Home

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ ଅନୁମୋଦନ କରି ନ ଥିଲେ ବୋଲି ସୋମବାର ସ୍ପଷ୍ଟ କରିଛନ୍ତି। ଭୋଟର ତାଲିକାରେ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି ଏକ ରେକର୍ଡ କରିପାରନ୍ତି, ଯାହା ଅଧିନାୟକ ଭାବେ ବିରାଟ କୋହଲି ଓ ସୂର୍ଯ୍ୟକୁମାର…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ ଉପରେ ଅକ୍ଟୋବର ୩ ତାରିଖରେ ଜନ୍ତର ମନ୍ତରରେ ଆନ୍ଦୋଳନ ସମୟରେ ଜଣେ ମହିଳା…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା ୬ ଉଇକେଟ୍‌ରେ UAEକୁ ପରାସ୍ତ କରିଛି। UAE ପକ୍ଷରୁ ଦିଆଯାଇଥିବା ୩୩୦ ରନ୍‌ର…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର, ତାମିଲନାଡୁର ମଦୁରାନ୍ଥକମ୍ ଓ ଧାରାପୁରମ୍ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀର ଥଟ୍ଟନଚାଭଡି ବିଧାନସଭା…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ କରିବା ଘଟଣା ଚର୍ଚ୍ଚା ହେଉଛି। ଏପରି କି ଦିଅର ଶାରୀରିକ ସମ୍ପର୍କ ରଖିବାକୁ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି ଉପରୁ ତଳକୁ ଡେଇଁପଡ଼ିଲେ । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା ଚଳାଇବାକୁ ଦାବି କରୁଥିବା ଏକ ଆବେଦନର ଶୁଣାଣି ସମୟରେ ଭାରତର ପ୍ରଧାନ ବିଚାରପତି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ ଟିମ୍‌ରୁ ମଧ୍ୟ ତାଙ୍କ ନାଁ ଗାଏବ ରହିଛି। ୨୦୨୬-୨୭ ରଣଜୀ ଟ୍ରଫିର ପ୍ରଥମ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ ଦ୍ୱନ୍ଦ୍ୱରେ ପକାଇଥିବା ଏହି ରହସ୍ୟ ଉପରୁ ଏବେ ପରଦା ଉଠିଛି। ୫୦୦୦ ବର୍ଷ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ ପାର କଲେ ବ୍ୟାଟିଂ ଦଳକୁ ବିନା କୌଣସି ବଲ୍‌ରେ ୫ ରନ ମିଳିଥାଏ।…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରେକର୍ଡ କରାଯାଇଛି । NCS ତଥ୍ୟ ଅନୁଯାୟୀ, ମଙ୍ଗଳବାର ଭୋର ୪ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?