Home

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି) କାର୍ଯ୍ୟକ୍ରମର ଗୋଟିଏ ଦିନ ପୂର୍ବରୁ ଏକ ଉତ୍ତେଜନା ସୃଷ୍ଟି ହୋଇଥିଲା। COEP କଲେଜ…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ୩ ଶ୍ରମିକଙ୍କୁ ତାଳଚେର ଏନଟିପିସି ମେଡିକାଲରେ ଚିକିତ୍ସାଧିନ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି। ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଅଗଷ୍ଟ ୨୩ରେ କଲମ୍ବୋରେ ଆରମ୍ଭ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ ସ୍ଥଗିତ କରିଛି – ଯେଉଁଥିରେ ଦକ୍ଷିଣ ମୁମ୍ବାଇର ବମ୍ବେ ପ୍ରେସିଡେନ୍ସି ରେଡିଓ କ୍ଲବ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ ୪୨୭.୮୦ କୋଟି ଟଙ୍କା ଖର୍ଚ୍ଚରେ ହୋଇଥିବା ୭ଟି ନୂତନ ପ୍ରକଳ୍ପ ବିଭିନ୍ନ ସ୍ଥାନରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ହ୍ବାଇଟ ହାଉସ ପ୍ରେସ ସଚିବ କାରୋଲିନ ଲିଭିଟ ସମେତ ଅନେକ…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ ବୃଦ୍ଧି ଘଟିଛି। ସରକାର କହିଛନ୍ତି ଯେ ଘରୋଇ ଚାହିଦା ପୂରଣ କରିବା ପାଇଁ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ ଅନ୍ୟଥର ଭଳି ଏଥର ମଧ୍ୟ ପଞ୍ଜୀକରଣରେ ନୂଆ କଟକଣା ଚାଷୀଙ୍କୁ ଅଡ଼ୁଆ ସାଜିଥିଲା…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା ଦେଇଛି। ପାଟଦରା(କୁଇମୁଣ୍ଡା) ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଅବ୍ୟବସ୍ଥା ମଧ୍ୟରେ ଚାଲିଛି।…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ହେଉଥିବାବେଳେ ୨୧ ଜିଲାକୁ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ ସେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଥିବା ନେଇ ତାଙ୍କ ପତ୍ନୀ ସୁନୀତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?