତ୍ତିକ ସାହୁ) ରାଜ୍ୟରେ ନକଲି ଡାକ୍ତରମାନଙ୍କୁ ଚିହ୍ନଟ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଓଡ଼ିଶା କାଉନ୍‌ସିଲ ଅଫ୍‌ ମେଡିକାଲ ରେଜିଷ୍ଟ୍ରେସନ (ଓସିଏମ୍‌ଆର) ଅଧ୍ୟକ୍ଷ ହାଜର ହୋଇ ନିଜର ପକ୍ଷ ରଖିଛନ୍ତି।…

କଂଗ୍ରେସର ଦମ୍ଭୋକ୍ତି: କ୍ଷମତାକୁ ଆସିଲେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଫେରାଇବୁ ଟଙ୍କା

ଭୁବନେଶ୍ୱର,୫।୩: ଆଗାମୀ ନିର୍ବାଚନରେ ଭଲ ପ୍ରଦର୍ଶନ କରିବୁ । ସେଥିପାଇଁ ଉଭୟ ଭାଜପା-ବିଜେଡି ଏବେଠୁ ଭୟଭୀତ ଅବସ୍ଥାରେ ଅଛନ୍ତି । ଓଡିଶାରେ କଂଗ୍ରେସ କ୍ଷମତାକୁ ଆସିଲେ ଚିଟଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀଙ୍କୁ ନ୍ୟାୟ ଦେବ ଓ ସେମାନେ ନିଜର ଟଙ୍କା ଫେରସ୍ତ ପାଇବେ…

ତେଜୁଛି ପୋଷ୍ଟର ରାଜନୀତି

କଟକ,୫।୩(ଶିଳ୍ପା ପ୍ରିୟଦର୍ଶିନୀ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ସେତେ ବିବାଦ ଦେଖିବାକୁ ମିଳୁଛି। ଏବେ ପୋଷ୍ଟର ରାଜନୀତି ତୀବ୍ର ହେବାରେ ଲାଗିଛି। ଏଥିରୁ ବାଦ୍‌ ପଡ଼ିନି ଭାଜପା। ମଙ୍ଗଳବାର କଟକ ସହରର ପ୍ରମୁଖ ସ୍ଥାନଗୁଡ଼ିକରେ ଦେଖିବାକୁ ମିଳିଛି ଭାଜପା ପୋଷ୍ଟର। ହେଲେ…

ଫେସ୍‌ବୁକ୍‌-ଇନଷ୍ଟାଗ୍ରାମ ଡାଉନ୍‌, ଆପଣାଛାଏଁ ଲଗ୍‌ଆଉଟ୍‌ ହେଉଛି ଆକାଉଣ୍ଟ; ଜାଣନ୍ତୁ…

ନୂଆଦିଲ୍ଲୀ,୫।୩: ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ୍‌ ଏବଂ ଇନଷ୍ଟାଗ୍ରାମ ହୋଇଛି ଡାଉନ୍‌। ମଙ୍ଗଳବାର ଉଭୟ ପ୍ଲାଟଫର୍ମ ବ୍ୟବହାରକାରୀଙ୍କୁ ଭିନ୍ନ ଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିବା ଜଣାପଡ଼ିଛି। କିଛି ଏହାକୁ ବ୍ୟବହାର କରିପାରୁ ନ ଥିବା ବେଳେ କିଛି ହଠାତ୍‌…

ଆସୁଛି ବିଜେଡିର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୫।୩: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଆଉ ଦିନ କେଇଟା ପରେ ତାରିଖ ଘୋଷଣା ହେବ। ତାରିଖ ଘୋଷଣା ପୂର୍ବରୁ କେନ୍ଦ୍ରରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ ସରକାର ପ୍ରକଳ୍ପ ପ୍ରକଳ୍ପ ଶିଳାନ୍ୟାସ କରିଚାଲିଛନ୍ତି। ତାରିଖ ଘୋଷଣା ପରେ ଆରମ୍ଭ ହୋଇଯିବ…

ଏପ୍ରିଲ ୮ରେ ଲୁଚିଯିବେ ସୂର୍ଯ୍ୟ, ଦିନରେ ହେବ ରାତିର ଭ୍ରମ!

ନୂଆଦିଲ୍ଲୀ,୫।୩: ଚଳିତ ବର୍ଷ ଦୃଶ୍ୟମାନ ହେବ ଏକ ବିରଳ ମହାଜାଗତିକ ଦୃଶ୍ୟ। ମାର୍ଚ୍ଚ ୮ରେ ପୃଥିବୀବାସୀ ଦେଖିବେ ପୂର୍ଣ୍ଣ ସୂର୍ଯ୍ୟ ପରାଗ। ଏହି ସମୟରେ ପରାଗ ସମ୍ପୂଣ୍ଣ ଭାବେ ସୂର୍ଯ୍ୟଙ୍କୁ ଗ୍ରାସ କରିବ, ଫଳରେ ଦିନରେ ରାତିର ଭ୍ରମ ସୃଷ୍ଟି ହେବ।…

ଏହି ୭ ଜିନିଷ ପବିତ୍ର; ଖାଇବା ପରେ ବି କରିପାରିବେ ପୂଜାପାଠ, ଲାଗିବନି ପାପ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଏକାଧିକ ସମସ୍ୟା ଓ ତାର ସମାଧାନ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିମଧ୍ୟରେ ସଫା-ସୁତୁରା ଏବଂ ପବିତ୍ରତାକୁ ନେଇ ଚାଣକ୍ୟ ଅନେକ ନୀତି ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି ଏଭଳି…

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା ହତ୍ୟାକାରୀ। ପ୍ରେମିକାର ଚରିତ୍ରକୁ ସନ୍ଦେହ କରି ତଣ୍ଟି ଚିପି ହତ୍ୟା କରଛନ୍ତି। ଏପରି ବୀଭତ୍ସ…

୧୦ ଗ୍ରାମକୁ ରେକର୍ଡ ୬୫,୦୦୦ ଟଙ୍କାରେ ପହଞ୍ଚିଲା ସୁନା, ରୁପା ବି ବଢ଼ିଲା …

ନୂଆଦିଲ୍ଲୀ,୫।୩: ପୁଣି ବଢ଼ିଲା ସୁନା ଦର। ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି ପାଇ ୧୦ ଗ୍ରାମ ପିଛା ରେକର୍ଡ ୬୫,୦୦୦ ଟଙ୍କା ଛୁଇଁଛି । ସେହିଭଳି ରୁପା ମଧ୍ୟ ୯୦୦ ଟଙ୍କା ବୃଦ୍ଧି ପାଇ କିଲୋଗ୍ରାମ…

ବିଦେଶ ଖେଳିବାକୁ ଯାଇ ମହିଳାଙ୍କ ପର୍ସରୁ ଟଙ୍କା ଚୋରି କଲେ ପାକିସ୍ତାନୀ ଖେଳାଳି

ଇସଲାମବାଦ,୫।୩: ଦେବାଳିଆ ପରିସ୍ଥିତିରେ ଜୁଝୁଛି ପାକିସ୍ତାନ। ଅର୍ଥନତିକ ସଙ୍କଟ ପରେ ଏବେ ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଦେଖାଯାଇଛି। କରଜରେ ବୁଡି ରହିଛି ଦେଶ। ଖାଇବାକୁ ପାଉ ନ ଥିବାବେଳେ ଦେଶର ନାଗରିକ ଏବେ ଚୋରି କରିବାକୁ ପଛାଉ ନାହାନ୍ତି। ନିକଟରେ ଏପରି…

ରାଶି ଅନୁଯାୟୀ ଜାଣନ୍ତୁ ‘ଲଭ୍‌ ଲାଇଫ୍‌’: କାହାକୁ ମିଳେ ଧୋକା? କିଏ ଏକାଧିକ ଥର ପ୍ରେମରେ ପଡ଼ନ୍ତି…

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମନୁଷ୍ୟର ବ୍ୟବହାର ତାର ରାଶି ଅନୁଯାୟୀ ଜଣାପଡ଼ିଥାଏ। ସବୁ ରାଶିର ଗୁଣ-ଦୋଷ ଭିନ୍ନଭିନ୍ନ ଥାଏ। କିଛି ରାଶିର ବ୍ୟକ୍ତି ଅତ୍ୟନ୍ତ କ୍ରୋଧି ସ୍ବଭାବର ହୋଇଥିବା ବେଳେ କିଛି ହୃଦୟବାନ(ପ୍ରେମୀ ସ୍ବଭାବର) ହୋଇଥାନ୍ତି। ଆସନ୍ତୁ ଜାଣିବା ରାଶି ଅନୁଯାୟୀ…

ରାଜନୀତିକୁ ଓହ୍ଲାଇବେ କି ଅଭିନେତା ନାନା ପାଟେକର! ଦେଲେ ବଡ ବୟାନ

ନୂଆଦିଲ୍ଲୀ,୫।୩: କୃଷକ ଆନ୍ଦୋଳନରେ ଏଣ୍ଟ୍ରି ମାରିଛନ୍ତି ନାନା ପାଟେକର। ଆନ୍ଦେଳନରେ ଯୋଗଦେଇ ସେ ଦେଶର ସବୁ ଭୋଟରଙ୍କୁ ନିର୍ବାଚନ ନେଇ ବଡ ଆହ୍ବନ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ୮୦ରୁ ୯୦% ଚାଷୀ ଥିଲେ । ଏବେ ଏହା ହ୍ରାସ ପାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri