Home

ବ୍ରହ୍ମପୁର ପୋଲିସ ପକ୍ଷରୁ ପାଳିତ ହେଲା ୮୯ ତମ ପୋଲିସ ପ୍ରତିଷ୍ଠା ଦିବସ

ବ୍ରହ୍ମପୁର,୧ା୪(ସୁବାସ ଚନ୍ଦ୍ର ପାଢ଼ୀ): ଜନସାଧାରଣଙ୍କ ସେବା ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ପ୍ରତିଷ୍ଠା ହୋଇଥିଲା। ସେବା ଯୋଗାଇବା ସହିତ ସମାଜରେ ନିରପେକ୍ଷତା ଏବଂ ସୁରକ୍ଷା ପ୍ରଦାନରେ ପୋଲିସ ବାହିନୀ ଗୁରୁଦାୟିତ୍ୱ ତୁଲାଉଛି। ଏଥିପାଇଁ ଜନସାଧାରଣଙ୍କ ସହଯୋଗ ଆବଶ୍ୟକ। ଜନସାଧାରଣଙ୍କ ସହଯୋଗରେ ପୋଲିସର ଦକ୍ଷତା…

ମୌଳିକ ସୁବିଧାରୁ ବଞ୍ଚିତ ମାରାଣ୍ଡି ଗ୍ରାମବାସୀ

ପାରଳାଖେମୁଣ୍ଡି,୧ା୪ (ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତୁମ୍ବାଣ ପଞ୍ଚାୟତ ଅନ୍ତର୍ଗତ ମାରାଣ୍ଡି ଗ୍ରାମବାସୀ ଆଜି ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ। ସରକାରୀ ଯୋଜନା ଏହି ଦୁର୍ଗମ ଅପହଞ୍ଚ ଗ୍ରାମବାସୀଙ୍କ ପାଇଁ ସାତ ସପନ। ଗ୍ରାମକୁ ଯିବାକୁ ରାସ୍ତା…

କମିଲା ଗ୍ୟାସ୍‌ ଦର, ଜାଣନ୍ତୁ କେଉଁଠି କେତେ କମିଲା…

ନୂଆଦିଲ୍ଲୀ,୧ା୪: ସାଧାରଣ ଲୋକଙ୍କୁ ଆରାମ ପ୍ରଦାନ କରି ସୋମବାର ଗ୍ୟାସ ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି। ଆଜି ତୈଳ କମ୍ପାନୀଗୁଡିକ କ୍ରମାଗତ ୩ ମାସ ପାଇଁ ବଢୁଥିବା ଗ୍ୟାସ ଦର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ୧ ଏପ୍ରିଲ ୨୦୨୪ରେ ଗ୍ୟାସ ସିଲିଣ୍ଡରର…

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।…

ଘୂର୍ଣ୍ଣିଝଡ଼ରେ ୫ ମୃତ, ଶତାଧିକ ଆହତ

କୋଲକାତା,୧ା୪: ପଶ୍ଚିମବଙ୍ଗର ଉତ୍ତର ଭାଗରେ ଥିବା ଜଲପାଇଗୁଡ଼ି ଜିଲାର କିଛି ଅଂଶରେ ଘୂର୍ଣ୍ଣିଝଡ଼ ହେବାରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି। ଏହି ସମୟରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏକ ଅରେଞ୍ଜ ଓ୍ବାର୍ନିଂ ଜାରି…

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧ା୪: ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ…

ଉତ୍କଳ ଦିବସରେ ମନେ ପଡ଼ନ୍ତି ଓଡ଼ିଆ ବରପୁତ୍ର…

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିନ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଦିନ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ…

ସରକାରୀ ଗାଡ଼ିରେ ପରିବାର ସହ ବୁଲୁଛନ୍ତି ରେଞ୍ଜ ଅଫିସର

ରାଜନଗର,୧ା୪(ଭାସ୍କର ରାଉତରାୟ): ସରକାରୀ ଗାଡ଼ିରେ ଡ୍ୟୁଟି ଛାଡି ବାବୁ କରୁଛନ୍ତି ଭ୍ରମଣ। ବିନା ଛୁଟିରେ କାହାକୁ ନ ଜଣାଇ ସରକାରୀ ଗାଡ଼ି ନେଇ ପରିବାର ସଦସ୍ୟଙ୍କ ସହ କଟକ ଓ ଭୁବନେଶ୍ୱର ଘୁରି ବୁଲିବା ସହ ବିଳମ୍ବିତ ରାତ୍ରି ଯାଏଁ ଭୁବନେଶ୍ୱର…

ଭାଷାର ବ୍ୟବହାର କମ୍‌ ହେଲେ ମାନ କମିବ

ଭୁବନେଶ୍ୱର,୧ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଆଜିକାଲି ଆମ ଦିନ ‘ଗୁଡ୍‌ ମର୍ନିଂ’ରୁ ଆରମ୍ଭ ହେଉଛି। ‘ସୁପ୍ରଭାତ’ ବା ‘ଶୁଭ ସକାଳ’ର ବ୍ୟବହାର ବହୁତ କମ୍‌। ସକାଳଠୁ ନେଇ ରାତି ପର୍ଯ୍ୟନ୍ତ ଆମେ ଓଡ଼ିଆ ଭାଷା ଭିତରେ ହିନ୍ଦୀ, ଇଂଲିଶ ଭାଷାର ବ୍ୟବହାର ଅଧିକ କରୁଛେ।…

ଆଦିବାସୀଙ୍କ ଉପାସନାର ପୀଠ ପଥର ସଦୃଶ ମନ୍ଦିର

ମାଲକାନଗିରି,୧ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ସାବେରୀ ନଦୀ ନିକଟରେ ଏକ ମନ୍ଦିର ଦେଖିବାକୁ ମିଳିଛି, ଯାହାକି ଲୁକାୟିତ ଅବସ୍ଥାରେ ରହିଛି। ଏହି ମନ୍ଦିରରେ ଆଦିବାସୀମାନେ ପୂଜା କରନ୍ତି। ସେମାନଙ୍କର ବିଶ୍ୱାସ ଆମମାନଙ୍କ ପାଇଁ ଭଗବାନ ଏବଂ ପ୍ରକୃତି ଶହ…

ସ୍ବପ୍ନ ଓ ସଂକଳ୍ପର ଅନୁରଣନ: ଉତ୍କଳ ପ୍ରଦେଶ

୧୮୦୩ ବେଳକୁ ବ୍ରିଟିଶ ସାମ୍ରାଜ୍ୟର ଆଧିପତ୍ୟ ଓଡ଼ିଶା ଉପରେ ବିସ୍ତାରଲାଭ କରେ। ଇଂରେଜମାନଙ୍କ ଦ୍ୱୈତ ଶାସନ ନୀତି, ଆର୍ଥନୀତିକ ଶୋଷଣ, ନୂତନ ଜମିଜମା ବନ୍ଦୋବସ୍ତ ସୃଷ୍ଟି କରିଥିଲା ଘୋର ଜନ ଅସନ୍ତୋଷ। ପରିଣତି ସ୍ବରୂପ ଓଡ଼ିଶାର ଜାତୀୟ ଜୀବନରେ ସଂଗଠିତ ଭାବରେ…

ଘୁଷୁରି ପଲଙ୍କ ସହ ଶୈଶବ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୨ବର୍ଷର ଆଦିବାସୀ ବାଳକ ରାହୁଲ ସିଂ। ନିଜ ଘର ବାଲେଶ୍ୱର। ଘରର ଆର୍ଥିକ ସ୍ଥିତି ଏତେ ଦୟନୀୟ ଥିଲା ଯେ ଜନ୍ମ କଲା ମା’ ଜଣେ ବ୍ୟକ୍ତିଙ୍କୁ ତାଙ୍କୁ ମାତ୍ର ୫୦ ହଜାର ଟଙ୍କାର ଟେକି ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?