Home

ଆବେଲ ପୁରସ୍କାର-୨୦୨୪

ଗଣିତ ପାଇଁ ଏକ ଶ୍ରେଷ୍ଠ ଅନ୍ତର୍ଜାତୀୟ ପୁରସ୍କାର ହେଉଛି ଆବେଲ ପୁରସ୍କାର। ନରଓ୍ବେର ବିଖ୍ୟାତ ଗଣିତଜ୍ଞ ବିଲ୍‌ସ ହେରେନିକ୍‌ ଆବେଲଙ୍କ ନାମାନୁସାରେ ଏହା ନାମିତ ହୋଇଛି। ଆବେଲଙ୍କ ଦ୍ୱିଶତ ଜନ୍ମବାର୍ଷିକୀ ଉପଲକ୍ଷେ ନରଓ୍ବେ ସରକାର ଏହାକୁ ୨୦୦୨ ମସିହାରେ ସ୍ଥାପିତ କରିଛନ୍ତି…

ଚନ୍ଦ୍ରରେ ଜଳ

ପ୍ରଖ୍ୟାତ ଇଟାଲୀୟ ଜ୍ୟୋତିର୍ବିଜ୍ଞାନୀ ଗାଲିଲିଓ ୧୬୦୯ ମସିହାରେ ପ୍ରଥମେ ଦୂରବୀକ୍ଷଣ ଯନ୍ତ୍ର ଜରିଆରେ ଚନ୍ଦ୍ରକୁ ନିରୀକ୍ଷଣପୂର୍ବକ ଏହା ପୃଷ୍ଠର ପର୍ଯ୍ୟବେକ୍ଷଣ କରିଥିଲେ। ସେ ଚନ୍ଦ୍ରପୃଷ୍ଠରେ ଅନେକ ବିସ୍ତୀର୍ଣ୍ଣ ଅନ୍ଧକାରାଚ୍ଛନ୍ନ ଅଞ୍ଚଳ ଲକ୍ଷ୍ୟ କରିଥିଲେ। ସେସବୁକୁ ସେ ଚନ୍ଦ୍ରର ସମୁଦ୍ର ବୋଲି ଧରି…

ଆମେରିକା ରାଷ୍ଟ୍ରଦୂତଙ୍କୁ କଡ଼ା ଜବାବ ଦେଲେ ଜୟଶଙ୍କର

ନୂଆଦିଲ୍ଲୀ,୧।୪: ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁଙ୍କ ହତ୍ୟା ଷଡଯନ୍ତ୍ରରେ କୌଣସି ସରକାରୀ ଅଧିକାରୀଙ୍କ ସମ୍ପୃକ୍ତି ଅନୁସନ୍ଧାନ କରାଯାଉଛି। କାରଣ ଦେଶର ସୁରକ୍ଷା ସ୍ବାର୍ଥ ମଧ୍ୟ ଏଥିରେ ଜଡିତ ଥିବା ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ସୋମବାର କହିଛନ୍ତି। ଆମେରିକାର ଭାରତରେ…

‘ହାଓ ପ୍ରାଇମିନିଷ୍ଟର ଡିସାଇଡ’, କ’ଣ ଲେଖା ଅଛି ଏହି ପୁସ୍ତକରେ ଯାହାକୁ ତିହାରରେ ରହି ପଢିବାକୁ ଚାହୁଁଛନ୍ତି କେଜରିଓ୍ବାଲ

ନୂଆଦିିଲ୍ଲୀ,୧।୪: ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସୋମବାର ରାମାୟଣ, ମହାଭାରତ, ଗୀତା ଏବଂ ସାମ୍ବାଦିକ ନୀରଜା ଚୌଧରୀଙ୍କ ଦ୍ୱାରା ଲିଖିତ ପୁସ୍ତକ ପଢିବାକୁ କୋର୍ଟଙ୍କୁ ମାଗିଛନ୍ତି। ଏହି ପୁସ୍ତକରେ…

ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ପିଆଜ ବୋଝେଇ ଟ୍ରକ୍‌

ବାରିପଦ,୧ା୪: ମୟୂରଭଞ୍ଜ ଜିଲା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ସୋମବାର ଏକ ପିଆଜ ବୋଝେଇ ଟ୍ରକ୍‌ରେ ନିଆଁ ଲାଗି ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଯାଇଛି। ଟ୍ରକ୍‌ଟି ନାସିକ୍‌ରୁ ପିଆଜ ବୋଝେଇ କରି କୋଲକାତା ଅଭିମୁଖେ ଯାଉଥିଲା। ବାଙ୍ଗିରିପୋଷି…

ପ୍ରଧାନମନ୍ତ୍ରୀ ଯାହା କରୁଛନ୍ତି ତାହା ଦେଶ ପାଇଁ ଠିକ ନୁହେଁ, କୋର୍ଟକୁ ଯାଉଯାଉ କହିଗଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧।୪: ଦିଲ୍ଲୀ ଏକ୍ସାଇଜ ସ୍କାମ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ରିମାଣ୍ଡ ଅବଧି ଶେଷ ହେବା ପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୋମବାର ରାଉସ ଆଭେନ୍ୟୁ କୋର୍ଟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ହାଜର କରାଇଛି। ଏହି ସମୟରେ କେଜରିୱାଲ କହିଛନ୍ତି…

ସୁଧୁରୁନି ଚାଇନା: ଅରୁଣାଚଳ ପ୍ରଦେଶକୁ ନେଇ ଡ୍ରାଗନର ଭିତିରିଆ ଖେଳ

ନୂଆଦିଲ୍ଲୀ/ବେଜିଂ,୧।୪: ଅରୁଣାଚଳ ପ୍ରଦେଶକୁ ନେଇ ଭାରତ ଏବଂ ଚାଇନା ମଧ୍ୟରେ ବିବାଦ ପୁଣି ବଢୁଥିବା ଜଣାପଡିଛି। ଚାଇନା ପୁନର୍ବାର ଭାରତର ଏହି ଉତ୍ତର-ପୂର୍ବ ରାଜ୍ୟ ବିଷୟରେ କିଛି କରିଛି, ଯାହା ଦୁଇ ଦେଶ ମଧ୍ୟରେ ତିକ୍ତତା ବଢାଇପାରେ। ଚାଇନା ଅରୁଣାଚଳ ପ୍ରଦେଶର…

ବିଜେଡି ଛାଡ଼ିଲେ ସନ୍ଧ୍ୟାବତୀ ପ୍ରଧାନ, ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଏମିତି…

ଭୁବନେଶ୍ୱର,୧ା୪: ସୋମବାର ବିଜେଡି ଛାଡ଼ିଛନ୍ତି ସନ୍ଧ୍ୟାବତୀ ପ୍ରଧାନ। ପୂର୍ବରୁ ସେ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଏହି ଇସ୍ତଫାପତ୍ରରେ ସେ ଲେଖିଛନ୍ତି, ଆମ…

‘ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ଆମର ପ୍ରଥମ ଲକ୍ଷ୍ୟ’

ଛତ୍ରପୁର,୧ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ୮୯ତମ ପୋଲିସ ପ୍ରତିଷ୍ଠା ଦିବସ ଛତ୍ରପୁର ପୋଲିସ ପଡ଼ିଆଠାରେ ସୋମବାର ପାଲିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ଯୋଗଦେଇ ଆଇନଶୃଙ୍ଖଳା ରକ୍ଷା କରିବା ସହ ଅପରାଧ ନିୟନ୍ତ୍ରଣ ପୋଲିସ କରିଆସୁଛି…

‘ଓଡ଼ିଶା ଗଠନରେ ଓଡ଼ିଶାର ବରପୁତ୍ରମାନଙ୍କ ଅବଦାନ ଅତୁଳନୀୟ’

ଛତ୍ରପୁର,୧ା୪(ଦିଲ୍ଲୀପ ସାମଲ): ସଦର ମହକୁମା ଛତ୍ରପୁରଠାରେ ଗଞ୍ଜାମ ଜିଲା ପ୍ରଶାସନ ଓ ଜିଲା ସୂଚନା ଲୋକସମ୍ପର୍କ ବିଭାଗ ତରଫରୁ ୮୯ ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଲୋକସମ୍ପର୍କ ବିଭାଗ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ବନ୍ଦେ…

କଂଗ୍ରେସକୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧।୪: କଂଗ୍ରେସକୁ ସୋମବାର ଏକ ବଡ଼ ଆଶ୍ୱସ୍ତି। ଇନକମ୍‌ ଟ୍ୟାକ୍ସ ରିକଭରୀ ବିରୋଧରେ କଂଗ୍ରେସର ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଦଳକୁ ଏଠାରେ ଆଶ୍ୱସ୍ତି ମିଳିଛି। ଦେଶର ସର୍ବୋଚ୍ଚ ଅଦାଲତରେ ଅନୁଷ୍ଠିତ ଶୁଣାଣିରେ କୁହାଯାଇଛି ଯେ, ବର୍ତ୍ତମାନ ଆମେ ଏହି…

ଟିକେଟ ମିଳିବାରୁ ଦୌଡି ଦୌଡି ଯାଇ ପିତାଙ୍କୁ ଆଲିଙ୍ଗନ କରି ଖୁବ କାନ୍ଦିଲେ, କିଏ ସେହି ପିଏଚଡି ସ୍କଲାର

ନୂଆଦିଲ୍ଲୀ,୧।୪: ଚିରାଗ ପାସୱାନଙ୍କ ଲୋକ ଜନଶକ୍ତି ପାର୍ଟି (ରାମ ଭିଲାସ) ର ସମସ୍ତ ୫ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି, ଯେଉଁଥିରେ ଗ୍ରାମ୍ୟ ବ୍ୟାପାର ମନ୍ତ୍ରୀ ତଥା ଜେଡିୟୁ ନେତା ଅଶୋକ ଚୌଧୁରୀଙ୍କ ଝିଅ ଶାଂଭବି ଚୌଧୁରୀଙ୍କ ନାମ ମଧ୍ୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?