Home

୬୩ ପୁରୁଣା, ୪୯ ନୂଆ

ଭୁବନେଶ୍ୱର,୩ା୪(ସୁନିତ୍‌ ମିଶ୍ର): ଦୁଇଟି ପର୍ଯ୍ୟାୟରେ ୨୧ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବାର ସପ୍ତାହ ପରେ ମଙ୍ଗଳବାର ଭାଜପା ପକ୍ଷରୁ ରାଜ୍ୟର ୧୧୨ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଭାଜପା ଉଭୟ…

ଖେଳିବେନି ବେନ୍‌ ଷ୍ଟୋକ୍ସ, ଟି୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଘୋଷଣା…

ଲଣ୍ଡନ, ୨ା୪: ଟି୨୦ ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡ ଟିମ୍‌କୁ ବଡ଼ ଝଟ୍‌କା ଲାଗିଛି। ଦଳର ଷ୍ଟାର ଖେଳାଳି ତଥା ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ମଙ୍ଗଳବାର ଆଗାମୀ ଟି୨୦ କ୍ରିକେଟ ବିଶ୍ୱକପ୍‌ରୁ ଓହରିଯାଇଛନ୍ତି। ଜଣେ ଅଲରାଉଣ୍ଡର ଭାବେ ସେ ତାଙ୍କ ଫିଟ୍‌ନେସ୍‌…

ଏହି ସୁନ୍ଦରୀଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଶାହାରୁଖଙ୍କ ପୁଅ ଆର୍ୟନ! ଭାଇରାଲ ହେଉଛି Video

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ କିଙ୍ଗ ଖାନ୍‌ ଶାହାରୁଖଙ୍କ ବଡ଼ ପୁଅ ଆର୍ୟନ ଖାନ୍‌। ବ୍ରାଜିଲ୍‌ର ଜଣେ ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଥିବା ବେଳେ ଉଭୟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଘୁରି…

ମନମୋହନ ସିଂହଙ୍କ ବଡ଼ ଘୋଷଣା, ମଲ୍ଲିକାର୍ଜୁନ ଲେଖିଲେ ଭାବବିହ୍ବଳ ଚିଠି

ନୂଆଦିଲ୍ଲୀ,୪।୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ମଙ୍ଗଳବାର ରାଜ୍ୟ ସଭାରୁ ଅବସର ନେଇଛନ୍ତି। ଏହି ଅବସରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମନମୋହନଙ୍କୁ ଏକ ଚିଠି ଲେଖିଛନ୍ତି। ସେ କହିଛନ୍ତି, ‘ବର୍ତ୍ତମାନ ଆପଣ ଆଉ ରାଜ୍ୟ ସଭାରେ ରହିବେ ନାହିଁ।…

ଆଉ ୧୭ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଏବେ ବି ସସ୍‌ପେନ୍ସରେ ଆମେଠି-ରାଏବରେଲି

ନୂଆଦିଲ୍ଲୀ,୨ା୪: ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ମଙ୍ଗଳବାର ୧୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ସେଥିରେ ଓଡ଼ିଶାରୁ ୮ ଜଣ ଥିବାବେଳେ ଆନ୍ଧ୍ରରୁ ୫, ବିହାରରୁ ୩ ଏବଂ ପଶ୍ଚିମବଙ୍ଗରୁ ଗୋଟିଏ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ପ୍ରକାଶ…

୧୦ ବର୍ଷରେ ଯାହା ହୋଇଛି ତାହା କେବଳ ଟ୍ରେଲର, ଆଗକୁ ବହୁତ କିଛି କରିବାର ଅଛି: ମୋଦି

ନୂଆଦିଲ୍ଲୀ,୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନରେ ନିଜର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ମଙ୍ଗଳବାର ରାଜସ୍ଥାନର କୋଟପତଲିରେ ବିଜୟ ଶଙ୍ଖନାଦ ରାଲିରେ ସେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କଂଗ୍ରେସ ତଥା ବିରୋଧୀ ଦଳ ଉପରେ କଟାକ୍ଷ କରିଛନ୍ତି।…

ବିଜେପୁରରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ, ସନତଙ୍କ ଉପରେ ଭାଜପାର ଭରସା

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଏକଦା କଂଗ୍ରେସର ଗଡ଼ ଥିଲା। ପୂର୍ବତନ କଂଗ୍ରେସ ବିଧାୟକ ସ୍ବର୍ଗତ ସୁବଳ ସାହୁଙ୍କ ଦେହାନ୍ତ ପରେ ତାଙ୍କ ପରିବାର ବିଜେଡିରେ ମିଶିଥିଲେ । ଏହି ମିଶ୍ରଣ ପରେ ଆସନଟି ବିଜେଡି…

ପୋଲିସ ଗୁଳିରେ ଟଳିଲେ ୯ରୁ ଊର୍ଦ୍ଧ୍ୱ ମାଓବାଦୀ

ମାଲକାନଗିରି,୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡରେ ପୋଲିସ ଗୁଳିରେ ମଙ୍ଗଳବାର ୯ରୁ ଊର୍ଦ୍ଧ୍ୱ ମାଓବାଦୀ ନିହତ ହୋଇଥିବା ବେଳେ ବହୁ ସଂଖ୍ୟାରେ ମାଓବାଦୀ ଆହତ ହୋଇଥିବା ଜଣାପଡିଛି । ତଲାସୀ ସମୟରେ ଅତ୍ୟାଧୁନିକ ବନ୍ଧୁକ ଓ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି…

ଆଇପିଏଲ୍‌ରେ ଏହି ୨ ମ୍ୟାଚ୍‌ର ତାରିଖ ବଦଳିଲା, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ ମ୍ୟାଚ୍‌ ତାଲିକାରେ ପରିବର୍ତ୍ତନ। ଟୁର୍ନାମେଣ୍ଟର ୨ଟି ମ୍ୟାଚ୍‌ ଘୁଞ୍ଚିବା ନେଇ ବିସିସିଆଇ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। କୋଲକାତା ପୋଲିସଠାରୁ ଏକ ଚିଠି ପାଇବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଇଡେନ୍‌ ଗାର୍ଡେନ୍ସରେ ଏପ୍ରିଲ…

ଆଗକୁ ତାତି ସାଙ୍ଗକୁ କଲବଲ କରିବ ଗୁଳୁଗୁଳି, ୪୦ ଡିଗ୍ରୀ ଉପରେ ତାପମାତ୍ରା

ଭୁବନେଶ୍ୱର,୨।୪: ଏପ୍ରିଲ ଆରମ୍ଭରୁ କଲବଲ କରୁଛି ତାତି। ଦିନରେ ମୁଣ୍ଡଫଟା ଖରା ସାଙ୍ଗକୁ ରାତିରେ ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଉଛି। ତେବେ ଚଳିତ ଗ୍ରୀଷ୍ମଋତୁରେ ସାମାନ୍ୟରୁ ଯଥେଷ୍ଟ ଅଧିକ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।…

ବଢିଲା ମହୁଆଙ୍କ ଅଡୁଆ: କେଜରିଓ୍ବାଲଙ୍କ ପରି ଯାଇପାରନ୍ତି ଜେଲ୍‌!

ନୂଆଦିଲ୍ଲୀ,୨।୪:ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଏମପି ମହୁଆ ମୋଇତ୍ରାଙ୍କ ବିଢିଲା ଅଡୁଆ। ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ ପଚାରିବା ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଡି ତାଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲା…

ସସ୍‌ପେଣ୍ଡ ଭୟରେ କ’ଣ ମୋ’ ପୁଅ ପାଇଁ ପ୍ରଚାର କରିବି ନାହିଁ? ପ୍ରଶ୍ନ କରି ଜବାବ ରଖିଲେ ସୁର…

ଭୁବନେଶ୍ୱର,୨।୪: ବାପା କଂଗ୍ରେସର ବରିଷ୍ଠ ନେତା, ହେଲେ ବିଜେଡି ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ପୁଅ। ଏହାକୁ ନେଇ ପରିବାର ସହ ଦଳ ପକ୍ଷରୁ ନାନାଦି ପ୍ରଶ୍ନର ସମ୍ମୁଖୀନ ହେଉଛନ୍ତି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ। ନିକଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?