Home

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ସେ ୨୭୪ ଷ୍ଟ୍ରାଇକ ହାରରେ ୨୩ ବଲ…

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ ୪୫ ବଲରେ ୮୫ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ଚମତ୍କାର ଇନିଂସ ପାଇଁ…

ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ

ଶ୍ରୀନଗର,୨୯।୩: ଶୁକ୍ରବାର ଜମ୍ମୁ-କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରାମବନ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ କ୍ୟାବ ଖାଲରେ ଖସିପଡିଛି। ଯେଉଁଥିରେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯାତ୍ରୀଙ୍କୁ ନେଇ କ୍ୟାବ ଜମ୍ମୁରୁ ଶ୍ରୀନଗର…

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ ଅନ୍ୟାନ ଦାନ ସାମଗ୍ରୀ ଦୁର୍ବୃତ୍ତ ଲୁଟିନେଇଛନ୍ତି। ଗତ ରଥଯାତ୍ରା ପରଠୁ ହୁଣ୍ଡି ଖୋଲା ଯାଇ…

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି ଚମତ୍କାର ଇନିଂସ ପାଇଁ ରିୟାନ ପରାଗଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପ୍ରଦାନ କରାଯାଇଥିଲା।…

ମୋଦି-ବିଲ୍‌ ଗେଟ୍ସ ଆଲୋଚନା: ସବୁ ଗାଁରେ ପହଞ୍ଚିବ ଡିଜିଟାଲ୍‌ ସେବା

ନୂଆଦିଲ୍ଲୀ,୨୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଏକ ବଡ଼ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ବିଲ୍‌ ଗେଟ୍ସଙ୍କୁ କହିଛନ୍ତି, ସବୁ ଗାଁ ଗାଁକୁ ଡିଜିଟାଲ ସେବା ପହଞ୍ଚିବ। ଏଆଇଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ…

ବ୍ରିଜ୍‌ ଉପରୁ ତଳକୁ ଖସିଲା ବସ୍‌: ଚାଲିଗଲା ୪୫ ଜୀବନ

କେପଟାଉନ୍‌,୨୯।୩: ଦକ୍ଷିଣ ଆଫ୍ରିକାର ଏକ ବସ ବ୍ରିଜ୍‌ ଉପରୁ ତଳକୁ ଖସିପଡିଛି। ଅତି କମରେ ୪୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଆଠ ବର୍ଷର ବାଳିକାକୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଇଛି। ଦକ୍ଷିଣ ଆଫ୍ରିକାର ପରିବହନ ବିଭାଗ ପକ୍ଷରୁ ଏହି…

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା ରାଜନେତା ତଥା ଏମ୍‌ପି ମହେଶ ସାହୁଙ୍କ ଭବିଷ୍ୟତକୁ ନେଇ ଏବେ ଆଲୋଚନା ଜୋର୍‌ ଧରିଛି।…

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି ବିଧାନସଭା ଆସନ। ଇତିମଧ୍ୟରେ ବିଜେଡି ପକ୍ଷରୁ ଢେଙ୍କାନାଳ ଜିଲାର ୩ଟି ବିଧାନସଭା ଆସନ ପାଇଁ…

ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା ହାଇକୋର୍ଟରେ ରୁଜୁ କରିଥିବା ମାମଲାରେ ରଞ୍ଜିିତ୍‌ ବରାଳ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଯୁକ୍ତି…

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ରାସ୍ତାରେ ଇଣ୍ଟେଲିଜେଣ୍ଟ ଏନ୍‌ଫୋର୍ସମେଣ୍ଟ ମ୍ୟାନେଜମେଣ୍ଟ ସିଷ୍ଟମ୍‌(ଆଇଇଏମ୍‌ଏସ୍‌)…

ସବୁଜ ବନାନୀ ନଷ୍ଟ କରୁଛି ପୋଡୁଚାଷ

କେନ୍ଦୁଝର,୨୯ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ଭୂୟାଁ ଜୁଆଙ୍ଗ ପିଢ଼, ତେଲକୋଇ ରେଞ୍ଜ ଅଧୀନ ବିଭିନ୍ନ ସ୍ଥାନରେ ପୋଡୁଚାଷ ପାଇଁ ବ୍ୟାପକ ଜଙ୍ଗଲ ନଷ୍ଟ ହେଉଛି। ଖରାଦିନ ଆରମ୍ଭରୁ ବନବାସୀମାନେ ପାହାଡ଼ରେ ତଇଳା କାଟି ପଦାକରି ସେସବୁ ଜଳାଉଛନ୍ତି। ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?