ଡରାଇଲାଣି ତାତି, ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ପାରଦ
ଭୁବନେଶ୍ୱର,୨୪।୩(ଅନିଲ ଦାସ): କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ୨୦ ତାରିଖରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୧ରୁ ୨୬ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିବା ବେଳେ ଗତ ୩ ଦିନ ମଧ୍ୟରେ ଏହା ୧୦ରୁ ୧୨…
ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ
ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍ସାର୍ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ କରି…
ବ୍ରାଉନସୁଗାର ର଼୍ୟାକେଟରେ ଶିକ୍ଷିତା ଯୁବତୀ, ପୁଡ଼ିଆ କରି ବିକୁଥିଲେ
ଭୁବନେଶ୍ୱର,୨୪।୩ (ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଘର ଭଡା ନେଇ ଚଳାଇଥିଲେ ବ୍ରାଉନସୁଗାର ବେପାର। ଏଥିରେ ସାମିଲ ଥିଲେ ଶିକ୍ଷିତା ଯୁବତୀ। ମାଷ୍ଟରମାଇଣ୍ଡ ବ୍ରାଉନସୁଗାର ପହଞ୍ଚାଇବା ପରେ ଏହି ଯୁବତୀମାନେ ତାହାକୁ ପୁଡ଼ିଆ କରି ସହରର ବିଭିନ୍ନ ଅଞ୍ଚଳରେ ବିକ୍ରି କରୁଥିଲେ।…
ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…
ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ଦିଲ୍ଲୀରେ ରାଜ୍ୟ ଭାଜପା ନେତାଙ୍କୁ ନେଇ ଘନଘନ ବୈଠକ ବସୁଛି। ଏହି କ୍ରମରେ…
ବିଏସ୍ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି
ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ତାଙ୍କର ଇସ୍ତଫା ଘୋଷଣା କରିବା…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲା କେରଳ
ନୂଆଦିଲ୍ଲୀ,୨୪।୩: କେରଳ ବିଧାନସଭାରେ ଗୃହୀତ ୪ ବିଲ୍କୁ ମଞ୍ଜୁରୀ ନ ଦେଇ ପକାଇରଖିଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଛନ୍ତି। କେରଳର ସିପିଆଇ(ଏମ୍) ନେତୃତ୍ୱାଧୀନ ଏଲ୍ଡିଏଫ୍ ସରକାର ଏହି ମାମଲାରେ କେନ୍ଦ୍ର ସରକାର, ରାଷ୍ଟ୍ରପତିଙ୍କ…
ପ୍ରିୟଙ୍କାଙ୍କ କମ୍ବ୍ୟାକ୍
ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବର୍ତ୍ତମାନ ଭାରତରେ ଅଛନ୍ତି। ଏହି ସମୟରେ ସେ ନୂଆ ଚଳଚ୍ଚିତ୍ରକୁ ନେଇ ବି’ଟାଉନ ଆସିଥିବା ଚର୍ଚ୍ଚା ହେଉଛି। ପ୍ରିୟଙ୍କା ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଭନ୍ସାଲୀଙ୍କୁ ଭେଟି ତାଙ୍କର ଅପ୍ କମିଂ ଚଳଚ୍ଚିତ୍ରକୁ ନେଇ ଆଲୋଚନା…
ଆଳୁଚପ୍ରୁ ବାହାରିଲା ଲୁହା କଣ୍ଟା, ଭାଇରାଲ ହେଉଛି ଫଟୋ
ଦାରିଙ୍ଗବାଡ଼ି,୨୩ା୩(ଅରୁଣ ସାହୁ): ଆଳୁଚପ୍ରୁ ଲୁହା କଣ୍ଟା ବାହାରିବା କଥା ଶୁଣିଲେ ମନରେ ଭୟ ଜାତ ହେଉଛି। ମାତ୍ର ଏହା ସତ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିର ଏକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାର୍କେଟରୁ ନିଆଯାଇଥିବା ଜଳଖିଆ ଦିଆଯାଇଥିଲା। ସେଥିରୁ ଆଳୁଚପ୍ରେ ଏକ…
ଡ୍ରାଇଭିଂ ଲାଇସେନ୍ସ ଫେରାଇବା ପାଇଁ ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡ଼ିଲେ ସବ୍-ଇନ୍ସପେକ୍ଟର
ଭୁବନେଶ୍ୱର,୨୩ା୩: ଲାଞ୍ଚ ନେଇ ଶହୀଦନଗର ଥାନାର ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନ ଶନିବାର ଗିରଫ ହୋଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରୁ ଜବତ କରିଥିବା ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ଫେରାଇ ଦେବା ପାଇଁ ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହୋଇଛନ୍ତି। ଡିଏଲ୍ ଫେରାଇ…
୫ ଦିନ ହେବ ଅନ୍ଧାରରେ ୫୦ରୁ ଊର୍ଦ୍ଧ୍ୱ ପରିବାର
କୋରୁକୋଣ୍ଡା,୨୩ା୩(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦାଶିବପୁର ଗ୍ରାମର ୫୦ରୁ ଊର୍ଦ୍ଧ୍ୱ ପରିବାର ଆଜକୁ ୫ ଦିନ ହେବ ଅନ୍ଧାରରେ ରାତ୍ରିଯାପନ କରୁଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, କିଛିଦିନ ତଳେ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ଆସିଥିବା ସମୟରେ ଗ୍ରାମରୁ…
ଶ୍ରମିକ ଛଟେଇକୁ ବିରୋଧ
କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ହଳଦିଆଗୁଣାସ୍ଥିତ ଏମ୍ଏସ୍ପି କାରଖାନାରେ କାମ କରୁଥିବା ଶ୍ରମିକମାନଙ୍କୁ ବିଭିନ୍ନ ସମୟରେ ମନମୁଖୀ ଭାବେ ମାଲିକ ଛଟେଇ କରିଥିବା ଅଭିଯୋଗ ହୋଇଛି। ଏନେଇ ସଦର ବ୍ଲକ ପୂର୍ବତନ ଅଧ୍ୟକ୍ଷା ତଥା ସମିତି ସଭ୍ୟା…
ମେଣ୍ଟ ନ ହେବା ଯେତିକି ଉତ୍ସାହ ସେତିକି ଚିନ୍ତାଜନକ
କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି-ଭାଜପା ମେଣ୍ଟ ହେବ ନାହିଁ ବୋଲି ଏ କଥା ଉଭୟ ଦଳର ନେତା ନିଜ ନିଜ ଟ୍ବିଟରରେ ସିଧାସଳଖ ନ କହି ପରୋକ୍ଷ ଭାବରେ ସଫା କରି କହିଦେଲେ। ଏବେ କହୁଛନ୍ତି, ମେଣ୍ଟ କଥା ଆମେ କହି…

