Home

ଟ୍ରାକ୍ଟର-ଅଟୋ ମୁହାଁମୁହିଁ: ଜଣଙ୍କ ଜୀବନ ଗଲା ୬ ଆହତ

ଦାରିଙ୍ଗବାଡ଼ି,୩ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ। ଅଟୋରେ ବସିଥିବା ୬…

ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଲା ହାଇଓ୍ବା, ୭ ବାଇକ୍‌ ଚୁରମାର୍‌ ; ମାଲିକ ଗୁରୁତର

ତିଗିରିଆ, ୩।୪(ଜାଫର ଖାଁ ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସ୍ଥିତ ମଙ୍ଗଳାବଜାରରେ ବୁଧବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ଆଠଗଡ ପଟୁ ବଡମ୍ବା ଆଡକୁ ଦ୍ରୁତଗତିରେ ଯାଉଥିବା ଏକ ହାଇୱା ଭାରସାମ୍ୟ ହରାଇ ୩ ଦୋକାନ ଭାଙ୍ଗିବା…

ଯବାନଙ୍କୁ ଟାର୍ଗେଟ କରି ଟିଫିନ ବୋମା ଖଞ୍ଜିଥିଲେ ମାଓବାଦୀ, ବିଗାଡ଼ିଲେ ଯବାନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଆନ୍ଧ୍ର-ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଡିଭିଏଫ୍‌ ଯବାନମାନଙ୍କୁ ମିଳିଛି ଏକ ବଡ଼ ସଫଳତା। ଉକ୍ତ ଅଞ୍ଚଳରୁ ବିପୁଳ ପରିମାଣର ଟିଫିନ୍‌ ବୋମା ଓ ଜିଲଟିନ୍‌ ଷ୍ଟିକ୍‌ ଜବତ କରାଯାଇଛି। ଏ ସମ୍ପର୍କରେ ବୁଧବାର…

କଂଗ୍ରେସରୁ ଆଉଟ୍‌ ହେବେ ସୁର ରାଉତରାୟ!

ଭୁବନେଶ୍ୱର,୩।୪: ପୁଅ ପାଇଁ ଅଡୁଆରେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। କଂଗ୍ରେସ ପଠାଇଲା କାରଣ ଦର୍ଶାଅ ନୋଟିସ୍‌। ବୁଧବାର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପକ୍ଷରୁ ସୁରଙ୍କୁ କାରଣ ଦର୍ଶାଅ ନୋଟିସ୍‌ ପଠାଯାଇଛି। ନୋଟିସ୍‌ରେ କାହିଁକି ପୁଅ ମନ୍ମଥ ରାଉତରାୟ…

ଆମ୍ବତୋଟାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଜୀବନ ଗଲା

ତିଗିରିଆ, ୩।୪(ଜାଫର ଖାଁ ): ଆମ୍ବତୋଟାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଯିବାରୁ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ବାଲିପୁଟ ଗ୍ରାମର ବସନ୍ତ ଦେହୁରୀ(୬୨)। ସୂଚନାନୁଯାୟୀ, ବସନ୍ତ କାଳୀଚିଆବଲ୍ଲଭ ଜଙ୍ଗଲ ସଂଲଗ୍ନ…

ସୋରଡ଼ାରୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ିବେ ହରିକୃଷ୍ଣ ରଥ

ସୋରଡ଼ା,୩ା୪(ଲମ୍ବୋଦର ପାଣିଗ୍ରାହୀ): କଂଗ୍ରେସର ସୋରଡ଼ାରୁ ବିଧାୟକ ପ୍ରାର୍ଥୀ ଭାବେ ଦଳର ବ୍ଲକ ସଭାପତି ହରିକୃଷ୍ଣ ରଥଙ୍କୁ ମଙ୍ଗଳବାର ବିଧାୟକ ପ୍ରାର୍ଥୀ ଭାବେ ଦଳ ତରଫରୁ ଘୋଷଣା କରିବା ପରେ କଂଗ୍ରେସ ମହଲ ଉଲ୍ଲସିତ ହୋଇଉଠିଛି। ଘୋଷଣା ପରେ ସମର୍ଥକମାନେ ରଥଙ୍କ ବଡ଼ଗଡ଼…

ମଧ୍ୟାହ୍ନଭୋଜନ ସମୟରେ ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ମୋରଡ଼ା,୩ା୪(ସ୍ମାରକ ମାଜୀ): ମଧ୍ୟାହ୍ନଭୋଜନ ଖାଉଥିବା ସମୟରେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି ପଡ଼ିବାରୁ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ସାନମୁଣ୍ଢାବଣି ପଞ୍ଚାୟତର ସରାଶୋଳ ଗ୍ରାମର ଗାଲୁସାହି ସରକାରୀ…

ହାତ ଛାଡି ପଦ୍ମ ଧରିଲେ ବକ୍ସର ବିଜେନ୍ଦ୍ର ସିଂହ

ନୂଆଦିଲ୍ଲୀ,୩।୪: ମୁଣ୍ଡ ଉପରେ ନିର୍ବାଚନ। ଏହି ସମୟରେ କଂଗ୍ରେସକୁ ଲାଗିଛି ଆଉ ଏକ ଝଟ୍‌କା। ବକ୍ସର ବିଜେନ୍ଦ୍ର ସିଂହ ହାତ ଛାଡି ପଦ୍ମ ଧରିଛନ୍ତି। ଭାରତୀୟ ଜନତା ପାର୍ଟି (ଭାଜପା) ମୁଖ୍ୟାଳୟରେ ଭାଜପା ନେତା ବିନୋଦ ତାୱଡେଙ୍କ ଉପସ୍ଥିତିରେ ସେ ଭାଜପାରେ…

ଏପଟେ ଧାରଣା, ସେପଟେ ପ୍ରଚାର: ଧର୍ମଶାଳାରୁ ପ୍ରଚାର ଆରମ୍ଭ କଲେ ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି

ଯାଜପୁର,୩।୪: ଯାଜପୁର ଧର୍ମଶାଳା ଆସନକୁ ନେଇ ଭାଜପାରେ ଅସନ୍ତୋଷ ବଢି ଚାଲିଥିବାବେଳେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ପ୍ରାର୍ଥୀ ସ୍ମୃତିରେଖା ପହି । ଗୋଟିଏ ପଟେ ଆଶାୟୀ ପ୍ରାର୍ଥୀ ହିମାଂଶୁ ଶେଖର ସାହୁଙ୍କୁ ଦଳ ଟିକେଟ ଦେଇ ନ ଥିବାରୁ ରାଜ୍ୟ ଭାଜପା…

ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେଲା ଅଟୋ; ଜଣେ ମୃତ, ୬ ଆହତ

ଦାରିଙ୍ଗବାଡି,୩।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ ପ୍ରଧାନ।…

ହୋଟେଲରୁ ମିଳିଲା ଝୁଲନ୍ତା ମୃତଦେହ: ହତ୍ୟା ଅଭିଯୋଗ

ବଡ଼ବିଲ,୩।୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ହୋଟେଲ ଲକି ଇଣ୍ଡିଆର ଷ୍ଟାଫ କ୍ୱାର୍ଟରରୁ ବୁଧବାର ଜଣେ ଆସିଷ୍ଟାଣ୍ଟ ସେଫ(ସହକାରୀ ରୋଷେୟା)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ଯାଜପୁର ଜିଲା ବରିସ୍ଥିତ ଅରଙ୍ଗାବାଦ ଅଞ୍ଚଳର ୨୪ ବର୍ଷୀୟ ପବିତ୍ର…

ନରେନ୍ଦ୍ର ମୋଦିଙ୍କ ବିକଳ୍ପ କିଏ, ଜାଣନ୍ତୁ କ’ଣ କହିଲେ ଶଶି ଥରୁର

ନୂଆଦିଲ୍ଲୀ,୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ଦେଶରେ ନୁହେଁ, ବିଦେଶରେ ବି ବେଶ୍‌ ଲୋକପ୍ରିୟ। ତାଙ୍କ ନେତୃତ୍ୱରେ ତୃତୀୟଥର ଭାଜପା ଦେଶରେ ଶାସନ କରିବାକୁ ଯାଉଥିବା ଚର୍ଚ୍ଚା ହେଉଛି। ତେବେ ଦେଶରେ ନରେନ୍ଦ୍ର ମୋଦିଙ୍କ ବିକଳ୍ପ କିଏ ତାହାକୁ ନେଇ ବେଶ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?