Home

ରିଲ୍‌ ଲାଇଫର ‘ରାମ’ଙ୍କ ପରି ପୂର୍ବରୁ ‘ରାବଣ’ଙ୍କୁ ମଧ୍ୟ ଟିକେଟ୍‌ ଦେଇଛି ଭାଜପା, ଜାଣନ୍ତୁ ‘ଲଙ୍କେଶ’ଙ୍କ କିପରି ଥିଲା ରାଜନୈତିକ କ୍ୟାରିୟର

ମୁମ୍ବାଇ: ଚାରି ଦଶକ ପୂର୍ବରୁ ଟିଭି ସିରିଆଲରେ ଲୋକପ୍ରିୟ ହୋଇଥିଲା ରାମାୟଣ। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ହିନ୍ଦୁଙ୍କ ରିଅଲ ଲାଇଫର ରାମ ହୋଇଯାଇଥିଲେ। ତେବେ ସମସ୍ତଙ୍କ ପ୍ରିୟ ରାମଙ୍କୁ ଭାଜପା ଚଳିତ ନିର୍ବାଚନ ପାଇଁ ଟିକେଟ୍‌…

ଟ୍ରୋଲିଂକୁ ନେଇ ରାଗରେ ନିଆଁବାଣ ହେଲେ ସୋନୁ, କହିଲେ ‘ସେ ଆମ ହିରୋ’

ବମ୍ବେ,୨୯।୩: ଆରମ୍ଭରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୭ତମ ସିଜନ ଚର୍ଚ୍ଚାରେ ରହିଆସୁଛି। ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଏବଂ ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଘୃଣାର ଶିକାର ହେବାକୁ ପଡ଼ୁଛି। ରୋହିତ ଶର୍ମାଙ୍କ ସ୍ଥାନରେ ସେ ଅଧିନାୟକ ହୋଇଥିବାରୁ ପ୍ରଶଂସକମାନେ…

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତି ଅସମ୍ଭାଳ…

ଆଲିଆଙ୍କ ମହଙ୍ଗା ନେକଲେସ

ମୁମ୍ବାଇ: ନିକଟରେ ଲଣ୍ଡନରେ ଆୟୋଜିତ ହୋପ ଗାଲା କାର୍ଯ୍ୟକ୍ରମରେ ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଯୋଗ ଦେଇଥିଲେ। ଆଲିଆ ନିଜେ ଏହି କାର୍ଯ୍ୟକ୍ରମ ହୋଷ୍ଟ କରିଥିଲେ। ଭାରତରେ ଅବହେଳିତ କିଶୋରମାନଙ୍କ ପାଇଁ ପାଣ୍ଠି ସଂଗ୍ରହ ପାଇଁ ସଲାମ ବମ୍ବେ ଫାଉଣ୍ଡେସନ ମାଧ୍ୟମରେ…

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ ଓ ପ୍ରାର୍ଥୀଙ୍କ ଦ୍ୱାରା କରାଯାଉଥିବା ଖର୍ଚ୍ଚର ସୀମା ନିର୍ଦ୍ଧାରଣ କରିବା। ନିର୍ବାଚନ କମିଶନର ନିଜ…

କଂଗ୍ରେସ ଏହି ଖୁସିକୁ ସହି ପାରିଲା ନାହିଁ, କାହିଁକି ଏମିତି କହିଲେ କଙ୍ଗନା

ଶିମଲା,୨୯।୩: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ନେଇ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ ଦେଇଥିବା ମନ୍ତବ୍ୟ ଉପରେ ଅଭିନେତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ମଣ୍ଡିର ଭଉଣୀ…

କଂଗ୍ରେସ ପରେ ବଢିଲା ଏହି ଦଳର ମୁଣ୍ଡବ୍ୟଥା, ଆୟକର ବିଭାଗରୁ ମିଳିଲା ନୋଟିସ

ନୂଆଦିଲ୍ଲୀ,୨୯।୩: କଂଗ୍ରେସ ପରେ ଏବେ ଅନ୍ୟ ଏକ ଦଳର ସମସ୍ୟା ବଢିଥିବା ସୂଚନା ମିଳିଛି। ଏହି ପାର୍ଟିକୁ ଆୟକର ବିଭାଗ ପକ୍ଷରୁ ଏକ ନୋଟିସ ମଧ୍ୟ ମିଳିଛି। ଘଟଣା ହେଲା କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ଏହି ବିଜ୍ଞପ୍ତି ଗ୍ରହଣ…

ପିଲାଙ୍କୁ କେତେ ବୟସରେ ବ୍ରଶ କରାଇବା କଥା ତାହା ଜାଣନ୍ତି ନାହିଁ ୯୦ ପ୍ରତିଶତ ମାତାପିତା

ନୂଆଦିଲ୍ଲୀ: ଯଦି ଆପଣଙ୍କର ୬ମାସର ଶିଶୁର ପାଟିରେ ଏକ ଦାନ୍ତ ଉଠିଛି ଏବଂ କେହି ଆପଣଙ୍କୁ ପ୍ରତିଦିନ ବ୍ରଶ ସାହାଯ୍ୟରେ ଶିଶୁର ଦାନ୍ତ ସଫା କରିବାକୁ କୁହନ୍ତି । ସେତେବେଳେ ଆପଣ ଅନୁଭବ କରିବ ଯେ ସେ ନିଶ୍ଚୟ ଭାବେ ଭୁଲ…

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି ସୋରେନଙ୍କୁ ଟିକେଟ୍‌ ଦେଇଛି। ଅଞ୍ଜନି ଏଥର ଓଡ଼ିଶାର ମୟୂରଭଞ୍ଜ ସିଟ୍‌ରୁ ନିର୍ବାଚନ ଲଢିବେ। ଅଞ୍ଜନି…

ଆସିଲା ମୁଖତାର ଅନସାରୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଏହି କାରଣ ପାଇଁ ହୋଇଛି ମୃତ୍ୟୁ

ବାନ୍ଦା,୨୯।୩: ମାଫିଆ ମୁଖତାର୍‌ ଅନସାରୀଙ୍କ ଶବ ବ୍ୟବଚ୍ଛେଦ ପରେ ହୃଦ୍‌ଘାତ ହେତୁ ତାଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ପୋଷ୍ଟମର୍ଟମ ଘରୁ ବାହାରକୁ ଆସିଥିବା ଡାକ୍ତରମାନେ କହିଛନ୍ତି ଯେ ଜଣେ ପିଜିଆଇ ଲକ୍ଷ୍ନୌ , ୩ବାନ୍ଦା ଜିଲା ଡାକ୍ତରଖାନା ଏବଂ ଏକ…

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ ୧୭ରନ ଡିଫେଣ୍ଡ କରୁଥିବାବେଳେ ସେ ମାତ୍ର ୪ରନ ଖର୍ଚ୍ଚ କରିଥିଲେ। ଅକ୍ଷୟ ପଟେଲ ଏବଂ…

ଏହି ରାଜ୍ୟରେ ଭାଜପାକୁ ହେଲା ପ୍ରାର୍ଥୀଙ୍କ ଅଭାବ, କଂଗ୍ରେସ ନେତାଙ୍କୁ ବାଣ୍ଟିଦେଲା ୬୦ଭାଗ ଟିକେଟ୍‌!

ନୂଆଦିଲ୍ଲୀ,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପାର୍ଟିର ନେତାଙ୍କ ମଧ୍ୟରେ ଦଳବଦଳ କାର୍ଯ୍ୟକ୍ରମ ଖୁବ୍‌ ଜୋର୍‌ରେ ଜାରି ରହିଛି। ତେବେ ରାଜନୀତିରେ ଦଳବଦଳ ପ୍ରଥା ନୂଆ ନୁହେଁ, କାହିଁ କେବେଠାରୁ ଏହି ପ୍ରଥା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?