Home

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା କାହିଁକି ସେ ବଲିଉଡ୍‌କୁ ଆଦୌ ଭୁଲି ନାହାନ୍ତି। ସୁଯୋଗ ମିଳିଲେ ସେ ବଲିଉଡ୍‌ ଗୀତରେ…

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍ ସର୍ଭାରୋଭ ମସ୍କୋରେ ଏକ ସନ୍ଦିଗ୍ଧ କାର୍ ବୋମା ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି । ଆଜି…

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ ପରେ ଯୁକ୍ତ ୨ରେ ୮ଟି ବିଭାଗ ଓ ଯୁକ୍ତ ୩ରେ ୭ଟି ବିଭାଗରେ ଅଧ୍ୟାପକ…

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର ଗଣିତ ଜ୍ଞାନର ପରିଚୟ ମିଳେ। ସେମାନେ ବ୍ୟବହାର କରୁଥିବା ଇଟାର ମାପ, ବିଭିନ୍ନ ସ୍କେଲ୍‌…

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ । ତାଙ୍କ ଗାଁରେ ଏକ ଭୋଜିର ଆୟୋଜନ କରିବା ସହିତ ଗରିବ ଲୋକଙ୍କୁ ଚାଦର…

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ ଭାବେ ନିଜ ଦାୟିତ୍ୱରେ ରହିଛନ୍ତି। ଇନ୍ସପେକ୍ଟର ସଂଗ୍ରାମ ପୂର୍ବରୁ ୨୦୧୯ ରୁ ୨୦୨୧ ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ । ସୁନ୍ଦରଗଡ଼ ସିଭିଲ ସପ୍ଲାଏର…

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଥମ ଥର ପାଇଁ, ରୋହିତ ଖୋଲାଖୋଲି ଭାବରେ ସ୍ବୀକାର କରିଛନ୍ତି, ସେ ୨୦୨୩…

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କ ମଧ୍ୟରେ ଏକ ଟେଲିଫୋନ ବାର୍ତ୍ତାଳାପ ସମୟରେ ଭାରତ-ନ୍ୟୁଜିଲାଣ୍ଡ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA)…

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ ନିୟନ୍ତ୍ରଣ କାହାର ଅଛି। ପ୍ରଧାନମନ୍ତ୍ରୀ କ’ଣ ଏକାକୀ ପରମାଣୁ ଆକ୍ରମଣର ନିର୍ଦ୍ଦେଶ ଦେଇପାରିବେ, ନା…

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାରେ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ସନ୍ଧାନ ଏବଂ ଉଦ୍ଧାର…

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଡିସେମ୍ବର ୨୫ରୁ ରାଜ୍ୟରେ ଶୀତର ପ୍ରକୋପ ଵୃଦ୍ଧି ସମ୍ଭାବନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri