ଦେଶବାସୀଙ୍କୁ ହୋଲିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ଉପରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫।୩: ଦେଶରେ ରଙ୍ଗର ପର୍ବ ହୋଲି ପାଳନ କରାଯାଉଛି। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖର, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…
ହୋଲିରେ କଂଗ୍ରେସକୁ ଝଟ୍କା
ଗୁଆହାଟି,୨୫।୩: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ କ୍ରମାଗତ ଭାବେ ଝଟକା ଲାଗି ଚାଲିଛି। ଏହି ସମୟରେ ଆସାମରେ କଂଗ୍ରେସ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। କଂଗ୍ରେସ ବିଧାୟକ ଭରତ ଚନ୍ଦ୍ର ନାରା ମଧ୍ୟ ଦଳ ଛାଡିଛନ୍ତି। କୁହାଯାଇଛି…
ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର
ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍ସିଆଇ ଛକରୁ ନାଲ୍କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା ସମୟରେ ଭିଡ଼ ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଏଠାରେ ଅସ୍ଥାୟୀ ଭାବେ ପରିବା ବଜାର ପାଇଁ…
ଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀ
ଦାରିଙ୍ଗବାଡି,୨୫ା୩ (ଅରୁଣ ସାହୁ)କନ୍ଧମାଳ ହଳଦୀର ଅଭାବି ବିକ୍ରୀ ଏବେ ଚାଷୀଙ୍କୁ ସଂକଟରେ ପକାଇଛି। ଗୋଟିଏ ପଟେ ସାହୁକାର ଋଣ, ଅନ୍ୟପଟେ ଅମଳରେ ହ୍ରାସ ପାଇ ଚାଷୀ ଏବେ ଚିନ୍ତାରେ। ଚଳିତ ଥର ହଳଦୀ ଅମଳରେ ବହୁ ବିଳମ୍ବ ଦେଖାଯାଇଥିବା ବେଳେ ବର୍ଷା…
ମହାକାଳ ମନ୍ଦିରରେ ନିଆଁ, ୫ ପୁରୋହିତଙ୍କ ସମେତ ୧୩ ଆହତ
ଭୋପାଳ,୨୫।୩: ଉଜୈନର ମହାକାଳ ମନ୍ଦିରରେ ସୋମବାର ଆରତି ସମୟରେ ନିଆଁ ଲାଗି ୫ ପୁରୋହିତଙ୍କ ସମେତ ୧୩ ଜଣ ଆହତ ହୋଇଛନ୍ତି। ଭସ୍ମ ଆରତି ସମୟରେ ନିଆଁ ଲାଗିଯାଇଥିଲା। ସମସ୍ତ ଆହତଙ୍କୁ ଜିଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ସମୟରେ ଏଠାରେ…
୧୫ ଦିନ ତଳେ ହୋଇଥିଲା ଉଦ୍ଘାଟନ, ଧସିଲା ସେତୁ
ଆଳି,୨୫ା୩ (ବନମାଳୀ ସେନାପତି): ବହୁ ପ୍ରତୀକ୍ଷିତ ପଦନିପାଳ ସେତୁ ଉଦ୍ଘାଟନ ହେବାର ୧୫ଦିନ ମଧ୍ୟରେ ସଂଯୋଗୀକରଣ ରାସ୍ତା ସାମାନ୍ୟ ବର୍ଷାରେ ଧୋଇଯାଇଛି। ଫଳରେ ପଞ୍ଚାୟତବାସୀ ପୁନର୍ବାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି। ସେତୁ ସଂଯୋଗୀକରଣ ରାସ୍ତା ଧସିବା ଘଟଣାକୁ ନେଇ ଅନେକ…
ଓଡ଼ିଆ ଜନଜୀବନରେ ଦୋଳଯାତ୍ରା
ଫାଲ୍ଗୁନ ଶୁକ୍ଳ ଦଶମୀ ତିଥିଠାରୁ ସାଧାରଣତଃ ଓଡ଼ିଆ ଜନଜୀବନରେ ଦୋଳଯାତ୍ରା ଆଧ୍ୟାତ୍ମିକ ଭକ୍ତିପୂତ ପରିବେଶରେ ଆରମ୍ଭ ହୋଇଥାଏ। ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ପ୍ରେମମୟ କୃଷ୍ଣ ଓ ରାଧାଙ୍କ ନିକଟରେ ଅବିର ଅର୍ପଣ କରାଯାଇ ରାଧାକୃଷ୍ଣ ମନ୍ଦିରରେ ବିଭିନ୍ନ କାର୍ଯ୍ୟକ୍ରମ…
ମଗାଇଲେ ପତିତପାବନ ବାନା, ଆସିଲା ଭାଜପା ପତାକା
ପୁରୀ,୨୫ା୩(ଅଜିତ୍ ମହାନ୍ତି): ଅନ୍ଲାଇନ୍ରେ ମଗାଇଲେ ପତିତପାବନ ବାନା, କିନ୍ତୁ ଆସିଲା ଭାରତୀୟ ଜନତା ଦଳ (ଭାଜପା)ର ପତାକା। ଫଳରେ ଠକେଇର ଶିକାର ହୋଇଥିବା ନେଇ ଅନ୍ଲାଇନ୍ ଆପ୍ ଆମାଜନ୍ ନାଁରେ ପୁରୀ ବାସେଳିସାହିର ଭଗବାନ ମହାପାତ୍ର ଅଭିଯୋଗ ଆଣିଛନ୍ତି। ଏ ସଂକ୍ରାନ୍ତରେ…
ବାଇକ୍-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର
ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ତାଙ୍କ…
ଭଦ୍ରକ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ଲଢ଼ିବେ ଅଭିମନ୍ୟୁ
ଭଦ୍ରକ,୨୫।୩(ସନାତନ ରାଉତ): ଭାଜପା ୫ମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଓଡ଼ିଶାରେ ୨୧ ଲୋକ ସଭା ଆସନରୁ ୧୮ ଲୋକ ସଭାରେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ସଂରକ୍ଷିତ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅପରିବର୍ତ୍ତିତ ରହିଛି। ଗତ…
ୟୁଟ୍ୟୁବର ମୋନାଲିସାଙ୍କ ଘରେ ଚଢ଼ାଉ: ମାଙ୍କଡ଼ ସହ ଭିଡିଓ ଶେୟାର କରି ହୋଇଥିଲେ ପ୍ରସିଦ୍ଧ
ଯାଜପୁର ସଦର,୨୫ା୩(ସମର ବିଜୟ ଶରଣ): ବେଆଇନ ଭାବେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିବା ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ରଙ୍କ ପାଇଁ ମହଙ୍ଗା ପଡ଼ିଛି।…
ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ
କୋରେଇ,୨୫ା୩(ଚନ୍ଦ୍ରକାନ୍ତ ପତି): ବାସହୀନଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କରୁଛନ୍ତି। ଅଥଚ ଏହିସବୁ ଯୋଜନା ଯୋଗ୍ୟ ବ୍ୟକ୍ତିଙ୍କ ପାଖରେ ପହଞ୍ଚିବା ସମ୍ଭବ ହେଉନାହିଁ। ତଳସ୍ତର ନେତାଙ୍କ ରାଜନୈତିକ ଫାଇଦା ଏବଂ ବିରୋଧୀ ଶାସକ ଟଣାଓଟରା ଯୋଗୁ ଏଭଳି…

