Home

ଲୁଣା ନଦୀର ଜଳସ୍ତର କମୁଛି

କେନ୍ଦ୍ରାପଡ଼ା,୨୨ା୩ (ଜଗନ୍ନାଥ ଧଳ): ଗତ ଡିସେମ୍ବର ମାସରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହିତ ଅବବାହିକାରେ ଥିବା ଚାଷ ଜମି ପଡ଼ିଆ…

କ୍ଷମତାକୁ ଆସିଲେ ୨୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ଦେବୁ: କଂଗ୍ରେସ

ଭୁବନେଶ୍ୱର,୨୨।୩(ସୁନିତ୍‌ ମିଶ୍ର):‘ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟ’ ଏଭଳି ଏକ ବାର୍ତ୍ତା ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ପକ୍ଷରୁ ନିର୍ବାଚନ ପୂର୍ବରୁ ଜାରି କରାଯାଇଥିବା ଇସ୍ତାହାର ମଧ୍ୟରେ ସ୍ବାସ୍ଥ୍ୟସେବା ସମ୍ପର୍କିତ ସହାୟତା ରାଶିକୁ ନେଇ ରାଜ୍ୟବାସୀଙ୍କ ପାଖରେ କଂଗ୍ରେସ ସଂକଳ୍ପବଦ୍ଧ ବୋଲି ଦଳର…

ଶାନ୍ତି ପାଇଁ ଜଳ

ପୃଥିବୀର ୭୧ ପ୍ରତିଶତ ହେଉଛି ଜଳ। ତଥାପି ପୃଥିବୀର ଅନେକ ଭାଗରେ ଜଳାଭାବ ଦେଖାଦେଉଛି। ବାସ୍ତବରେ ଦେଖିଲେ ପୃଥିବୀରେ ମୋଟ ଜଳର ୯୭ ପ୍ରତିଶତ ସାଗର ଏବଂ ମହାସାଗରରେ ଅଛି, ଯେଉଁଥିରେ ଲବଣ ଅଂଶ ଅଧିକ ଥିବାରୁ ତାହା ପାନୀୟଯୋଗ୍ୟ କିମ୍ବା…

‘ଗତାନୁଗତିକ ପନ୍ଥା ନ ଆପଣେଇ ନିଜେ ସୃଜନଶୀଳ ହେବା’

ବ୍ରହ୍ମପୁରସ୍ଥିତ ନିଷ୍ଟ ବିଶ୍ୱବିଦ୍ୟାଳୟ ଦେଶର ଅଗ୍ରଣୀ ଅନୁଷ୍ଠାନ ମଧ୍ୟରୁ ଗୋଟିଏ। ନିଷ୍ଟ ବିଶ୍ୱବିଦ୍ୟାଳୟ ପରିଚାଳନା କରୁଥିବା ଏସ୍‌ଏମ୍‌ ଚାରିଟେବଲ ଟ୍ରଷ୍ଟର ପ୍ରତିଷ୍ଠାତା ଡ. ସୁକାନ୍ତ କିଶୋର ମହାପାତ୍ର ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ସୁପରିଚିତ। ସେ ଏନ୍‌ଆଇଟି ରାଉରକେଲାରୁ ଇଞ୍ଜିନିୟରିଂ ସାରିବା…

ପିସିସି ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ଭକ୍ତ ଦାସ, ହଟିଲେ ବିଜୟ

ଭୁବନେଶ୍ୱର, ୨୨।୩(ସୁନିତ୍‌ ମିଶ୍ର):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ସାଙ୍ଗଠନିକ ସ୍ତରରେ ବଡ଼ ପରିବର୍ତ୍ତନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପ୍ରଚାର କମିଟିର ଅଧ୍ୟକ୍ଷ ନିଯୁକ୍ତ କରିଛି। ଏନେଇ ଗୁରୁବାର ରାତିରେ…

ଶିକ୍ଷକଙ୍କ ମାଡ଼ରେ ନର୍ସରି ଛାତ୍ର ଲହୁଲୁହାଣ

ରାଇଘର,୨୨ା୩(କିରଣ ପଟ୍ଟନାୟକ):ନବରଙ୍ଗପୁର ଜିଲା କୁନ୍ଦେଇ ଥାନା ଅଧୀନ କାନାଡିହି ଗ୍ରାମର ଜଣେ ଛାତ୍ର ସ୍କୁଲ ଶିକ୍ଷକଙ୍କ ମାଡ଼ରେ ଲହୁଲୁହାଣ ହୋଇଛନ୍ତି। ସମ୍ପୃକ୍ତ ଶିକ୍ଷକଙ୍କ ନାମରେ ଛାତ୍ରଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ତାଙ୍କୁ ଅଟକ ରଖାଯାଇଥିବା ସୂଚନା ମିଳିଛି।…

ମେଣ୍ଟ ଆଶା ଆହୁରି ବଢିଲା: ଭାଜପାର ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ରହିଲାନି ଓଡ଼ିଶା

ଭୁବନେଶ୍ୱର,୨୨ା୩(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ ନେତୃବୃନ୍ଦ ଗୁରୁବାର ଦିଲ୍ଲୀରୁ ଫେରିଛନ୍ତି। ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମେଣ୍ଟ ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସବୁ କହିସାରିଛନ୍ତି। ଏଥିରେ କିଛି ଦ୍ୱନ୍ଦ୍ୱ ନାହିଁ। ଯାହା ନିଷ୍ପତ୍ତି…

କେନ୍ଦ୍ରକୁ ଡବଲ୍‌ ଝଟକା

ନୂଆଦିଲ୍ଲୀ,୨୨।୩:ଲୋକ ସଭା ନିର୍ବାଚନକୁ ମାସେରୁ କମ୍‌ ସମୟ ଥିବାବେଳେ ଗୁରୁବାର ଭାରତର ୨ ସର୍ବୋଚ୍ଚ ସାମ୍ବିଧାନିକ ସଂସ୍ଥା ସୁପ୍ରିମକୋର୍ଟ ଏବଂ ନିର୍ବାଚନ କମିଶନ (ଇସିଆଇ)ଙ୍କଠାରୁ କେନ୍ଦ୍ର ସରକାରଙ୍କୁ ବଡ଼ ଝଟ୍‌କା ଲାଗିଛି। ସରକାର ବିରୋଧୀ ଖବରକୁ ଚିହ୍ନଟ କରି ରୋକିବା ସକାଶେ…

୫୬ ବର୍ଷ ଧରି ପେଟରେ ଥିଲା ଶିଶୁ, ଜାଣି ପାରି ନ ଥିଲେ ମହିଳା, ଯେତେବେଳେ ବାହାରକୁ ଅଣାଗଲା ଘଟିଲା ଏମିତି…

ପ୍ରକୃତିର ଖେଳ ପ୍ରକୃତରେ ଅନନ୍ୟ। ଅନେକ ଥର ଏପରି ଘଟଣା ସାମ୍ନାକୁ ଆସିଥାଏ, ଯେକେହି ଶୁଣି ଆଶ୍ଚର୍ଯ୍ୟ ହୋଇଯାଏ। ଏପରି ପରିସ୍ଥିତିରେ ଆମକୁ ସ୍ବୀକାର କରିବାକୁ ପଡ଼ିବ ଯେ, ଦୁନିଆରେ କିଛି ଜିନିଷ ଅଛି; ଯାହା ଉପରେ ଆମର କୌଣସି ନିୟନ୍ତ୍ରଣ…

ସୁପ୍ରିମ କୋର୍ଟ ରେଜିଷ୍ଟ୍ରାରଙ୍କ ପାଖରେ ପହଞ୍ଚିଲେ କେଜରିଓ୍ବାଲଙ୍କ ଓକିଲ, ଅଧା ରାତିରେ ଶୁଣାଣି ପାଇଁ କଲେ ଅପିଲ

ନୂଆଦିଲ୍ଲୀ,୨୧।୩: ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କରାଯାଇଛି। ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଟିମ୍‌ ବର୍ତ୍ତମାନ ଔପଚାରିକତା ପୂରଣ କରିବାରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ଆମ ଆଦମୀ ପାର୍ଟିରୁ ଖବର ଆସୁଛି ଯେ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ଓକିଲମାନେ ମଧ୍ୟରାତ୍ରିରେ ସୁପ୍ରିମକୋର୍ଟ…

ନରେନ୍ଦ୍ର ମୋଦି ସାଧାରଣ ନିର୍ବାଚନରେ ନିଶ୍ଚିତ ହାରିବେ: ପପୁ ଯାଦବ

ନୂଆଦିଲ୍ଲୀ,୨୧।୩: ଏକ୍ସାଇଜ ପଲିସି ମାମଲାରେ ଦୁଇ ଘଣ୍ଟା ପଚରାଉଚରା ପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ତାଙ୍କ ଘରୁ ଗିରଫ କରିଛି। ଗିରଫ ପରେ ରାଜନୈତିକ ପ୍ରତିକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରସଙ୍ଗରେ କଂଗ୍ରେସ ନେତା…

ଲୋକ ସଭା ନିର୍ବାଚନ: କଂଗ୍ରେସର ତୃତୀୟ ତାଲିକାରେ ୭ ରାଜ୍ୟର ୫୭ ପ୍ରାର୍ଥୀଙ୍କ ନାମ

ନୂଆଦିଲ୍ଲୀ,୨୧।୩: ଗୁରୁବାର ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ତୃତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୭ଟି ରାଜ୍ୟରୁ ୫୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ଗୁଜରାଟ, ରାଜସ୍ଥାନ, କର୍ନାଟକ, ମହାରାଷ୍ଟ୍ର, ତେଲଙ୍ଗାନା, ପୁଡୁଚେରୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?