Home

ଅଧରାତି ଯାଏ ଭାଜପାର ମାରାଥନ ବୈଠକ: ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଭାଜପାର ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩।୧: ଆସନ୍ତା ଲୋକ ସଭା ନିର୍ବାଚନରେ ହ୍ୟାଟ୍ରିକ ବିଜୟ ସହ ୩୭୦ଟି ଆସନ ଜିତିବାର ଲକ୍ଷ୍ୟ ସ୍ଥିର କରିବା ପରେ ଭାଜପା ପ୍ରାର୍ଥୀଙ୍କ ନାମ ଉପରେ ମନ୍ଥନ କରିବା ଆରମ୍ଭ କରିଛି। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ବୈଠକ ପୂର୍ବରୁ…

ବଜାରରେ ମହିନ୍ଦ୍ରାର ଦି ୨୦୨୪ ଏକ୍ସୟୁଭି୭୦୦

ଭୁବନେଶ୍ୱର,୧।୩ (ଅଭୟ ଦାଶ):ଦେଶର ପ୍ରମୁଖ ପ୍ରିମିୟମ ଏସ୍‌ୟୁଭି ନିର୍ମାତା ‘ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଦି ୨୦୨୪ ଏକ୍ସୟୁଭି ୭୦୦’ ମଡେଲର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।…

ଏଲିନାଙ୍କୁ ଦିଲୀପଙ୍କ ପ୍ରଶଂସା

ରାଉରକେଲା,୧ା୩(ପି.ଟି.):ହକି ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏଲିନା ନର୍ମାନ ମଙ୍ଗଳବାର ଇସ୍ତଫା ପ୍ରଦାନ କରିବା ପରେ ସଭାପତି ଦିଲୀପ ତିର୍କୀ ମୁହଁ ଖୋଲିଛନ୍ତି। ଜଣେ ସିଇଓ ଭାବରେ ଏଲିନା ଉଲ୍ଲେଖନୀୟ କାମ କରିବା ସହ ଭାରତରେ ହକିର ବିକାଶ କରିଛନ୍ତି ବୋଲି…

ରୋନାଲ୍ଡୋ ଗୋଟିଏ ମ୍ୟାଚ୍‌ରୁ ବାସନ୍ଦ

ରିୟାଧ,୧ା୩(ପି.ଟି.):ଫ୍ୟାନ୍‌ଙ୍କ ଉଦ୍ଦେଶ୍ୟରେ ଆପତ୍ତିଜନକ ଭଙ୍ଗୀ ପ୍ରଦର୍ଶନ କରିବା କାରଣରୁ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ଗୋଟିଏ ମ୍ୟାଚ୍‌ରୁ ବାସନ୍ଦ କରାଯାଇଛି। ସାଉଦି ଆରବ ଲିଗ୍‌ର ଏକ ମ୍ୟାଚ୍‌ ସମୟରେ ଅଲ୍‌ ନାସର ଖେଳାଳି ରୋନାଲ୍ଡୋ ଦର୍ଶକ ଗ୍ୟାଲେରିରେ ଥିବା ଅଲ ଶବାବ ଫ୍ୟାନ୍‌ଙ୍କୁ ଏଭଳି…

କାରଖାନା ନିର୍ମାଣ ନାମରେ ମୋରମ ଲୁଟ୍‌

ଯାଜପୁର,୧ା୩(ହର୍ଷବର୍ଦ୍ଧନ ବେହେରା) :ତୃଣମୂଳଠାରୁ ଆରମ୍ଭ କରି ଯାହାର ଯେତେ କ୍ଷମତା ସେହି ପରିମାଣରେ ଦୁର୍ନୀତି ଓ ହରିଲୁଟ ବଢିବା ଏବେ ଯାଜପୁର ଜିଲା ପାଇଁ ଚିନ୍ତାର କାରଣ ହୋଇଛି। ବିଶେଷକରି ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ଅଧିକ ନିୟନ୍ତ୍ରଣ ଆଶା…

ହୋଲି ପୂର୍ବରୁ ଝଟକା, ବଢିଲା ଏଲପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୩: ସରକାରୀ ତୈଳ ଏବଂ ଗ୍ୟାସ କମ୍ପାନୀଗୁଡିକ ହୋଲି ପୂର୍ବରୁ ଲୋକଙ୍କୁ ବଡ଼ ଝଟକା ଦେଇଛନ୍ତି। ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିବାକୁ କମ୍ପାନୀ ଘୋଷଣା କରିଛି। ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ସିଲିଣ୍ଡର ମୂଲ୍ୟରେ ଏହି ବୃଦ୍ଧି କରାଯାଇଛି,…

ମତ୍ସ୍ୟଜୀବୀ ପରିବାରଙ୍କୁ ୨୨ କୋଟିର ଜୀବିକା ସହାୟତା

ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍‌ ରିଡ୍‌ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର କୃଷି ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ…

ସାଉଦିରେ ୫ ୟେମେନ୍‌ ନାଗରିକଙ୍କ ମୁଣ୍ଡକାଟ୍‌

ରିୟାଧ, ୧।୩:ହତ୍ୟା ଏବଂ ଡକାୟତି ମାମଲାରେ ଦୋଷୀ ସାବ୍ୟସ୍ତ ୟେମେନ୍‌ର ୫ ନାଗରିକଙ୍କୁ ସାଉଦି ଆରବରେ ମୃତ୍ୟୁଦଣ୍ଡ ଦିଆଯାଇଛି। ଏହି ୫ ଜଣ ଅହମଦ୍‌ ଅଲ୍‌ ଅରାଦୀ ନାମକ ଜଣେ ସାଥୀଙ୍କ ମୁଣ୍ଡକୁ ପିଟି ପିଟି ହତ୍ୟା କରିଥିଲେ। ଦୋଷୀ ସାବ୍ୟସ୍ତ…

ଆଣବିକ ଯୁଦ୍ଧ ଭୟ ଦେଖାଇଲେ ପୁଟିନ୍‌

ମସ୍କୋ,୧।୩:ୟୁକ୍ରେନ୍‌ରେ ଯୁଦ୍ଧ ପାଇଁ ପାଶ୍ଚାତ୍ୟ ଦେଶଗୁଡ଼ିକ ଯଦି ସେମାନଙ୍କ ସୈନ୍ୟ ପଠାନ୍ତି, ତେବେ ଆଣବିକ ଯୁଦ୍ଧର ଭୟ ରହିଛି ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ପାର୍ଲାମେଣ୍ଟରେ ଗୁରୁବାର ବାର୍ଷିକ ଅଭିଭାଷଣ ରଖିବା ଅବସରରେ ରୁଷିଆକୁ ଦୁର୍ବଳ କରିବା ପାଇଁ…

ସ୍କୁଲରେ ଶୋଇଲେ ଶିକ୍ଷକ, ଘରକୁ ଫେରିଲେ ପିଲା

ବଇଣ୍ଡା,୩ା୧ (ପରିକ୍ଷିତ ସାହୁ):ପିଲାଙ୍କୁ ପଢ଼ାଇବା ପରିବର୍ତ୍ତେ ସ୍କୁଲ କାର୍ଯ୍ୟାଳୟରେ ଶୋଇପଡ଼ିଲେ ଶିକ୍ଷକ। ଦୀର୍ଘ ସମୟ ଯାଏ ଶିକ୍ଷକ ଜଣକ ନ ଉଠିବାରୁ ଶେଷରେ ବିଦ୍ୟାଳୟରେ ବସି ବସି ଘରକୁ ଫେରିଲେ ପିଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ପଞ୍ଚାୟତ ରେଙ୍ଗାଳବେଡ଼ା…

ବାଘୁଣୀ ସାରା ଅସୁସ୍ଥ

ବାରଙ୍ଗ,୧।୩ଲିଙ୍ଗରାଜରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘ ସଫାରୀରେ ରହୁଥିବା ବାଘୁଣୀ ସାରା ଆଉ ଚଲାବୁଲା କରିପାରୁନି। ଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିବାବେଳେ ଗୁରୁବାର ତଳେ ପଡ଼ିଯାଇଛି। ଦାୟିତ୍ୱରେ ଥିବା କର୍ମଚାରୀ ତାକୁ ଉଠାଇବାକୁ ଚେଷ୍ଟା କରି ବିଫଳ ହୋଇଥିବା ଜଣାପଡ଼ିଛି। ଏହି…

ସଡ଼କ ଦୁର୍ଘଟଣା: ବର୍ଷକରେ ୫୬୦୦ ମୃତ୍ୟୁ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର):ଓଡ଼ିଶାରେ ୨୦୨୩ରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫୬୦୦ ଜଣଙ୍କ ମୃତ୍ୟୁ ଘଟିଛି, ଯାହାଙ୍କ ମଧ୍ୟରୁ ୭୦% ହେଉଛନ୍ତି ଯୁବବର୍ଗ । ତେଣୁ ବିଭିନ୍ନ ପଞ୍ଚାୟତିରାଜ ପ୍ରତିଷ୍ଠାନର ସଦସ୍ୟ ଯଥା ସରପଞ୍ଚ ଆଦିଙ୍କୁ ସଂଶ୍ଲିଷ୍ଟ କରି ଗ୍ରାମ୍ୟସ୍ତରରେ ସଚେତନତା କାର୍ଯ୍ୟକ୍ରମ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri