ଅଢେଇ ଘଣ୍ଟା ପୁଟିନଙ୍କ ସହ ଫୋନରେ ଗପିଲେ ଟ୍ରମ୍ପ: ଆଉ ତା’ପରେ ଘଟିଗଲା..
ଓ୍ବାଶିଂଟନ୍,୧୭।୧୦: ରୁଷିଆ-ୟୁକ୍ରେନ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭ୍ଲାଦିମିର ପୁଟିନ ପୁଣି ଥରେ ଆଲୋଚନା କରିଛନ୍ତି। ହମାସକୁ ଧମକ ଦେବା ପରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କୁ ସିଧାସଳଖ ଫୋନ କରିଥିଲେ। ଫୋନ କଥାବାର୍ତ୍ତା…
ଜନଶୁଣାଣିକୁ ଗୁରୁତ୍ୱ ଦେଉନାହାନ୍ତି ୬ ବିଭାଗ, ଗଡୁଛି ୩୮ ହଜାର ଲୋକଙ୍କ ସମସ୍ୟା
ଭୁବନେଶ୍ୱର,୧୭ା୧୦(ରବିନାରାୟଣ ଜେନା): ରାଜ୍ୟରେ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ସୋମବାର ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ମନ୍ତ୍ରୀ ପରିଷଦ ସମସ୍ତ ଅବହେଳିତ ବର୍ଗଙ୍କୁ ଭେଟି ଗୁହାରି ଶୁଣୁଛନ୍ତି ଏବଂ…
ଭାରତରେ ବନାଗ୍ନି: ବର୍ଷକରେ ୧.୫ କୋଟି ଲୋକ ପ୍ରଭାବିତ
ନୂଆଦିଲ୍ଲୀ,୧୭ା୧୦(ପି.ଟି.): ବର୍ଷ ୨୦୨୪-୨୫ରେ ଭାରତରେ ବନାଗ୍ନି ଯୋଗୁ ପ୍ରାୟ ୧.୫ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ଉତ୍ତରପ୍ରଦେଶରେ ସର୍ବାଧିକ ୪୬ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଗୁରୁବାର ଆର୍ଥ ସିଷ୍ଟମ ସାଇନ୍ସ ଡେଟା ନାମକ ଏକ ଜର୍ନାଲରେ ପ୍ରକାଶିତ ‘ଷ୍ଟେଟ୍ ଅଫ୍…
ଲାଖିଲା ବଡ଼ ଗାଡ଼ି, ଭାଙ୍ଗିଲା ରେଳ ସୁରକ୍ଷା ଫାଟକ
କୋରାପୁଟ,୧୭ା୧୦(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନଂ ଜାତୀୟ ରାଜପଥରେ ଏକ ବଡ଼ ମାଲବାହୀ ଗାଡ଼ି ଲାଗି ରେଳ ସୁରକ୍ଷା ଫାଟକ ଭାଙ୍ଗିଯାଇଛି। ଶୁକ୍ରବାର ଭୋର୍ ସମୟରେ ଏହି ଘଟଣା ଘଟିଛି। ଫଳରେ ୫ ଘଣ୍ଟା ଧରି କୋରାପୁଟ…
ବୋଲେରୋ ଧକ୍କାରେ ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ଆଇଡିସିରେ ଉତ୍ତେଜନା
ରାଉରକେଲା,୧୭ା୧୦(ସଙ୍ଗୀତା ଜେନା): ଶୁକ୍ରବାର ସକାଳେ ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ କଲୁଙ୍ଗା ଆଇଡିସିରେ ଏକ କମ୍ପାନୀର ବୋଲେରୋ ଧକ୍କାରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସହସ୍ରାଧିକ ସ୍ଥାନୀୟ ଘଟଣାର ନିରପେକ୍ଷ ତଦନ୍ତ ଓ କ୍ଷତିପୂରଣ ଦାବିରେ…
କ୍ରିକେଟର ଜଗତରେ ଲଜ୍ଜା: ଖେଳାଳିଙ୍କ ଉପରେ ଆକ୍ରମଣ
ନୂଆଦିଲ୍ଲୀ,୧୭।୧୦: ଆଫଗାନିସ୍ତାନଠାରୁ ଏକଦିବସୀୟ ସିରିଜ ହାରିବା ପରେ ଘରକୁ ଫେରୁଥିବା ବାଂଲାଦେଶ ଖେଳାଳିମାନେ ପ୍ରଶଂସକଙ୍କ କ୍ରୋଧର ସମ୍ମୁଖୀନ ହୋଇଥିଲେ। ସିରିଜରେ ସେମାନଙ୍କର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ଦଳ ତିନୋଟି ମ୍ୟାଚରେ ଅଲଆଉଟ ହୋଇଯାଇଥିଲା। ୟୁଏଇରେ ସିରିଜ ପରେ, ବାଂଲାଦେଶ ଖେଳାଳିମାନେ…
ବନ୍ଦ ଥିବା ସ୍କୁଲ ଖୋଲିବାକୁ ଜିଲାପାଳଙ୍କୁ ଦାବିପତ୍ର ଦେଲେ ମହିଳା
ଅମରପାଲି,୧୭ା୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତର ଉପାନ୍ତ ମାଳିଦାଦର ଗ୍ରାମରେ ବନ୍ଦ କରାଯାଇଥିବା ପ୍ରାଥମିକ ସ୍କୁଲ ଖୋଲିବାକୁ ଗ୍ରାମର ମହିଳାମାନେ ଦାବି କରିଛନ୍ତି। ଏନେଇ ଗୁରୁବାର ଗ୍ରାମର ମହିଳାମାନେ ସୁବର୍ଣ୍ଣପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଜିଲାପାଳ…
ଏଇ ଭାରତରେ
ହାଇଦ୍ରାବାଦସ୍ଥିତ ମହିନ୍ଦ୍ରା ୟୁନିଭର୍ସିଟିରେ ଇଞ୍ଜିନିୟରିଂ ପଢୁଥିବା ୨୨ ବର୍ଷୀୟ ରାହୁଲ ଆର୍ପାକା ରକ୍ଷକ ନାମକ ଏକ ରୋବୋ ନିର୍ମାଣ କରିଛନ୍ତି। ଏହାକୁ ନିର୍ମାଣ କରିବା ପାଇଁ ମହିନ୍ଦ୍ରା କମ୍ପାନୀ ତାଙ୍କୁ ସହଯୋଗ କରିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ( ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା…
ଆଜିଥ୍ରୋମାଇସିନ୍ରେ ପୋକ: ଖେଳିଗଲା ଚାଞ୍ଚଲ୍ୟ
ଭୋପାଳ,୧୭ା୧୦:ମଧ୍ୟପ୍ରଦେଶରେ କୋଲ୍ଡରିଫ୍ କଫ୍ ସିରପ୍ ସେବନ କରି ୨୩ ପିଲାଙ୍କ ମୃତ୍ୟୁ ଘଟଣା ପରେ ଏହାର ଉତ୍ପାଦନ ଓ ବିକ୍ରି ବନ୍ଦ ହୋଇଛି। ଏବେ ରାଜ୍ୟର ଏକ ସରକାରୀ ହସ୍ପିଟାଲରେ ଆଜିଥ୍ରୋମାଇସିନ୍ ଔଷଧରେ ପୋକ ଥିବା ଅଭିଯୋଗ ଆସିବା ପରେ ଉକ୍ତ…
ଆଢୁଆଳର ଦୁଇ କଥା
ଢ଼ୁଆଳର ଦୁଇ କଥା, ଯାହା ଉପରେ ସାରା ସମାଜ ଛିଡ଼ା ହୋଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ତାହା ଅତି ଶକ୍ତିଶାଳୀ, ତାହାର ଠିକ୍ ଉପଯୋଗ ନ ହେଲେ ସମାଜର ଅନେକ କ୍ଷତି ଘଟାଇବ, ଆମେ ମଧ୍ୟ କହିପାରିବା ସମାଜରେ ଯେତେ…
ଆଶୀର୍ବାଦର ଛାଇ
ସମାଜରେ ଲୋକମାନେ ଯେତେବେଳେ ଜାଣିବାକୁ ପାଆନ୍ତି ଯେ ଝିଅ ବଦଳରେ ପୁଅଟିଏ ଜନ୍ମ ହୋଇଛି, ସେହି ମୁହୂର୍ତ୍ତରେ ସେମାନଙ୍କ ମନ ଆନନ୍ଦର ସବୁ ସୀମାକୁ ଲଙ୍ଘିଯାଇଥାଏ। ପରବର୍ତ୍ତୀ ସମୟରେ, ହାତଧରି ଚାଲି ଶିଖାଇବାଠାରୁ ଆରମ୍ଭ କରି କାନ୍ଧରେ ବସେଇ ଯାନିଯାତ୍ରା ବୁଲାଇବା…
ଅର୍ଥନୀତି ଓ ଅସମାନତା
ଏବେ ଅତ୍ୟନ୍ତ ଭୟାନକ ଓ କଷ୍ଟଦାୟକ ସମୟରେ ଅସମାନତା ବୃଦ୍ଧି ପାଉଛି । ଏହା ଭିତରେ ଅନେକ ଦେଶର ରାଜନେତାମାନେ ଗରିବଙ୍କୁ ଲାଭ ଦେଉଥିବା କାର୍ଯ୍ୟକ୍ରମ ଓ ସେବାକୁ ସୀମିତ କରୁଛନ୍ତି । ଏହା ବ୍ୟତୀତ ପ୍ରବାସୀ ଓ ଶରଣାର୍ଥୀଙ୍କ ବିରୋଧରେ…
Archives


