ସ୍ତ୍ରୀ ପିନ୍ଧୁ ନ ଥିଲେ ସ୍ବାମୀଙ୍କ ପସନ୍ଦର ଶାଢୀ, ହୋଇଗଲା ଛାଡପତ୍ର!
ଆଗ୍ରା,୧।୩: ଉତ୍ତରପ୍ରଦେଶର ଆଗ୍ରାରୁ ଏକ ଆଶ୍ଚର୍ଯ୍ୟ ଜନକ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମନଲାଖି ଶାଢୀ ନ ପିନ୍ଧିବାରୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଫାଟ ଦେଖାଯାଇଛି। କଥା ଯାଇ ପହଞ୍ଚିଛି ଥାନାରେ। ଥାନାରେ ବ୍ୟକ୍ତିଜଣକ ତାଙ୍କ ସ୍ତ୍ରୀଙ୍କୁ ଛାଡପତ୍ର ଦେବାକୁ ଦାବି କରିଛନ୍ତି।…
ଅନନ୍ତ-ରାଧିକାଙ୍କ ପ୍ରିଓ୍ବେଡିଂ ସେରିମନି ପାଇଁ ପହଞ୍ଚିଲେ ଇଭାଙ୍କା
ମୁମ୍ବାଇ,୧।୩: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଟ୍ରମ୍ପ ଶୁକ୍ରବାର (ମାର୍ଚ୍ଚ ୧)ରେ ଗୁଜୁରାଟର ଜାମନଗରରେ ପହଞ୍ଚିଛନ୍ତି। ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚ୍ଚାଣ୍ଟଙ୍କ ତିନି ଦିନିଆ ବିବାହ ସମାରୋହ ଶୁକ୍ରବାର ଠାରୁ…
୯୭୭ ଅଧ୍ୟାପକ, ୮୭ ଅଧିକାରୀ, ୫୭ କମର୍ଚାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ଶୁକ୍ରବାର ମୋଟ୍ ୧୧୫୨ ନୂଆ ଅଧ୍ୟାପକ, ଅଧିକାରୀ ଏବଂ କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି। ଯେଉଁଥିରେ ୯୭୭ ଅଧ୍ୟାପକ, ୮୭ ପଞ୍ଚାୟତ ଉନ୍ନୟନ ଅଧିକାରୀ ଏବଂ ୫୭ ସମବାୟ…
୧୮୦୦ କୋଟି ଟଙ୍କାର ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ବାସଭବନରେ ଇଡି ଚଢ଼ାଉ
ବଡ଼ବିଲ,୧ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲର ଦୁଇଟି ସ୍ଥାନରେ ଇଡି(ଏନ୍ଫୋର୍ସମେଣ୍ଟ ଡିରେକ୍ଟର/ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ର ଚଢ଼ାଉ ହୋଇଛି। ୧୮୦୦ କୋଟି ଟଙ୍କାର ଉଲିବୁରୁ ଖଣି ମହାଦୁର୍ନୀତିକୁ ନେଇ ଇଡି ପକ୍ଷରୁ ଏହାର ମୁଖ୍ୟ ଦୀପକ ଗୁପ୍ତାଙ୍କ ବଡ଼ବିଲସ୍ଥିତ ବାସଭବନ ଏବଂ ଧୋବି ହଟିଂସ୍ଥିତ…
ନବୀନ ନିବାସରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛତ୍ରପୁରବାସୀ
ଛତ୍ରପୁର,୧ା୩(ଦିଲ୍ଲୀପ ସାମଲ): ଦୀର୍ଘଦିନ ପରେ ଛତ୍ରପୁରବାସୀଙ୍କ ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଣିଛନ୍ତି। ଯାହା ଛତ୍ରପୁରବାସୀଙ୍କ ନିମନ୍ତେ ଉପହାର ଭେଟି ସଦୃଶ୍ୟ ହୋଇଛି। ଫେବୃଆରୀ ୨୪ରେ ୧୯୫୫ରେ ଗଠନ ହୋଇଥିବା କଳା, ସାହିତ୍ୟ ଓ ସଂସ୍କୃତି ଆଦି କ୍ଷେତ୍ରରେ ନିଜର ସ୍ବତନ୍ତ୍ର…
ପୁଣି ଆର୍ଜେଡିକୁ ବଡ଼ ଝଟ୍କା: ଦଳ ଛାଡିଲେ ବଡ଼ ନେତା
ପାଟନା,୧।୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଆଉ ଏକ ଝଟ୍କା ଦେଇଛି। ଶୁକ୍ରବାର ଭଭୁଆ ବିପକ୍ଷ ଭରତ ବିନ୍ଦ ଦଳ ପରିବର୍ତ୍ତନ କରି ଭାଜପାରେ ଯୋଗ ଦେଇଥିଲେ। ରାଷ୍ଟ୍ରିୟ ଜନତା ଦଳ ବିଧାୟକ ଭରତ ସମର ଚୌଧୁରୀଙ୍କ ସହ ବିହାର…
ହରିୟାଣାରେ ଏକାକି ଲୋକ ସଭା ନିର୍ବାଚନ ଲଢିବ ଭାଜପା, ଜେଜେପି ସହ ହେବ ନାହିଁ ମେଣ୍ଟ
ଚଣ୍ଡିଗଡ଼,୧।୩: ହରିୟାଣାରେ ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ଏକ ବଡ଼ ଖବର ଆସିଛି। ଭାରତୀୟ ଜନତା ପାର୍ଟି ହରିୟାଣାର ଦଶଟି ଲୋକ ସଭା ଆସନରେ ଏକାକି ପ୍ରତିଦ୍ୱନ୍ଦ୍ୱିତା କରିବ। ସୂଚନାନୁସାରେ, ଭାଜପାର ମାରାଥନ ବୈଠକରେ ଏହି ବିଷୟରେ ଆଲୋଚନା କରାଯାଇଥିଲା।…
ଅର୍ଜିତ ଶିକ୍ଷା ଜ୍ଞାନକୁ ସମାଜ, ଦେଶର ଉନ୍ନତିରେ ବିନିଯୋଗ କର: ରାଷ୍ଟ୍ରପତି
ବ୍ରହ୍ମପୁର,୧ା୩(ତନୁଶ୍ରୀ ନାହାକ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ବ୍ରହ୍ମପୁର ଆସି ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ। ଏହି ଉତ୍ସବରେ ସେ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇଥିଲେ। ରାଷ୍ଟ୍ରପତି କହିଥିଲେ, ନିଜ ଦ୍ୱାରା ଅର୍ଜିତ ଜ୍ଞାନକୁ ନିଜର, ନିଜ ପରିବାର, ନିଜେ…
ରେସ୍ତୋରାଁରେ ଭୟଙ୍କର ବିସ୍ଫୋରଣ, ୪ ଗୁରୁତର ଆହତ
ବେଙ୍ଗାଲୁରୁ,୧।୩: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ବ୍ରୁକଫିଲ୍ଡ ଅଞ୍ଚଳର ରମେଶ୍ୱରାମ କାଫେରେ ଏକ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ଅତି କମରେ ୪ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ତିନିଜଣ କର୍ମଚାରୀ ଏବଂ ଜଣେ ଗ୍ରାହକ ଅଛନ୍ତି। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ, ବ୍ୟାଗରେ…
ବିଚ ରାସ୍ତରେ ଏଏପି ନେତାଙ୍କୁ ଗୁଳିକରି ହତ୍ୟା
ତରନତାରନ,୧।୩: ପଞ୍ଜାବର ତରନ ତାରନ ଜିଲାରେ ଜଣେ ଆମ ଆଦମୀ ପାର୍ଟି (ଏଏପି) ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହତ୍ୟାକାରୀମାନେ କାରକୁ ଗୋଡ଼ାଇଥିଲେ। ରେଳ ଫାଟକ ବନ୍ଦ ଥିବାରୁ ଟ୍ରେନ ଶ୍ରୀ ଗୋଇନ୍ଦୱାଲ ସାହିବ ନିକଟରେ ଅଟକି ଗଲାବେଳେ ହତ୍ୟାକାରୀମାନେ…
ପଡ଼ିଆରେ ପରସ୍ପର ଧକ୍କା ହେଲେ ୨ ବ୍ୟାଟ୍ସମ୍ୟାନ୍: ଆଉ ତା’ପରେ ଘଟିଲା ଏମିତି…ଦେଖନ୍ତୁ ଭିଡିଓ
ଓ୍ବେଲିଙ୍ଗଟନ୍,୧।୩: ପ୍ରଥମ ଟେଷ୍ଟ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଓ୍ବେଲିଙ୍ଗଟନ୍ରେ ଖେଳାଯାଉଛି। ଏହି ଟେଷ୍ଟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନ୍ୟୁଜିଲାଣ୍ଡର ସ୍କୋର ଗୋଟିଏ ଉଇକେଟ୍ ଉଇକେଟ ପାଇଁ ୧୨ ରନ ଥିଲା। ମିଚେଲ ଷ୍ଟାର୍କ ଅଷ୍ଟ୍ରେଲିଆ…
ବ୍ୟକ୍ତିଙ୍କ କାନ ହେଉଥିଲା କୁଣ୍ଡେଇ, ଡାକ୍ତରଙ୍କ ନିକଟକୁ ଯିବାରୁ ଯାହା ବାହାରିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ସୋସିଆଲ ମିଡିଆରେ ଅନେକ କଥା ଭାଇରାଲ ହୋଇଥାଏ। ଯାହା ଜାଣି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଆଜିକାଲି ସୋସିଆଲ ମିଡିଆରେ ଚାଇନାର ଗୁଆଙ୍ଗଜୋ ପ୍ରଦେଶର ଏକ ଅଦ୍ଭୁତ ଘଟଣା ଚର୍ଚ୍ଚାକୁ ଆସିଛି। ଏଠାରେ ରହୁଥିବା ଜଣେ ବ୍ୟକ୍ତି ହଠାତ୍ ତାଙ୍କ କାନ କୁଣ୍ଡେଇ…
Archives


