ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ
ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ ୧୦ ଟାରେ ଦାରିଙ୍ଗବାଡିରେ ପହଞ୍ଚି ପୂର୍ବତନ ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁଙ୍କ ବାସ…
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ତେବେ ମୃତକଙ୍କ ମଧ୍ୟରେ ମାଆ ଏବଂ ଦୁଇ ପୁଅ ରହିଛନ୍ତି । ଢେଙ୍କାନାଳ…
ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍ ଅଫ୍ର କିଛି ମିନିଟ୍ ଘଟିଲା ଏମିତି…
ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା। ବିମାନର ଗୋଟିଏ ଇଞ୍ଜିନରେ ଯାନ୍ତ୍ରିକ ସମସ୍ୟା ଦେଖାଦେବା ପରେ ପାଇଲଟମାନେ ସୁରକ୍ଷାକୁ ପ୍ରାଥମିକତା ଦେଇଥିଲେ…
ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ
ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର ପାଇଁ କେତେ ଆବଶ୍ୟକ, ଏସବୁ ତତ୍ତ୍ୱ ଶରୀରକୁ ମିଳିବ କିପରି? ଆଣ୍ଟିଅକ୍ସିଡାଣ୍ଟ ହେଉଛି ଏକ…
ୟୁନୁସ ଭାରତ ବିରୋଧରେ…ବାଂଲାଦେଶ ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଶେଖ ହାସିନା
ଢାକା,୨୨।୧୨: ବାଂଲାଦେଶର ରାଜଧାନୀ ଢାକାର ପରିସ୍ଥିତି ସାମ୍ପ୍ରତିକ ହିଂସା ଏବଂ ପ୍ରତିବାଦ ପରେ ଶାନ୍ତ ହେଉଥିବା ପରି ମନେ ହେଉଛି। ତଥାପି ରାଜନୈତିକ ମହଲରେ ଉତ୍ତେଜନା ବୃଦ୍ଧି ପାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ବର୍ତ୍ତମାନର ପରିସ୍ଥିତି ପାଇଁ ସିଧାସଳଖ ଅନ୍ତରୀଣ…
ଜାଣି ରଖନ୍ତୁ କିପରି କିଡ୍ନୀକୁ ରଖିବେ ସୁସ୍ଥ
ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। ତେବେ କିଡ୍ନୀ କିପରି ସୁସ୍ଥ ରହିବ, ସେ ନେଇ ସତର୍କ ରହିବା ନିହାତି…
୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ
ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ ପାଇଁ ସବୁଠାରୁ ଚ୍ୟାଲେଞ୍ଜିଂ ପ୍ରମାଣିତ ହୋଇପାରେ। ସାମ୍ପ୍ରତିକ ବର୍ଷଗୁଡ଼ିକରେ, କିଛି ଟି-୨୦ ମ୍ୟାଚ ଖେଳାଯାଇଛି।…
ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…
ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି। ଉକ୍ତ ଶ୍ମଶାନ ନିକଟରେ ଓଷକଣା ପଞ୍ଚାୟତର ଗୋଟିଏ ପରିବାରର ୨ ଭାଇ ଭଉଣୀଙ୍କ ଫଟୋଚିତ୍ରରେ…
୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼
ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ ଶେଷ ହେବାକୁ ଯାଉଛି। ଏହି ମହୋତ୍ସବରେ ପ୍ରତିବର୍ଷ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼…
ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ
ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି। ଗୁଜରାଟର ଜଣେ ଯୁବକଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି। ସେ ବର୍ଣ୍ଣନା କରିଛନ୍ତି, କିପରି…
ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍ଏମ୍ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…
ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ ରହୁଥିବା ଜଣେ ଅବସରପ୍ରାପ୍ତ ଏଏନ୍ଏମ୍ ସୁପରାଇଜରଙ୍କ ମୃତଦେହ ନିଜ ଘର ଆଗରେ ପଡ଼ିରହିଥିବା ଦେଖିବାକୁ…
ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…
ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ ଖ୍ରୀଷ୍ଟ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦେଖାଯାଇଛି ଉଲ୍ଲାସ, ଖୁସି ଆଉ ଆନନ୍ଦ। ଭାଇଚାରାର ବାର୍ତ୍ତା ନେଇ…
Archives


