Home

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି । ମୃତ ଯୁବକ ଜଣକ ବଗଡା ଗାଁର ସନ୍ତୋଷ ଖର୍ସେଲ (୪୦) ହୋଇଥିବା ବେଳେ…

ସୋରେନ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟଙ୍କ ଝଟକା, JSSC-CGL ସମେତ ୨୨ଟି ରଦ୍ଦ ପରୀକ୍ଷା ଉପରେ…

ରାଞ୍ଚି, ୨୦।୮: ଝାଡ଼ଖଣ୍ଡର ହେମନ୍ତ ସୋରେନ ସରକାରଙ୍କୁ ବଡ଼ ଝଟକା ଲାଗିଛି । JSSC-CGL ସମେତ ୨୨ଟି ନିଯୁକ୍ତି ପରୀକ୍ଷା ରଦ୍ଦ କରିବା ନେଇ ସରକାର ନେଇଥିବା ନିଷ୍ପତ୍ତି ଉପରେ ଝାଡ଼ଖଣ୍ଡ ହାଇକୋର୍ଟ ରୋକ ଲଗାଇଛନ୍ତି । ରଦ୍ଦ ନିଷ୍ପତ୍ତି ବିରୋଧରେ…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ ଆତଙ୍କିତ ହୋଇ ଗୋପାଳପୁର ବନ୍ଦର କର୍ତ୍ତୃପକ୍ଷଙ୍କୁ ଏକାଧିକ ଥର ଏହି ବିଷୟରେ ଅବଗତ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮(ଭାସ୍କର ରାଉତରାୟ ) : ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି । ପଟ୍ଟାମୁଣ୍ଡାଇ ବାଛରା, ମଣ୍ଡପଡାରେ ବୁଲିବା ସମୟରେ ଏହି ଅଘଟଣ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ ଗ୍ରାମର ଜଣେ ୩୫ ବର୍ଷୀୟ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ନିଖୋଜ ଯୁବକ…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ଯୁବକଙ୍କ ମୁଣ୍ଡ କାଟି ପୋଖରୀରେ ଫିଙ୍ଗିଦେଲେ

ବଲାଙ୍ଗୀର,୨୦।୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦେଓଗାଁ ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଗଡା ଗ୍ରାମ ସ୍କୁଲ ନିକଟରେ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି । ପୋଖରୀ ପାଣିରେ କେବଳ ଶରୀର…

କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ ପ୍ରଶ୍ନ ପରେ ପ୍ରଶ୍ନ କରିଚାଲିଥିଲେ। ବିଧାୟକ ନିର୍ବାଚନ ପ୍ରଚାର ସମୟରେ ଦୁର୍ଗମ କାଟିଙ୍ଗିଆ…

ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର ଆଖପାଖ ଗ୍ରାମରେ ଲୋକେ ଭୟରେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଗତ ତିନିଦିନ ହେଲା…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୮୨ତମ ଜୟନ୍ତୀ ଅବସରରେ ଜାତୀୟ ସଦଭାବନା ଦିବସ ପାଳିତ ହୋଇଯାଇଛି। ନଗର…

୧୯୮୪ ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ, ଆଜୀବନ ସଜା କାଟୁଥିଲେ…

ନୂଆଦିଲ୍ଲୀ,୨୦।୮: ଗୁରୁବାର ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ ୮୦ ବର୍ଷୀୟ ପୂର୍ବତନ କଂଗ୍ରେସ ନେତାଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଥିଲେ। ଉଲ୍ଲେଖନୀୟ ଯେ ୧୯୮୪ ଶିଖ ବିରୋଧୀ ଦଙ୍ଗା ସହିତ ଜଡିତ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି ଶେଷ ହେବା ପରେ ମ୍ୟାଚ୍‌ରେ ବ୍ୟବହୃତ ବଲ୍‌କୁ ଦୁଇ ଭାଗରେ କାଟି ଦିଆଯାଇଥିଲା।…

ବୀମା ନାହିଁ ତ ଗାଡ଼ିକୁ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର

ନୂଆଦିଲ୍ଲୀ,୨୦ା୮(ପି.ଟି.): କୌଣସି ଗାଡ଼ିର ବୈଧ ବୀମା ନ ଥିଲେ, ପେଟ୍ରୋଲ ପମ୍ପ୍‌ରେ ଉକ୍ତ ଗାଡ଼ିକୁ ତେଲ ବିକ୍ରି ନ କରିବା ପାଇଁ ଏକ ଯୋଜନା ପରୀକ୍ଷାମୂଳକ ଭାବେ କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟ ଗତ ୪ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କାର୍ଯ୍ୟକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?