ଆଜି ଇସ୍ତଫା ଦେବେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ
ଶିମଲା,୨୮।୨: ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ପଦରୁ ଇସ୍ତଫା ଦେଇପାରନ୍ତି। କଂଗ୍ରେସ ହାଇକମାଣ୍ଡଙ୍କ ପକ୍ଷରୁ ପଠାଇଥିବା ପର୍ଯ୍ୟବେକ୍ଷକଙ୍କ ସାମ୍ନାରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ପ୍ରସ୍ତାବ ଦେଇଛନ୍ତି। ତେବେ ସେ ଏ ପର୍ଯ୍ୟନ୍ତ ରାଜ୍ୟପାଳଙ୍କ ନିକଟରେ କୌଣସି…
ହିମାଚଳ ପ୍ରଦେଶ: ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ସମେତ ୧୫ ବିଧାୟକଙ୍କୁ ନିଲମ୍ବନ କଲେ ବାଚସ୍ପତି
ଶିମଲା,୨୮।୨: ହିମାଚଳ ପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଯାଇଛି। ଏହି ସମୟରେ ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ଜୟରାମ ଠାକୁରଙ୍କ ସମେତ ୧୫ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକଙ୍କୁ ନିଲମ୍ବିତ କରି ଗୃହକୁ…
ଆଜିର ଦିନରେ କୋହଲି କହିଥିଲେ-‘ମୁଁ ହେଉଛି କିଙ୍ଗ୍’
ନୂଆଦିଲ୍ଲୀ,୨୮।୨: ବିରାଟ କୋହଲି ବର୍ତ୍ତମାନ କ୍ରିକେଟରେ ଏକ ବଡ ନାମ। ଗତ ବର୍ଷ ଏହି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ଦିନିକିଆରେ ଅଧିକାଂଶ ଶତକ ହାସଲ କରିବାର ରେକର୍ଡ ଭାଙ୍ଗିଥିଲେ। ବର୍ତ୍ତମାନ ଦିନିକିଆରେ କୋହଲିଙ୍କ ଶତକ ସଂଖ୍ୟା ସର୍ବାଧିକ। ଏଣୁ କୋହଲିଙ୍କୁ…
୩ ମାସ ପରେ ଫେରିଲେ, ହେଲେ ୧୨ ବଲ୍ରେ ଖେଳ ଶେଷ
ନୂଆଦିଲ୍ଲୀ,୨୮।୨: ଯୁବ ଉଇକେଟକିପର-ବ୍ୟାଟ୍ସମ୍ୟାନ୍ ଈଶାନ କିଷନ ଗତ କିଛିଦିନ ଧରି ଚର୍ଚ୍ଚାରେ ରହିଛନ୍ତି। ଏହାର କାରଣ ହେଉଛି ସେ ଦକ୍ଷିଣ ଆଫ୍ରିକା ଗସ୍ତକୁ ଅଧାରେ ଛାଡ଼ି ଚାଲିଆସିଥିଲେ। ଏହାପରେ ସେ ଟିମ୍ ମ୍ୟାନେଜମେଣ୍ଟକୁ ମେଣ୍ଟାଲ ବ୍ରେକ୍ ମାଗିଥିଲେ। ଲଗାତର ଭାବେ ସୁଯୋଗ…
ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନ
ନୂଆଦିଲ୍ଲୀ,୨୮।୨: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନଙ୍କର ବୁଧବାର ପରଲୋକ ଘଟିଛି। ବୁଧବାର ସକାଳେ ଚେନ୍ନାଇର ରାଜୀବ ଗାନ୍ଧୀ ଜେନେରାଲ ହସ୍ପିଟାଲରେ ସନ୍ଥନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଡାକ୍ତରଖାନା ଅଧିକାରୀ କହିଛନ୍ତି ଯେ, ସାନ୍ତନଙ୍କ ସକାଳ ୭:୫୦ରେ ମୃତ୍ୟୁ…
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର,୨୮।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ। ପ୍ରଥମେ ରାଷ୍ଟ୍ରପତି ନିଜ ଜିଲା ମୟୂରଭଞ୍ଜ ଗସ୍ତ…
ଆଜି ଚାଷୀଙ୍କ ଖାତାକୁ ଆସିବ ୧୬ତମ କିସ୍ତି, ୯ କୋଟି କୃଷକ ପାଇବେ ଲାଭ
ନୂଆଦିଲ୍ଲୀ,୨୮।୨: ପିଏମ୍ କିଷାନ ନିଧି ଯୋଜନା ଅଧୀନରେ ବୁଧବାର ୧୬ତମ କିସ୍ତି ଚାଷୀଙ୍କ ଖାତାକୁ ଆସିବ। ଏହାପୂର୍ବରୁ ୧୫ ନଭେମ୍ବର ୨୦୨୩ରେ ୧୫ତମ କିସ୍ତି ଆସିଥିଲା। ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଜାରି କରିଥିଲେ। ଏଥି ସହିତ ଏଥର ମଧ୍ୟ…
ମାଲିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବ୍ରିଜ୍ରୁ ଖସିଲା ବସ୍, ୩୧ ମୃତ
ବମାକୋ,୨୮।୨: ଆଫ୍ରିକୀୟ ଦେଶ ମାଲିରେ ବଡ଼ ଦୁର୍ଘଟଣା ଘଟିଛି। ଏକ ବସ୍ ବ୍ରିଜରୁ ଖସି ପଡିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ଜଣ ଆହତ ହୋଇଥିବା ସୂଚନା ମିଳିଛି। ମଙ୍ଗଳବାର କେନିବା ଅଞ୍ଚଳରେ ଏହି ଘଟଣା ଘଟିଛି।…
ମିଶନ ଶକ୍ତି ବଜାର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରରେ ମିଶନ ଶକ୍ତି ବଜାରକୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧ ସହରାଞ୍ଚଳରେ ବାସ କରୁଥିବା ମହିଳାମାନଙ୍କ ପାଇଁ ଦୀର୍ଘମିଆଦୀ ଜୀବିକାର୍ଜନ ଲାଗି ମିଶନ ଶକ୍ତି ବଜାର…
ଅବକାରୀ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ପାଉଁଶ ହୋଇଗଲା ମୋଟରସାଇକେଲ
କାମାକ୍ଷାନଗର,୨୭।୨: ଭୟାବହ ଅଗ୍ନିକାଣ୍ଡରେ ଜଳିପୋଡ଼ି ପାଉଁଶ ହୋଇଗଲା ପାଞ୍ଚରୁ ଅଧିକ ମୋଟରସାଇକେଲ। ଏଭଳି ଏକ ଦୁର୍ଘଟଣା ଘଟିଛି କାମାକ୍ଷାନଗର ଅବକାରୀ କାର୍ଯ୍ୟାଳୟ ପରିସରରେ। ସୂଚନାଥାଉ କି, କୁହାଯାଉଛି କି ପ୍ରଥମେ କାର୍ଯ୍ୟାଳୟର ପଛପଟେ ନିଆଁ ଲାଗିଥିଲା । ଏହାପରେ ଚାହୁଁ ଚାହୁଁ…
ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ
ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ ଗେଟ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ସହ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ…
୫୯ନମ୍ବର ଜାତୀୟ ରାଜପଥର ୨୭କିମି ରାସ୍ତା ପ୍ରଶସ୍ତିକରଣ ପାଇଁ ୭୧୮କୋଟି ମଞ୍ଜୁର କଲା କେନ୍ଦ୍ର
ଭୁବନେଶ୍ୱର,୨୭।୨: ସାଧାରଣ ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ୫୯ନମ୍ବର ଜାତୀୟ ରାଜପଥର ୨୬.୯୬କିମି ରାସ୍ତାର ପ୍ରଶସ୍ତିକରଣ ପାଇଁ ୭୧୮.୨୬କୋଟି ଟଙ୍କା ମଞ୍ଜୁର କରିଛନ୍ତି। କନ୍ଧମାଳ ଓ ଗଞ୍ଜାମ ଜିଲା ଦେଇ ଯାଇଥିବା ଏହି ୫୯ ନମ୍ବର ଜାତୀୟ ରାଜପଥ ଦାରିଙ୍ଗିବା ଘାଟି…
Archives


