ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ
ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଶୁକ୍ରବାର ଅପରାହ୍ନରେ ବେଲଜିୟମ ନାଗରିକ ଥିଏରି ଦେମିନ୍ସେଉ ଗୁଗଲର ସହାୟତା ନେଇ ବାଙ୍ଗାଲୋରରୁ…
‘ପଲିଥିନ୍ ତଳେ ଅସହାୟ ଜାନକୀ’
ହାଟଡ଼ିହୀ,୨୪ା୩(ପାର୍ଥ ସୌରଭ ସା):ତିନିବର୍ଷ ହେଲା ସ୍ବାମୀଙ୍କ ମୃତ୍ୟୁ ଘଟିଛି। ପୁଅ ରୋଜଗାର ପାଇଁ ବାହାରକୁ ଯାଇ ଆଉ ଘରକୁ ଆସୁନି। ମରାମତି ଅଭାବରୁ ଘର ଭାଙ୍ଗି ମାଟିରେ ମିଶିଯାଇଛି। ଚାଷଜମି କି ରୋଜଗାର ମାଧ୍ୟମ ନ ଥିବାରୁ ଦୟନୀୟ ଅବସ୍ଥାରେ ଏକ…
ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ
ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର ବିଭିନ୍ନ ସ୍ଥାନ ସମେତ ଭଦ୍ରକ ଓ ଯାଜପୁର ଜିଲା ଏବଂ ଗାନ୍ଧି ଛକରୁ ଜିଲାର…
ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ଖଣ୍ଡପଡ଼ା ଅଞ୍ଚଳବାସୀ
ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ରାଜ୍ୟ ସରକାର ସ୍ବାସ୍ଥ୍ୟ ସେବା ଯୋଗାଇବା ଲକ୍ଷ୍ୟରେ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ତୃଣମୂଳସ୍ତରରେ ୧୦୮ ଆମ୍ବୁଲାନ୍ସ ସେବା କିପରି ବିପର୍ଯ୍ୟସ୍ତ ହୋଇ ପଡିଛି ତାହା ଖଣ୍ଡପଡ଼ା ଓ କଣ୍ଟିଲୋ ଅଞ୍ଚଳରେ ନିୟୋଜିତ ହୋଇଥିବା ୧୦୮…
ଗୋକୁଳାନନ୍ଦ ପୀଠ ରାସ୍ତା ଅନ୍ଧକାର
ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲକ୍ ଅଧୀନ ସିଧାମୂଳାସ୍ଥ ଗୋକୁଳାନନ୍ଦ ପୀଠ ଏବଂ ତତ୍ସଂଲଗ୍ନ ମଧୁକର୍ଣ୍ଣିକା ପାହାଡ଼ରେ ଅବସ୍ଥିତ ଇକୋ ଟୁରିଜିମ ପରିବେଶ ପର୍ଯ୍ୟଟନସ୍ଥଳୀ କେନ୍ଦ୍ରକୁ ସଂଯୋଗ କରୁଥିବା ରାସ୍ତାରେ ଉଜ୍ୱଳ ଆଲୋକୀକରଣର ବ୍ୟବସ୍ଥା ନାହିଁ ା ସନ୍ଧ୍ୟା ହେଲେ ରାସ୍ତାଟି…
ସୁପରଫ୍ଲପ୍ ସାବ୍ୟସ୍ତ ହେଲେ ୨୪.୭୫ କୋଟି ଟଙ୍କାର ଖେଳାଳି
କୋଲକତା,୨୪।୩:କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ରୋମାଞ୍ଚକର ମ୍ୟାଚରେ ଜିତିବାରେ ସଫଳ ହୋଇଛି। ଶ୍ରେୟସ ଆୟରଙ୍କ ଦଳ ୪ ରନ୍ରେ ମ୍ୟାଚ୍ ଜିତିଥିଲା। କିନ୍ତୁ ଆଇପିଏଲ ଇତିହାସର ସବୁଠାରୁ ଦାମୀ ଖେଳାଳି ମିଚେଲ ଷ୍ଟାର୍କଙ୍କ ବଲରେ ସନରାଇଜର୍ସ ହାଇଦ୍ରାବାଦ ବ୍ୟାଟ୍ସମ୍ୟାନ୍ନେ…
ଦୂଷିତ ଜଳ, ଚିନ୍ତାରେ ଜିଲାବାସୀ
କେନ୍ଦ୍ରାପଡ଼ା,୨୪ା୩ (ଜଗନ୍ନାଥ ଧଳ):ଖରାର ପ୍ରକୋପ ବଢ଼ୁଛି। ଅସହ୍ୟ ଖରାତାତି ସହ ପାନୀୟ ଜଳ ସମସ୍ୟା କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି। ଏହି ସମସ୍ୟାର ସମାଧାନ ପାଇଁ ଜିଲା ପ୍ରଶାସନ ନିକଟରେ ପ୍ରତ୍ୟେହ ଅଭିଯୋଗର ସଂଖ୍ୟା ବଢ଼ୁଛି। ଅପରପକ୍ଷେ ଜିଲାରେ ଏବେ ଏକ…
ପ୍ରାର୍ଥୀ ଘୋଷଣାକୁ ନଜର, ଗ୍ରୀନ୍ ସିଗ୍ନାଲ ଦେବା ଆରମ୍ଭ କଲାଣି ବିଜେଡି
ଭୁବନେଶ୍ୱର,୨୪।୩(ସୁନିତ୍ ମିଶ୍ର): ରାଜ୍ୟରେ ବିଜେଡି-ଭାଜପା ମଧ୍ୟରେ ଆସନ୍ତା ନିର୍ବାଚନ ପୂର୍ବରୁ ଯେଉଁ ମେଣ୍ଟ ହେବାର ଥିଲା ତାହା ଆଉ ହେବ ନାହିଁ। ଏନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର…
ଇଟାଭାଟି ଧୂଆଁ ଯୋଗୁ ପ୍ରଦୂଷଣ
ପଟ୍ଟାମୁଣ୍ଡାଇ,୨୪ା୩ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବଳ ଖରା ସାଙ୍ଗକୁ ଗରମ ଅନୁଭୂତ ହେଉଛି। ଶନିବାର ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଶାସନ ପକ୍ଷରୁ…
‘ମୋଦି ଗ୍ୟାରେଣ୍ଟିର ବାଧକ ସାଜିଛନ୍ତି ରାଜ୍ୟ ସରକାର’
ଭୁବନେଶ୍ୱର, ୨୪।୩(ସୁନିତ୍ ମିଶ୍ର): ଓଡ଼ିଶାର ଜଳ ସମ୍ପଦ ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ସମଗ୍ର ରାଜ୍ୟବାସୀଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ମୋଦି ସରକାର ସଂକଳ୍ପବଦ୍ଧ। ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତାକୁ ଆସିବା ପରେ ଏଥିପାଇଁ ଅନେକ…
ପୁଅ ପାଇଁ ଅଣ୍ଟା ଭିଡ଼ିଲେ ସୁର
ଖୋର୍ଦ୍ଧା,୨୪ା୩(ପ୍ରଭାତ ପାଣିଗ୍ରାହୀ): ନିର୍ବାଚନ ବିଗୁଲ ବାଜି ସାରିଛି। ଏବେ ଭୋଟରମୁହାଁ ହେଲେଣି ନେତା। ଜନତାଙ୍କ ନିକଟତର ହେବାଲାଗି ଅଙ୍କକଷା ଆରମ୍ଭ ହୋଇଗଲାଣି। ପ୍ରଚାର ମଇଦାନରେ ନେତା। ନିର୍ବାଚନ ଦୌଡ଼ରେ ପରିବାର ସଦସ୍ୟଙ୍କୁ ଥଇଥାନ ଲାଗି ଚାଲିଛି ଛକାପଞ୍ଝା। ରାଜନୀତିର ଜଣେ ଚର୍ଚ୍ଚିତ…
କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ
ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ ଦଳର…

