ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍ କାଟ୍, ଟୟ ଟ୍ରେନ୍, ମ୍ୟୁଜିକାଲ ଫାଉଣ୍ଟେନ୍ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…
ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ ହୋଇଥିଲା। ଡ଼ୁଲୁରୀ ପାଇନ ବଣ ସମେତ ଲଭର୍ସ ପଏଣ୍ଟ, ମିଡିୟୁବାନ୍ଦା ଜଳପ୍ରପାତ, କିସୁବାଡ଼ି ଜଳପ୍ରପାତରେ…
ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରା…
ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ
ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଖବରପାଇ ଅଗ୍ନିଶମ ବିଭାଗ ପହଞ୍ଚି ବାଘମୁଣ୍ଡା କୂଳରୁ ମତଦେହ…
ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର
କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ ପୁରୁଣା ଏକ ସୂର୍ଯ୍ୟ ମନ୍ଦିର ଆବିଷ୍କାର କରାଯାଇଛି। ଏହି ମନ୍ଦିରର କିଛି ଅଂଶ ପ୍ରାଚୀନ…
‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଜିଲାର ବିକାଶ ପାଇଁ ପ୍ରାୟ ୫୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର…
ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ
ଭୁବନେଶ୍ବର,୨୧।୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ମୃତଦେହ ଦେଖିବା ପରେ ସସପେନ୍ସ ବୃଦ୍ଧି ପାଇଛି । ଏହା…
ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…
ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ଅକ୍ଷୟ ସୁନା…
ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ
ମୁମ୍ବାଇ,୨୧ା।୧୨: ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର ଆଘାତ ଲାଗିଥିବା ଜଣାପଡିଛି । ମିଡିଆ ରିପୋର୍ଟ ଅନୁସାରେ, ତାଙ୍କୁ ତୁରନ୍ତ ଡାକ୍ତରୀ ଚିକିତ୍ସା…
ମାତ୍ର ୬୧ ଟଙ୍କାରେ ଇନ୍ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…
ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର ହ୍ୟାଣ୍ଡସେଟ୍ ଥେଟ୍ ଆଣ୍ଡ ଲସ୍ ଇନ୍ସୁରାନ୍ସ ସ୍କିମ୍ ଲଞ୍ଚ କରିଛି।ଏହି ସ୍କିମ୍ ମୋବାଇଲ ରିଚାର୍ଜ…
ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…
ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ ସାରି ଫେରିବା ଘାଟି ବାଟରେ ଓହ୍ଲାଉଥିବା ସମୟରେ କୌଣସି କାରଣରୁ ପ୍ରଥମ ଗାଡ଼ିଟି ଘାଟି…
ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…
ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା ହେବ, ନିର୍ବାଚନରେ ଅନେକ କିଛି ଘଟଣା ଘଟିଗଲା। ଦୂର ନେତାଙ୍କ ସହ ଦେଖା ହୋଇ…
ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ ପଡ଼ିଆ ବାହାରେ, ସେ ଆହୁରି ଅଧିକ ସୁଦୃଢ଼ ଇନିଂସ ଖେଳୁଛନ୍ତି। କୋଟି କୋଟି ଟଙ୍କାର…
Archives


