Home

ନୂଆ ବର୍ଷ ଦିନ କ’ଣ କିଣିବା ଶୁଭ, ଜାଣନ୍ତୁ…

ନୂଆ ବର୍ଷଟି ସୁଖମୟ ହେବା ପାଇଁ ଏହିଦିନ କିଏ ଘରେ ପୂଜାପାଠର ଆୟୋଜନ କରିଥାନ୍ତି ତ କିଏ ମନ୍ଦିରକୁ ଯାଇ ଦେବୀଦେବଙ୍କ ଦର୍ଶନ କରିଥାନ୍ତି। ତେବେ ବାସ୍ତୁଶାସ୍ତ୍ର କହେ ଏମିତି କିଛି ଖାସ୍‌ ଜିନିଷ ଅଛି, ଯାହାକୁ ନୂଆ ବର୍ଷ ଦିନ…

ପ୍ରାଥମିକ ଚିକିତ୍ସା ପରେ କୋରାପୁଟ ସ୍ଥାନାନ୍ତର ହେଲେ ଡାଲମେ

ଦଶମନ୍ତପୁର,୩୧ା୧୨ (ଅରବିନ୍ଦ ନାୟକ)ଦୀର୍ଘ ୧୭ ବର୍ଷ କାଳ ଜୀବନ ଅତିବାହିତ କରୁଥିବା ଜଣେ ମସ୍ତିଷ୍କ ବିକୃତ ମହିଳା ଶନିବାର ଉଚ୍ଚତ୍ତର ଚିକିତ୍ସା ପାଇଁ କୋରାପୁଟକୁ ସ୍ଥାନାନ୍ତରିତହୋଇଛନ୍ତି। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ସଦର ପଞ୍ଚାୟତର ଚାଉଳକନ୍ତି ଗ୍ରାମର ଏହି ମହିଳା ଜଣକ…

୧୨ ଗ୍ରାମ ବିକାଶରେ ରେଳଧାରଣା ବାଧକ

ନନ୍ଦପୁର, ୩୧ା୧୨(ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାଡୁଆ ପଞ୍ଚାୟତର ୧୨ଟି ଗ୍ରାମ ବିକାଶରେ ରେଳଧାରଣା ବାଧକ ସାଜିଛି। ଏହି ଗ୍ରାମଗୁଡିକ ବିଶାଖାପାଟଣା-କିରାଣ୍ଡୁଲ ରେଳ ଧାରଣା ଆରପଟେ ରହିଛି। ରେଳ ଧାରଣା ଆରପଟକୁ ଭାରିଯାନ ଯାତାୟାତ ନିଷେଧ ଥିବାରୁ ସରକାରଙ୍କ…

ପହିଲାରୁ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୩୧।୧୨: ପ୍ରତି ମାସ ଭଳି ଚଳିତ ମାସ ଶେଷ ବେଳକୁ ଉଭୟ ବ୍ୟବସାୟୀ ଓ ଗ୍ରାହକଙ୍କ ମଧ୍ୟରେ ନୂଆ ଦରକୁ ନେଇ ନାନା ଆଶଙ୍କା ସୃଷ୍ଟି ହୋଇଥାଏ। ଏପରିକି ପ୍ରତି ମାସ ଭଳି ଆସନ୍ତା ମାସ (ଜାନୁୟାରୀ) ପହିଲାରୁ ନୂଆ ଦର…

ଦୁର୍ଘଟଣା ପରେ ଶେଯରେ କମଳ, ସହାୟତା ଅପେକ୍ଷାରେ କଟୁଛି ଦିନ

ଡାବୁଗାଁ,୩୧।୧୨ (ପ୍ରଜ୍ଞାରଞ୍ଜନ ପରିଡ଼ା)ଧକ୍କାଦେଲା ଗାଡ଼ି। ଅର୍ଥ ଅଭାବରୁ ଆହତ ହୋଇ ଦେଶୀ ଚିକିତ୍ସା ଉପରେ ନିର୍ଭରକଲେ। ଏହା ମଧ୍ୟରେ ମାସେ ବିତିଯାଇଥିଲେ ମଧ୍ୟ ଶେଯରୁ ଉଠିପାରୁନାହାନ୍ତି ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡ଼ାଖୁଣ୍ଟା ପଞ୍ଚାୟତ ମୁଣ୍ଡିଗୁଡ଼ା ଗ୍ରାମରେ କମଳଚାନ୍ଦ ଓଡ଼। ପିଲା…

ଦେଶୀଡଙ୍ଗାରେ ଜଳବନ୍ଦୀବାସୀଙ୍କ ବିପଦପୂର୍ଣ୍ଣ ଯାତ୍ରା

ତେନ୍ତୁଳିଖୁଣ୍ଟି, ୩୧।୧୨(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ଜଳବନ୍ଦୀ ଅଞ୍ଚଳବାସୀଙ୍କ ପାଇଁ ଯୋଗାଇ ଦିଆଯାଇଥିବା ମୋଟର ଚାଳିତ ଲଞ୍ଚରେ ଛିଦ୍ର ରହିଛି। ଠିକ୍‌ ସମୟରେ ଏହାର ମରାମତି କରାଯାଉ ନ ଥିବା ଅଭିଯୋଗ ହେଉଛି। ଫଳରେ ଲୋକେ ଯାତାୟତ ପାଇଁ…

କାନାଡା ଗ୍ୟାଙ୍ଗ୍‌ଷ୍ଟର ଲଖ୍‌ବୀରଙ୍କୁ ଆତଙ୍କବାଦୀ ଘୋଷଣାକଲା କେନ୍ଦ୍ର

ନୂଆଦିଲ୍ଲୀ,୩୧ା୧୨: କାନାଡାରେ ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍‌ ସିଂ ନିଜ୍ଜର ହତ୍ୟା ଘଟଣାକୁ ନେଇ ନୂଆଦିଲ୍ଲୀ ଏବଂ ଓଟାଓ୍ବା ମଧ୍ୟରେ କୂଟନୈତିକ ସ୍ତରରେ ଉତ୍ତେଜନା ଲାଗିରହିଥିବାବେଳେ କାନାଡ଼ାରେ ଥାଇ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇଥିବା ଗ୍ୟାଙ୍ଗ୍‌ଷ୍ଟର ଲଖବୀର ସିଂ ଲାଣ୍ଡାଙ୍କୁ କେନ୍ଦ୍ର ସରକାର ଆନୁଷ୍ଠାନିକ…

ଛତିଶଗଡ଼ ନେଉଛି ଓଡ଼ିଶା ଧାନ

ମାଥିଲି,୩୧ା୧୨(ସୁବାସ ଚନ୍ଦ୍ର ଖୁଡୁପିଆ)ଛତିଶଗଡ଼ ମୁହାଁ ଓଡ଼ିଶା ଧାନ। ଟୋକନ ଅଛି କିନ୍ତୁ ମଣ୍ଡିକୁ ଚାଷୀ ଆଣୁନାହାନ୍ତି ଧାନ। ମାଥିଲି ବ୍ଲକର ଧାନମଣ୍ଡି ଏବେ ଖାଁ ଖାଁ। ପ୍ରତିବର୍ଷ ମଣ୍ଡିରେ ଧାନ ରଖିବାକୁ ଜାଗା ମିଳୁ ନ ଥାଏ। ତେବେ ଚଳିତ ବର୍ଷ…

ନୂଆବର୍ଷ ଦିନ ମହାକାଶକୁ ପିଓଇଏମ୍‌ ପଠାଇବ ଇସ୍ରୋ

ନୂଆଦିଲ୍ଲୀ,୩୧ା୧୨: ନିଉଟ୍ରନ୍‌ ଷ୍ଟାର ଏବଂ ବ୍ଲାକ୍‌ ହୋଲ୍‌ ଉପରେ ଅଧ୍ୟୟନ ପାଇଁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ନୂଆବର୍ଷ ଦିନ ସ୍ବତନ୍ତ୍ର ଅବ୍‌ଜରଭେଟୋରୀ ପଠାଇବାକୁ ଯାଉଥିବାବେଳେ ମହାକାଶକୁ ପିଓଇଏମ୍‌ ପଠାଇବାକୁ ଯୋଜନା କରିଛି। ପିଏସ୍‌ଏଲ୍‌ଭି ଅର୍ବିଟାଲ ଏକ୍ସପେରିମେଣ୍ଟାଲ ମଡ୍ୟୁଲ୍‌ (ପିଓଇଏମ୍‌)…

୩ ବର୍ଷ ପରେ କର୍ତ୍ତବ୍ୟପଥରେ ଓଡ଼ିଶା ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୧।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ତିନିବର୍ଷ ଧରି ନିରାଶ ହେବା ପରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢକୁ ଦିଲ୍ଲୀ ଦରବାରରେ ଦେଖିବାକୁ ମିଳିବ। ସାରା ବିଶ୍ବ ଦେଖିବ ଓଡ଼ିଶା କଳାସଂସ୍କୃତିର ଝଲକ ଓ ମହାନ୍‌ ପରମ୍ପରାର ଐତିହ୍ୟ। ଶୁକ୍ରବାର ଦିଲ୍ଲୀଠାରେ ଅନୁଷ୍ଠିତ ୪ର୍ଥ ବୈଠକରୁ ଏଭଳି…

ମିସେସ୍‌ ଗ୍ରାଣ୍ଡ୍‌ ଇଣ୍ଟରନ୍ୟାଶନାଲ ମୁକୁଟ ପିନ୍ଧିଲେ ସାଇପ୍ରସନ୍ନା

ଭୁବନେଶ୍ୱର,୩୧।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ମ୍ୟାନ୍‌ମାରରେ ଆୟୋଜିତ ଅନ୍ତର୍ଜାତୀୟ ପ୍ରତିଭା ପ୍ରତିଯୋଗିତା ‘ମିସେସ ଗ୍ରାଣ୍ଡ୍‌ ଇଣ୍ଟରନ୍ୟାଶନାଲ ୨୦୨୩’ର ବିଜେତା ହୋଇ ମୁକୁଟ ପିନ୍ଧିଛନ୍ତି ଡ. ସାଇପ୍ରସନ୍ନା ବେହେରା। ୨୫ରୁ ଅଧିକ ଦେଶରୁ ଆସିଥିବା ପ୍ରତିଯୋଗୀଙ୍କୁ ପଛରେ ପକାଇ ସେ ଭାରତ ପାଇଁ ଏହି ଗୌରବ ଆଣିଛନ୍ତି।…

ଆମେରିକାରେ ଧନୀ ଭାରତୀୟ ବଂଶୋଦ୍ଭବ ଦମ୍ପତି, ଝିଅଙ୍କ ସନ୍ଦେହଜନକ ମୃତ୍ୟୁ

ନୂଆଦିଲ୍ଲୀ,୩୧ା୧୨: ଆମେରିକାର ମାସାଚୁସେଟ୍ସସ୍ଥିତ ସବୁଠୁ ବିଳାସପୂର୍ଣ୍ଣ ଏନ୍‌କ୍ଲେଭ୍‌ ବାସଭବନରେ ଏକ ଧନୀ ଭାରତୀୟ ବଂଶୋଦ୍ଭବ ଦମ୍ପତି ଓ ସେମାନଙ୍କ ନାବାଳିକା ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛିି। ରାକେଶ କମଲ(୫୭), ସ୍ତ୍ରୀ ଟିନା(୫୪) ଏବଂ ସେମାନଙ୍କ ଝିଅ ଆରିଆନା(୨୮)ଙ୍କ ମୃତଦେହ ଗୁରୁବାର ସନ୍ଧ୍ୟାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri