Home

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର ଅଚାନକ ନିଷ୍ପତ୍ତି ଚୌଦ୍ବାର ବିଜେଡିରେ କମ୍ପନ ସୃଷ୍ଟି କରିଛି । ପୌରପାଳିକା ଅଧ୍ୟକ୍ଷା…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ। ବିଜେଡି ପକ୍ଷରୁ ୮ ପଞ୍ଚାୟତ ତଥା…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ପ୍ରଥମ ଥର ପାଇଁ ଦଳର ଖରାପ ପ୍ରଦର୍ଶନକୁ ଖୋଲାଖୋଲି ଭାବରେ ସମ୍ବୋଧିତ କରିଛନ୍ତି।…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍ କରିଛି । ପ୍ରାୟ ୪୪୦ କୋଟି ଟଙ୍କା ଫ୍ରିଜ କରାଯାଇଛି । ED…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି ପଡ଼ିଛି। ଆଶଙ୍କା କରାଯାଉଛି ଯେ ୧୫ ରୁ ୨୦ ଜଣ ଶ୍ରମିକ ଭଗ୍ନାବଶେଷ…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସଭାପତି ସତ୍ୟବାନ ପାତ୍ର ଓ ସମ୍ପାଦକ ବାଇନାଥ ଦାସଙ୍କ ତତ୍ତ୍ୱାବଧାନରେ ବସ୍‌ଷ୍ଟାଣ୍ଡ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ ବଜାରରେ ନିଆଁକୁ ଆହୁରି ଘିଅ ଢାଳିବା ସଦୃଶ ହୋଇଥିଲା । ଯାହା ନିବେଶକଙ୍କ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି। ଏପରି କ୍ଷେତ୍ରରେ ଲୋକଙ୍କ ମନକୁ ଆସେ ଘର ପୋଛିବା ପରେ ବି ମାଛି…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର ଏକ ମାରାତ୍ମକ ରୋଗ (କର୍କଟ) ପରି; ତେଣୁ, ବ୍ୟାପକ କ୍ଷୟକ୍ଷତିକୁ ଏଡାଇବା ପାଇଁ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩ ରେ ୫୭ ଦିନ ଧରି ଚାଲିଥିବା ଏହି ତୀର୍ଥଯାତ୍ରା ଆରମ୍ଭ ହେବାର ମାତ୍ର…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି। ଫ୍ୟାଶନ କଥା ଆସିଲେ ସେ ଅତୁଳନୀୟ। ନିକଟରେ ପ୍ରିୟଙ୍କା ପ୍ୟାରିସରେ ହାଉଟ କାଉଚର…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର ବିଭିନ୍ନ ଜଙ୍ଗଲ ପରିଦର୍ଶନରେ ଯିବା ସହ ଜଙ୍ଗଲର ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?