ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା
ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ଏହାକୁ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜୁଲାଇ…
ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ
ପୁରୀ, ୯।୭(ଅଜିତ୍ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା ଦେଖିବାକୁ ମିଳିଥିଲା । ଦୀର୍ଘ ସମୟ ଧରି ଶ୍ରୀ ମନ୍ଦିର ଚାରିପାଖରେ ଉଡ଼ିଥିଲା…
ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ
ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି କାମ ହୋଇଛି। ମାତ୍ର ଗୋଟିଏ ପରେ ଗୋଟିଏ ଅନିୟମିତତା ପଦାକୁ ଆସିବାରେ ଲାଗିଛି।…
ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍ ପଡ଼ିଲେ ହିଟ୍ଲର
ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ ଗ୍ରହଣ କରିବାକୁ ବାଧ୍ୟ ହୋଇଥିଲେ। ନୂତନ ସଂଶୋଧିତ ‘ଇଣ୍ଡିଆଜ୍ ଲଙ୍ଗ୍ ରୋଡ୍ ଟୁ…
ଫିଫା ବିଶ୍ୱକପ୍: ଆଜିଠୁ କ୍ୱାର୍ଟର ଫାଇନାଲ
ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ ଫ୍ରାନ୍ସ, ମରକ୍କୋ, ସ୍ପେନ୍, ବେଲଜିୟମ, ନରଓ୍ବେ, ଇଂଲଣ୍ଡ, ଆର୍ଜେଣ୍ଟିନା ଓ ସୁଇଜରଲାଣ୍ଡ କ୍ୱାର୍ଟର…
ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…
ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର ଓଡ଼ିଶାର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ (ITR) ରୁ ‘ପିନାକା ଲଙ୍ଗ୍ ରେଞ୍ଜ୍…
ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍ ଅଟକାଇଲେ ଲୋକୋ ପାଇଲଟ୍, ଭାଇରାଲ ହେଉଛି ଭିଡିଓ
ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍ ଟ୍ରେନ୍ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଇନ୍ଦୋର-ମାଓ ଡେମୁ ପ୍ୟାସେଞ୍ଜର ଟ୍ରେନକୁ ଇନ୍ଦୋର ନିକଟ…
ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୨ ଦିବ୍ୟାଙ୍ଗ ଯୋଡ଼ିଙ୍କ ବିବାହ ସମ୍ପନ୍ନ ହୋଇଥିଲା। ସ୍ବପ୍ନା…
ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ
ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସେ ହେଲେ ସାନଖେମୁଣ୍ଡି…
ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ
କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ଆଖିଦୃଶିଆ ପଦକ୍ଷେପ ନେଉ ନଥିବା ଅଭିଯୋଗ ହେଉଛି । ବ୍ଲକର ବୋରପଦର ଗ୍ରାମ…
ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…
ଥରେ ଭାବନ୍ତୁ ଆପଣ କାର୍ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା କାର୍କୁ ଧରି ରଖିବେ? ବୋଧହୁଏ ଆପଣ କହିପାରନ୍ତି ନିଜ ଜୀବନ ବଞ୍ଚାଇବେ। ହେଲେ…
‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା
କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି। ସାମ୍ପ୍ରତିକ ରାଜ୍ୟ ବିଧାନସଭା ନିର୍ବାଚନରେ, ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ଭାରତୀୟ ଜନତା ପାର୍ଟି…

