Home

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯିବା ପରେ ଜଳଭଣ୍ଡାରର ୪ଟି…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଉଭୟ ଦେଶ ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗକୁ ଆହୁରି ମଜଭୁତ କରିବା ଏବଂ…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ ମୌଳିକ କଷ୍ଟମ୍ସ୍ ଡ୍ୟୁଟି (BCD) ଛାଡ଼ କରିଛନ୍ତି। ସରକାର ଇଲେକ୍ଟ୍ରୋନିକ୍ ଉତ୍ପାଦ ନିର୍ମାଣରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା ବଳାତ୍କାର କରିଥିବା ବେଳେ ମାଉସୀ ସହଯୋଗ କରିଥିବା ଅଭିଯୋଗ ହୋଇଛି। ପୋଲିସ ବୁଧବାର…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା ମଧ୍ୟରେ ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଏକ କଡ଼ା ବିବୃତ୍ତି ଜାରି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା ଫଳରେ ବିସ୍ଥାପିତ ହୋଇ ନଥିବା କୁମିଆପାଲି ଗଁାର ୮୬ ପରିବାର ଉପରେ ସମସ୍ତଙ୍କ…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ ଯାତାୟତ କରିଥାଏ। ଆଜି ସକାଳ ୭ ଟା ସମୟରେ ବାଲୁଗାଁ ଠାରୁ ଯାତ୍ରୀ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ ଜଙ୍ଗଲ ଜମିରେ ଚାଷ ସହ ଘର ଦ୍ୱାରକରି ରହୁଛନ୍ତିି। ଏହି ଜମିରେ ବନ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ସଲମାନ କମାଣ୍ଡ ମୁଖ୍ୟାଳୟକୁ ଟାର୍ଗେଟ କରାଯାଇଛି।…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ ଜାଣିବେ। ଏଥିସହ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ ହୋଇପାରିବ। ତେଣୁ ଉପଖଣ୍ଡ ପ୍ରଶାସନ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା ନେଇ କୁତ୍ରା ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡିଛି ଯେ, ପଥର ଚିପ୍ସ…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ ଉତ୍ତର ପଶ୍ଚିମ ମଧ୍ୟପ୍ରଦେଶ ଏବଂ ଏହା ସଂଲଗ୍ନ ଦକ୍ଷିଣ-ପଶ୍ଚିମ ଓ ଉତ୍ତର-ପଶ୍ଚିମ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?