Home

୩୦ରୁ ବର୍ଷା ସମ୍ଭାବନା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୩(ଅସମାପିକା ସାହୁ)- ରାଜ୍ୟରେ ଆସନ୍ତା ଦୁଇଦିନ ଭିତରେ ତାପାମାତ୍ରା ଧୀରେ ଧୀରେ ବୃଦ୍ଧି ପାଇବ। ୨୯ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କିନ୍ତୁ ୩୦ତାରିଖରୁ ରାଜ୍ୟରେ ବିଭିନ୍ନ କାଳବୈଶାଖୀ ସହ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କାଳବୈଶାଖୀ…

ଏୟାର ଏକ୍ସପ୍ରେସ୍‌କୁ ଧକ୍କା ଦେଲା ଇଣ୍ଡିଗୋ

କୋଲକାତା,୨୭ା୩:କୋଲକାତା ବିମାନବନ୍ଦରରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିହାରର ଦରଭଙ୍ଗା ଅଭିମୁଖେ ବାହାରିଥିବା ଏକ ଇଣ୍ଡିଗୋ ବିମାନ ରନ୍‌ଓ୍ବେରେ ଚେନ୍ନାଇ ଯିବା ପାଇଁ ଅପେକ୍ଷାରତ ଏକ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି। ଫଳରେ ଉଭୟ…

ଆଇପିଏଲ୍‌ ଇତିହାସରେ ସବୁଠୁ ବଡ଼ ସ୍କୋର ଛିଡା କଲା ସନରାଇଜର୍ସ ହାଇଦ୍ରାବାଦ: ମୁମ୍ବାଇକୁ ଦେଲା ବିଶାଳ ଟାର୍ଗେଟ୍‌

ହାଇଦ୍ରାବାଦ୍‌,୨୭।୩: ଆଇପିଏଲ ଇତିହାସରେ ସନରାଇଜର୍ସ ହାଇଦ୍ରାବାଦ ସବୁଠାରୁ ବଡ ସ୍କୋର କରିଛନ୍ତି। ଜିତିବା ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ୨୭୮ ରନ୍‌ର ଟାର୍ଗେଟ ଦେଇଛି ହାଇଦ୍ରାବାଦ୍‌। ୨୦ ଓଭରରେ ୩ ଉଇକେଟ ହରାଇ ହାଇଦ୍ରାବାଦ ୨୭୭ ରନ ସ୍କୋର କରିଥିଲା। ହାଇଦ୍ରାବାଦ ପାଇଁ…

ହୀରାକୁଦରେ ହଇଜା ବ୍ୟାପିବା ଘଟଣା: ଓଏଚ୍‌ଆର୍‌ସିରେ ମାମଲା ରୁଜୁ

କଟକ,୨୭ା୩(କାର୍ତ୍ତିକ ସାହୁ): ସମ୍ବଲପୁର ଜିଲା ହୀରାକୁଦ ଅଞ୍ଚଳରେ ହଇଜା ବ୍ୟାପିବା ଘଟଣାରେ ଓଡ଼ିଶା ମାନବିକ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ମାମଲା ବୁଧବାର ରୁଜୁ ହୋଇଛି। ମାମଲାର ପକ୍ଷମାନଙ୍କୁ ଆୟୋଗଙ୍କ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବା ପାଇଁ ଆବେଦନକାରୀ ହାଇକୋର୍ଟର ଆଇନଜୀବୀ…

ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ପୁଣି ବିଜେଡିର ବିଧାନସଭା ପ୍ରାର୍ଥୀ

ଦାରିଙ୍ଗବାଡ଼ି,୨୭ା୩(ଅରୁଣ ସାହୁ): ବିଧାୟକ ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କୁ ପୁନର୍ବାର ବିଜେଡିର ପ୍ରାର୍ଥୀପତ୍ର ଘୋଷଣା କରିବା ପରେ ଦାରିଙ୍ଗବାଡ଼ିଠାରେ ବିଜୁ ଜନତା ଦଳ ସମେତ ବିଭିନ୍ନ ପୂଜା କମିଟି ସମେତ ହୋଟେଲ ସଙ୍ଘ, ବଣିକ ସଙ୍ଘ ଓ ଦଳୀୟ କର୍ମୀମାନେ ସ୍ବାଗତ…

ଥାଇଲାଣ୍ଡରେ ସମଲିଙ୍ଗୀ ବିବାହକୁ ମଞ୍ଜୁରୀ

ବ୍ୟାଙ୍କକ୍‌,୨୭ା୩:ଥାଇଲାଣ୍ଡ ପାର୍ଲାମେଣ୍ଟର ନିମ୍ନ ସଦନ ବୁଧବାର ସମଲିଙ୍ଗୀ ବିବାହ ସମ୍ପର୍କିତ ବିଲ୍‌କୁ ମଞ୍ଜୁରୀ ଦେଇଛି। ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ୪୧୫ ସଦସ୍ୟଙ୍କ ମଧ୍ୟରୁ ୪୦୦ ଜଣ ବିଧେୟକ ସପକ୍ଷରେ ଭୋଟ ଦେଇଥିବାବେଳେ ଅନ୍ୟ ୧୦ ସଦସ୍ୟ ବିଲ୍‌କୁ ବିରୋଧ କରିଥିଲେ। ୨…

ମୁହାଣରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

ଗୋପାଳପୁର,୨୭ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ହରିପୁର ମୁହାଣରେ ପାଣିରେ ବୁଡ଼ି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ ନୂଆ ଗୋଳାବନ୍ଦ ଗ୍ରାମର ୟୁ ଧନୁଶ (୧୩) ବୋଲି ଜଣାପଡ଼ିଛି। ସୂଚନାନୁସାରେ ରଙ୍ଗେଇଲୁଣ୍ଡା ବ୍ଲକ ଅଧିନସ୍ଥ ନୂଆ ଗୋଳାବନ୍ଦ…

ଏଏପିକୁ ଲାଗିଲା ବଡ଼ ଝଟ୍‌କା:ପଞ୍ଜାବର ଏକମାତ୍ର ଏମ୍‌ପି ଭାଜପାରେ ସାମିଲ

ଚଣ୍ଡିଗଡ,୨୭।୩: ପଞ୍ଜାବର ଆମ ଆଦମୀ ପାର୍ଟି ବୁଧବାର ଏକ ବଡ଼ ଝଟ୍‌କା ଲାଗିଛି। ଦଳର ଏକମାତ୍ର ଏମ୍‌ପି ସୁଶୀଲ କୁମାର ରିଙ୍କୁ ଭାଜପାରେ ଯୋଗ ଦେଇଛନ୍ତି। ଦଳ ଜଲନ୍ଧରରୁ ରିଙ୍କୁଙ୍କୁ ଟିକେଟ ଦେଇଥିଲା। ତାଙ୍କ ସହ ଜଲନ୍ଧର ଓ୍ବେଷ୍ଟ ଶୀତଲ ଅଙ୍ଗୁରାଲରୁ…

ଟ୍ରେନ୍‌ରେ କଟି ବୃଦ୍ଧଙ୍କ ଜୀବନ ଗଲା

କେସିଙ୍ଗା,୨୭ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମର ପାଳେଶ୍ୱର କୁମାର(୬୫)ଙ୍କ ଟ୍ରେନ୍‌ ଧକ୍କାରେ ବୁଧବାର ମୃତ୍ୟୁ ଘଟିଛି। ପାଳେଶ୍ୱର କୁମାରଙ୍କ ଝିଅ ନାତିର ମୁଣ୍ଡନ କରିବାକୁ ରାୟଗଡ଼ାର ମାଝି ଗୌରୀ ମନ୍ଦିରକୁ ଯାଇଥିଲେ। ବିଶାଖାପାଟଣା -ରାୟପୁର ଟ୍ରେନ୍‌ରେ କାଣ୍ଡେଲ…

କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୨୭ା୩: ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜାମିନ ଦେବାକୁ ବୁଧବାର ହାଇକୋର୍ଟ ମନା କରି ଦେଇଛନ୍ତି। ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରି କୋର୍ଟ କହିଛନ୍ତି, ହେପାଜତ ସମୟରେ ଇଡି ହୁଏତ କିଛି ତଥ୍ୟ ସଂଗ୍ରହ…

ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କ ସହ ମୁହାଁମୁହିଁ ହେବେ ବିଜେଡିର ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୭ା୩: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୧୮ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି। ସେହିପରି ବିଜୁ ଜନତା ଦଳ(ବିଜେଡି) ବୁଧବାର ନିଜର ପ୍ରଥମ ପର୍ଯ୍ୟାୟର…

ଏହି ମହିଳାଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି: ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜମାତା ଅମୃତା ରାୟଙ୍କ ସହ ଫୋନରେ କଥା ହୋଇଛନ୍ତି। ଭାଜପା ରାଜ ପରିବାରର ରାଜମାତାଙ୍କୁ ପଶ୍ଚିମବଙ୍ଗର କୃଷ୍ଣନଗର ଆସନରୁ ଫିଲ୍ଡିଂ କରିଛି। ସେ ଶକ୍ତିଶାଳୀ ତୃଣମୂଳ କଂଗ୍ରେସ (ଟିଏମସି) ଲୋକ ସଭା ଏମ୍‌ପି ମହୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?