ଆମେରିକାର ବ୍ରିଜ୍ ଭୁଶୁଡିବା ଘଟଣା: ଜାହାଜ କ୍ରୁ ମେମ୍ବରଙ୍କୁ ମିଳିଲା ହିରୋ ଆଖ୍ୟା
ଓ୍ବାଶିଂଟନ୍,୨୭।୩: ଆମେରିକାର ମେରିଲ୍ୟାଣ୍ଡସ୍ଥିତ ବାଲଟିମୋର ସହରରେ ଏକ ନଦୀ ଉପରେ ନିର୍ମିତ ବ୍ରିଜ୍ ଏକ ଜାହାଜ ସହିତ ଧକ୍କା ହେତୁ ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ନିଖୋଜ ଥିବା ୬ ଶ୍ରମିକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତେବେ ଜାହଜର କ୍ରୁ…
ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ଶିବସେନା (ୟୁବିଟି), ଜାଣନ୍ତୁ କେଉଁଠୁ କାହାକୁ ମିଳିଲା ଟିକେଟ୍
ମୁମ୍ବାଇ,୨୭।୩: ଲୋକ ସଭା ନିର୍ବାଚନ ତାରିଖ ଘୋଷଣା ପରେ ସମସ୍ତ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସମସ୍ତ ଦଳ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରୁଛନ୍ତି। ବର୍ତ୍ତମାନ ଏହି ତାଲିକାରେ ଶିବସେନା (ୟବିଟି) ର ନାଁ ମଧ୍ୟ…
ନବୀନ ନିବାସରେ ବିଜେଡି ଟିକେଟ୍ କସରତ: ଆଜି ମୟୁରଭଞ୍ଜ ସମେତ ଏହି ୪ ଜିଲା ଉପରେ ହେବ ସମୀକ୍ଷା
ଭୁବନେଶ୍ୱର,୨୭।୩: ନବୀନ ନିବାସରେ ବିଜେଡି ଟିକେଟ୍ କସରତ ଆରମ୍ଭ ହୋଇଛି । ଆଜି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ପାଇଁ ବୈଠକ ବସିବ। ସଂସଦୀୟ କ୍ଷେତ୍ରର ସମସ୍ତ ବିଧାୟକ ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟାରେ ମୟୁରଭଞ୍ଜ, ୧୨ଟାରେ…
କେଜ୍ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ବିରୋଧ ପ୍ରଦର୍ଶନ, ଆଜି ହାଇକୋର୍ଟରେ ହେବ ଶୁଣାଣି
ନୂଆଦିଲ୍ଲୀ,୨୭।୩: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ ହେବା ପରେ ଏଏପିର ବିରୋଧ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଆମ ଆଦମୀ ପାର୍ଟିର କର୍ମକର୍ତ୍ତାମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବା ପାଇଁ ରାସ୍ତାରେ ତୀବ୍ର ପ୍ରତିବାଦ…
‘ଏସ୍’ ନାମଧାରୀ ବ୍ୟକ୍ତିଙ୍କ ଏଭଳି ହୋଇଥାଏ ସ୍ବଭାବ, ଯେଉଁ କାମ କରନ୍ତି…
ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି ଶୁଣାଯାଏ, କିନ୍ତୁ କିଛି ଅକ୍ଷର ଏପରି ଥାଏ ଯାହା ବହୁତ କମ ଶୁଣାଯାଏ। ଯଦି…
ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ଶିବମ ଦୁବେଙ୍କ ବିସ୍ଫୋରକ ବ୍ୟାଟିଂ ଜାରି, ୧୫୦ ପାର୍ କଲା ଚେନ୍ନାଇର ସ୍କୋର
ଚେନ୍ନାଇ,୨୬।୩: ଆଇପିଏଲ ୨୦୨୪ର ୭ମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଉଛି। ଗତ ସିଜିନ୍ର ଫାଇନାଲ ଖେଳିଥିବା ଏହି ଦୁଇ ଦଳ ମଙ୍ଗଳବାର ମ୍ୟାଚ୍ ରେ ମୁହାଁମୁହିଁ ହେଉଛନ୍ତି। ଶେଷ ବଲରେ ଗୁଜୁରାଟ ଟାଇଟନ୍ସକୁ ପରାସ୍ତ…
‘ତୁମେ ଶକ୍ତି ସ୍ବରୂପା’; ଜାଣନ୍ତୁ କାହିଁକି ଏହି ଭାଜପା ପ୍ରାର୍ଥୀଙ୍କୁ ଏଭଳି କହି ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୨୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଶ୍ଚିମବଙ୍ଗ ବସିରହାଟରୁ ଭାଜପା ପ୍ରାର୍ଥୀ ତଥା ସନ୍ଦେଶଖାଲି ପୀଡ଼ିତା ରେଖା ପାତ୍ରଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ରେଖାଙ୍କୁ ଶକ୍ତି ସ୍ବରୂପା ବୋଲି କହିଛନ୍ତି। ଏଥିସହ ତାଙ୍କର ପ୍ରଚାର ପ୍ରସ୍ତୁତି,…
ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…
ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ। ଫଳରେ ୨୦୨୩-୨୦୨୪ ଆର୍ଥିକ ବର୍ଷରେ ସମସ୍ତ ସରକାରୀ ରସିଦ ଏବଂ ଦେୟ ହିସାବ କରାଯାଇପାରିବ।…
ବରୁଣ ଗାନ୍ଧୀଙ୍କୁ କଂଗ୍ରେସର ଖୋଲା ଅଫର୍: ଭାଜପା ଛାଡ଼ି ଆମ ଦଳରେ ସାମିଲ ହୋଇଯାଆନ୍ତୁ…
ନୂଆଦିଲ୍ଲୀ,୨୬।୩: କଂଗ୍ରେସ ଏମ୍ପି ଅଧୀର ରଞ୍ଜନ ଚୌଧୁରୀ ଭାଜପା ନେତା ବରୁଣ ଗାନ୍ଧୀଙ୍କୁ କଂଗ୍ରେସରେ ଯୋଗଦେବାକୁ ପ୍ରସ୍ତାବ ଦେଇଛନ୍ତି। ସବୁଠାରୁ ପୁରୁଣା ଦଳରେ ଯୋଗଦେବାକୁ ବରୁଣଙ୍କୁ ‘ବହୁତ ସ୍ବାଗତ’ ବୋଲି ସେ କହିଛନ୍ତି। ଏହାଛଡ଼ା ତାଙ୍କୁ ଭାଜପା ଟିକେଟ ନ ଦେବାର…
କଂଗ୍ରେସକୁ ବଡ଼ ଝଟ୍କା: ରାହୁଲଙ୍କ ଖାସ୍ ରବନୀତ୍ ସିଂ ଭାଜପାରେ ସାମିଲ
ଚଣ୍ଡିଗଡ଼,୨୬।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍କା ଲାଗିଛି। ପଞ୍ଜାବ କଂଗ୍ରେସର ବରିଷ୍ଠ ନେତା ତଥା ଏମ୍ପି ରବନୀତ୍ ସିଂ ବିଟୁ ଭାଜପାରେ ସାମିଲ ହୋଇଛନ୍ତି। ରାହୁଲ ଗାନ୍ଧୀଙ୍କ ଅତି ନିକଟତର ଥିବାରୁ କଂଗ୍ରେସର ଏକ ବଡ଼ ଚେହେରା…
ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ, ୫ ଚାଇନା ନାଗରିକଙ୍କ ମୃତ୍ୟୁ
ଇସଲାମାବାଦ,୨୬।୩: ପାକିସ୍ତାନରେ ମଙ୍ଗଳବାର ବଡ଼ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଘଟିଛି। ଖେବର୍ ପାଖ୍ତୁନ୍ଖ୍ବାଠାରେ ହୋଇଥିବା ଏହି ଆକ୍ରମଣରେ ୫ ଚାଇନା ନାଗରିକଙ୍କ ସମେତ ୬ଜଣଙ୍କ ମୃତ୍ୟୁ ହୋଇଛି। ମୃତ ଚାଇନାର ନାଗରିକମାନେ ଇଞ୍ଜିନିୟର ଥିବା ବେଳେ ପାକିସ୍ତାନରେ ଚାଲୁଥିବା ଏକ ପ୍ରୋଜେକ୍ଟରେ…

