ଏହି ମହିଳାଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି: ଭାଇରାଲ ହେଉଛି ଭିଡିଓ
ନୂଆଦିଲ୍ଲୀ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜମାତା ଅମୃତା ରାୟଙ୍କ ସହ ଫୋନରେ କଥା ହୋଇଛନ୍ତି। ଭାଜପା ରାଜ ପରିବାରର ରାଜମାତାଙ୍କୁ ପଶ୍ଚିମବଙ୍ଗର କୃଷ୍ଣନଗର ଆସନରୁ ଫିଲ୍ଡିଂ କରିଛି। ସେ ଶକ୍ତିଶାଳୀ ତୃଣମୂଳ କଂଗ୍ରେସ (ଟିଏମସି) ଲୋକ ସଭା ଏମ୍ପି ମହୁଆ…
ପୂର୍ବତନ ବିଜେଡି ବିଧାୟକ ଭାଜପା ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା
କର୍ଲାମୁଣ୍ଡା,୨୭।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନରେ ଏବେ ନୂଆମୋଡ଼ ନେଇଛି। ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଜେଡି ବିଧାୟକ ଧନେଶ୍ୱର ମାଝୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେବା ପରେ ବିଜେଡି ପାଇଁ…
ଓଡ଼ିଶାରୁ ଆନ୍ଧ୍ରକୁ କରୁଥିଲେ ଲୁହା ଚୋରା ଚାଲାଣ: ୭ ଗିରଫ
ପଟାଙ୍ଗି,୨୭ା୩(ଶରତ ଧଳ): ଓଡ଼ିଶା ତଥା ପଡ଼େଶୀ ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ଚାଲିଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଲୁହା ସାମଗ୍ରୀ ଚୋରି କରି ପଡ଼ୋଶୀ ଆନ୍ଧ୍ର ରାଜ୍ୟକୁ ଚୋରାଚାଲାଣ ହେଉଥିବା ବେଳେ ପୋଲିସ ହାତରେ ଧରାପଡ଼ି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ…
ଭାଜପାରେ ଯୋଗଦେଲେ ମିଳିବ ୨୦-୨୫ କୋଟି ଟଙ୍କା: ଏଏପି ଆଣିଲା ସାଂଘାତିକ ଅଭିଯୋଗ
ନୂଆଦିଲ୍ଲୀ,୨୭।୩: ଭାଜପା ବିରୋଧରେ ଏକ ବଡ ଅଭିଯୋଗ ଆଣିଛି ଆମ ଆଦମୀ ପାର୍ଟି। ପଞ୍ଜାବରେ ତିନି ଜଣ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଏକ ସାମ୍ବାଦିକ ସମ୍ମିଳନୀ କରି ଭାଜପାରେ ଯୋଗଦେବା ବଦଳରେ ସେମାନଙ୍କୁ ୨୦-୨୫ କୋଟି ଟଙ୍କା ମିଳିବ…
ଗାଁ ମୁଖିଆଙ୍କୁ ମରଣାନ୍ତକ ଆକ୍ରମଣ: ଶଳା-ଭିଣୋଇଙ୍କୁ ବାନ୍ଧିଲା ପୋଲିସ
ଗୋପାଳପୁର,୨୭ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳରେ ଗାଁ ମୁଖିଆଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ବୁଧବାର ପୋଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପାନ୍ନପୁଲ୍ଲୀ ଗ୍ରାମର ପି. ନୀଳାମ୍ବର ରେଡ୍ଡୀ(୩୨) ଓ…
‘ଫ୍ଲାଇଙ୍ଗ୍ କିସ୍’ ଦେଇ ଚର୍ଚ୍ଚାରେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ
ମୁମ୍ବାଇ,୨୭।୩: ଆଇପିଏଲ ୨୦୨୪ର ଅଷ୍ଟମ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ୍ ଏବଂ ମୁମ୍ବାଇ ମଧ୍ୟରେ ଖେଳାଯିବ। ହାଇଦ୍ରାବାଦ ଏବଂ ମୁମ୍ବାଇର ଦଳ ଚଳିତ ସିଜନରେ ଏପର୍ଯ୍ୟନ୍ତ ଗୋଟିଏ ମ୍ୟାଚ ଖେଳିଛନ୍ତି। ଓପନିଂ ମ୍ୟାଚରେ ଉଭୟ ଦଳ ପରାଜୟର ସମ୍ମୁଖୀନ ହୋଇଛନ୍ତି। ନିକଟରେ ସନରାଇଜର୍ସ…
କଙ୍ଗନାଙ୍କୁ ଅଶ୍ଳୀଳ ମନ୍ତବ୍ୟ ଦେଇ ଫସିଲେ ଏହି କଂଗ୍ରେସ ନେତ୍ରୀ
ନୂଆଦିଲ୍ଲୀ,୨୭ା୩: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ଅଶ୍ଳୀଳ ମନ୍ତବ୍ୟ ଦେଇ କଂଗ୍ରେସ ନେତ୍ରୀ ସୁପ୍ରିୟା ଶ୍ରୀନେତ ଫସିଛନ୍ତି। ବୁଧବାର ନିର୍ବାଚନ ଆୟୋଗ ତାଙ୍କୁ ନୋଟିସ୍୍ ଜାରି କରିଛନ୍ତି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ମାମଲାରେ ତାଙ୍କୁ ଏହି ବିଜ୍ଞପ୍ତି ଜାରି କରାଯାଇଛି। କଙ୍ଗନା…
ଏହି କ୍ରିକେଟର୍ଙ୍କୁ ଗୁଗଲ୍ରେ ସବୁଠୁ ଅଧିକ କ୍ରିକେଟର୍ଙ୍କୁ ଖୋଜିଛନ୍ତି ଲୋକେ
ନୂଆଦିଲ୍ଲୀ,୨୭।୩: ସବୁଠାରୁ ଲୋକପ୍ରିୟ କ୍ରିକେଟରଙ୍କ ମଧ୍ୟରେ ବିରାଟ କୋହଲିଙ୍କ ନାଁ ସର୍ବାଗ୍ରେ ରହିଛି। ଏହି କ୍ରିକେଟରଙ୍କ ପାଇଁ ପ୍ରଶଂସକଙ୍କ କ୍ରେଜ୍ ବହୁ ପରିମାଣରେ ରହିଥାଏ। ବିରାଟ କୋହଲି ପଡ଼ିଆରେ ଏବଂ ପଡ଼ିଆରେ ବହୁତ କ୍ରେଜ କରିଛନ୍ତି। କିନ୍ତୁ ଆପଣ ଜାଣନ୍ତି କି…
ମା’ଙ୍କ ଆଗରେ ଚାଲିଗଲା ପୁଅର ଜୀବନ
ପାଟଣା ,୨୭।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କୁଆପଶି ନିକଟରେ ବୁଧବାର ପୂର୍ବାହ୍ନରେ ୨ ବାଇକ ମୁଁହାମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ପୁଅର ମୃତ୍ୟୁ ହୋଇଥିବାବେଳେ ମା’ ଗୁରୁତର…
ପ୍ରଫୁଲ୍ଲଙ୍କୁ ପଞ୍ଚମଥର ପାଇଁ ମିଳିଲା ବିଜେଡି ଟିକେଟ୍
କାମାକ୍ଷାନଗର,୨୭।୩(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ୫୭ ବିଧାନସଭା ପାଇଁ ପ୍ରଫୁଲ୍ଲ କୁମାର ମଲ୍ଲିକକୁ ପୂନର୍ବାର ବିଜେଡି ଚଳିତ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳର ସୁପ୍ରିମୋ ଏହା ଘୋଷଣା କରିବା ପରେ ଦଳୀୟ କର୍ମୀଙ୍କ ମହଲରେ ଆନନ୍ଦର…
କନଷ୍ଟେବଳଙ୍କ ମୃତଦେହ ନେବାପାଇଁ ୨ ସ୍ତ୍ରୀ-ମା’ଙ୍କ ମଧ୍ୟରେ ଟଣାଓଟରା
କଟକ,୨୭।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସସିବି ମେଡିକାଲରେ ବୁଧବାର ଜଣେ କନଷ୍ଟେବଳଙ୍କ ମୃତ୍ୟପରେ ମୃତଦେହ ନେବା ପାଇଁ କନଷ୍ଟେବଳଙ୍କ ସ୍ତ୍ରୀ ଏବଂ ମା’ଙ୍କ ମଧ୍ୟରେ ଟଣାଓଟରା। ମୃତଦେହ ନେବା ପାଇଁ ଏସସିବି ମେଡିକାଲ ଶବଗ୍ରୁହ ନିକଟରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ। ଘଟଣା ଅନୁଯାୟୀ, କଟକ…
ବିଧାୟକ ଟିକେଟ୍ ମିଳିବା ପରେ ଖୁସିରେ ନାଚିଲେ ସମର୍ଥକ
ସୋରଡା,୨୭।୩ (ଲମ୍ବୋଦର ପାଣିଗ୍ରାହୀ): ବିଜୁ ଜନତା ଦଳର ସୋରଡା ବିଧାୟୀକା ପ୍ରାର୍ଥୀ ଭାବେ ଏଠାକାର ପୂର୍ବତନ ଏନଏସି ଅଧ୍ୟକ୍ଷା ତଥା ବିଧାୟକ ପୂର୍ଣ୍ଣଚନ୍ଦ୍ର ସାଇଁଙ୍କ ଧର୍ମପତ୍ନୀ ସଂଘମିତ୍ରା ସ୍ବାଇଁଙ୍କୁ ଦଳୀୟ ପ୍ରାର୍ଥୀ ଭାବେ ଦଳ ତରଫରୁ ଘୋଷଣା ହେବାପରେ ଏଠାରେ ଦଳୀୟ…

